ସାହାରପଡ଼ା ଅଞ୍ଚଳର ଟିକ୍‌ଟକ୍‌ ଭିଡିଓ କଳାକାରଙ୍କ ଓଡ଼ିଆ ସିନେମାରେ ପ୍ରବେଶ

ପାଟଣା, ୧।୮(ସ୍ବ.ପ୍ର.)-ଟିକ୍‌ଟିକ୍‌ କେତେକ କ୍ଷେତ୍ରରେ ଲୋକଙ୍କୁ ବଦନାମ କରିଥିବାବେଳେ କେତେକଙ୍କ ପାଇଁ ଖୁସିର ସମାହାର ଆଣିଦେଇଛି। ତେବେ ସବୁର ବ୍ୟବହାର ଜାଣିଲେ ହେଲା। ଭଲ କାମ ପାଇଁ…

ନୟାଗଡ଼ ଜିଲା: ୧୦୦ରେ ୩୧ ଝିଅ କରୁଛନ୍ତି ବାଲ୍ୟବିବାହ

ନୟାଗଡ଼ ଅଫିସ,୧।୮: ବିିଭିନ୍ନ ସମୟରେ ଜିଲାରେ ବାଲ୍ୟବିବାହ ହେଉଥିବା ଘଟଣା ନୟାଗଡ ଜିଲାକୁ ନିନ୍ଦିତ କରୁଛି। ତେଣୁ ଏହାର ନିରାକରଣ ଓ ଲୋକମାନଙ୍କୁ ସଚେତନ କରାଇବା ପାଇଁ…

ନିଆରା ମଣିଷ କାଙ୍ଗାଳି ମହାରଣା:  ନିଶା ଅଭିନୟ ପେସା ଚାଷ

ଚମ୍ପୁଆ,୧।୮(ଡି.ଏନ.ଏ) - ନିଶା ତାଙ୍କର ଅଭିନୟ କିନ୍ତୁ ପେଷାରେ ସେ ଜଣେ ଚାଷୀ। ସେ ହେଉଛନ୍ତି ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଙ୍ଗାମାଟିଆ ପଞ୍ଚାୟତର ଟିଆଁସପଶି ଗ୍ରାମର କାଙ୍ଗାଳୀ…

ଅପହୃତା ନାବାଳିକାଙ୍କ ବିବାହ ବନ୍ଦ ହେଲା: ଅପହୃତାଙ୍କୁ ନେଇ ଅପହରଣକାରୀ ଫେରାର

ହାଟଡ଼ିହୀ, ୧।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଗୁହାଳଗଢ଼ିଆ ଅଞ୍ଚଳରେ ଜଣେ ୧୫ ବର୍ଷିଆ ନାବାଳିକା ଜୁଲାଇ ୨୦ ତାରିଖ ନିଖୋଜ ହୋଇଯାଇଥିଲେ। ପରିବାର ପକ୍ଷରୁ ଏନେଇ…

ଗୁଟଖା ଦୋକାନ ଉପରେ ପ୍ରଶାସନର ଚଢାଉ

କେନ୍ଦୁଝର, ୧।୮ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ସହରରେ ବିଭିନ୍ନ ସ୍ଥାନରେ ଥିବା ଗୁଟଖା, ସିଗାରେଟ ଆଦି ନିଶା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ ସାମଗ୍ରୀ ଉପରେ କଟକଣା ଲଗାଇବା ପାଇଁ ବୁଧବାର…

ଏସେଲ ଖଣି ସମ୍ମୁଖରେ ଶ୍ରମିକ ସଙ୍ଗଠନର ବିକ୍ଷୋଭ: ବିଭିନ୍ନ ସମସ୍ୟା ନେଇ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ

ଯୋଡ଼ା, ୧।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଅବସ୍ଥିତ ଏସେଲ ଜିଲିଂ ଖଣିରେ ବିଭିନ୍ନ ଦାବି ନେଇ କେନ୍ଦୁଝର ମାଇନ୍ସ ଆଣ୍ଡ ଫରେଷ୍ଟ ଓ୍ବାର୍କର୍ସ ୟୁନିୟନ ପକ୍ଷରୁ…

ପଶୁପାଳନ ବିକାଶ ସହାୟତା ବାଟବଣା

ଧାମନଗର, ୧।୮(ଡି.ଏନ.ଏ.)- ଗାଈ, ଛେଳି, କୁକୁଡ଼ା ପାଳନ ଭଳି ଆନୁଷଙ୍ଗିକ କୃଷି ବିକାଶ ଯୋଜନା ହେଉଥିଲେ ମଧ୍ୟ ଏହାର ରୂପାୟନ ଠିକ୍‌ ଭାବେ ହୋଇପାରୁ ନାହିଁ। ମହାତ୍ମା…

ନକଲି ଆଇଆରଏସ ଅଧିକାରୀଙ୍କୁ ୬ ବର୍ଷ ଜେଲ ଦଣ୍ଡ

ବାରିପଦା ଅଫିସ,୧ା୮- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ଏସଡିଜେଏମ କୋର୍ଟର ବିଚାରପତି ସୁମିତା ଆଚାର୍ଯ୍ୟ ବୁଧବାର ଏକ ଠକେଇ ମାମଲାର ବିଚାର କରି ଜଣେ ନକଲି ଆଇଆରଏସ…

ଅଭିଭାବକଙ୍କୁ ମରଣାନ୍ତକ ଆକ୍ରମଣ: ଶିକ୍ଷୟିତ୍ରୀଙ୍କ ବଦଳି ଦାବିରେ ବିଦ୍ୟାଳୟ ଆଗରେ ଧାରଣା

କପ୍ତିପଦା,୧ା୮(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ନୂଆସାହି ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ଓ ତାଙ୍କ ଦିଅର ଜଣେ ଛାତ୍ରଙ୍କ ଅଭିଭାବକଙ୍କୁ ଦୁର୍ବ୍ୟବହାର ଓ ମରଣାନ୍ତକ…

ବାରିପଦା ପୌର ପରିଷଦରେ ଅନିୟମିତତା: ସମ୍ପର୍କୀୟଙ୍କୁ ମିଳିଛି ଦୋକାନ ଘର

ବାରିପଦା ଅଫିସ,୧।୮-ଉତ୍ତର ଓଡ଼ିଶାର ସାଂସ୍କୃତିକ ପ୍ରାଣକେନ୍ଦ୍ର ଭାବେ ବାରିପଦା ସହର ପରିଚିତ। ଏକଦା ଭଞ୍ଜଦେଓ ବଂଶର ରାଜଧାନୀ ଥିବା ଏହି ସହର ଏବେ ପୌର ପରିଷଦ ଦ୍ୱାରା…