ସିବିଆଇକୁ ତଦନ୍ତ ଦାୟିତ୍ୱ

ନୂଆଦିଲ୍ଲୀ/ ଲକ୍ଷ୍ନୌ, ୩୧ା୭(ପି.ଟି.): ବହୁଚର୍ଚ୍ଚିତ ଉନ୍ନାଓ ପୀଡ଼ିତା ଦୁର୍ଘଟଣା ମାମଲାର ତଦନ୍ତ ଦାୟିତ୍ୱ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଦିଆଯାଇଛି। ଉତ୍ତରପ୍ରଦେଶ ସରକାରଙ୍କ ସୁପାରିସକ୍ରମେ କେନ୍ଦ୍ର ସରକାର…

୩ ବର୍ଷରେ ୧୦୬ ହରିଣ ଶିକାର

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟରେ ହରିଣ ଶିକାର ଦ୍ରୁତ ଗତିରେ ବଢୁଛି। ଗତ ୩ ବର୍ଷ ମଧ୍ୟରେ ବିଭିନ୍ନ ପ୍ରଜାତିର ୧୦୬ ହରିଣଙ୍କୁ ଶିକାର କରାଯାଇଛି। ମଙ୍ଗଳବାର ବିଧାନସଭାରେ…

ଦିଗହରା କଳାକାର ସଂଘ: ବସୁନାହିଁ ବୈଠକ, ପରିବର୍ତ୍ତନ ହେଉନାହାନ୍ତି ସମ୍ପାଦକ

ନୟାଗଡ଼ ଅଫିସ,୩୧।୭(ରଞ୍ଜନ କୁମାର ପ୍ରଧାନ)-କଳା,ସଂସ୍କୃତି ଓ ଐତିହ୍ୟର ପୀଠ ନୟାଗଡ଼ ଜିଲା । ଦଣ୍ଡନାଚ, ବାଉଁଶରାଣୀ, ପାଲା , ଦାସକାଠିଆ, ଚଢ଼େୟା ଚଢ଼େୟାଣୀ ଭଳି ୧୪ ପ୍ରକାର…

ରକ୍ଷଣାବେକ୍ଷଣ ଅଭାବରୁ ରାଜସ୍ବ ବଙ୍ଗଳା ପାଲଟିଛି ଭୂତକୋଠି: ମରାମତି, ପୁନଃ କାର୍ଯ୍ୟକ୍ଷମ ନିମନ୍ତେ ଦାବି

ଖଣ୍ଡପଡ଼ା,୩୧ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ସହରଠାରୁ ଅନତି ଦୂରରେ ରାଜସ୍ବ ବିଭାଗର ଡାକ ବଙ୍ଗଳା ଏବେ ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠିରେ ପରିଣତ ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି। ଦୀର୍ଘ ୭୦…

ଟାର୍ଗେଟରେ ଟିକସ ଫାଙ୍କୁଥିବା ଖଣି ମାଲିକ, ସହଯୋଗୀ : ଓଡ଼ିଶା, କଲିକତାର ୧୧ ସ୍ଥାନରେ ଆୟକର ବିଭାଗ ଚଢ଼ାଉ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଦୀର୍ଘଦିନ ଧରି ଟିକସ ଫାଙ୍କୁଥିବା ଖଣି ମାଲିକ ଓ ସହଯୋଗୀଙ୍କୁ ଟାର୍ଗେଟ କରିଛି ଆୟକର ବିଭାଗ। ମଙ୍ଗଳବାର ସେମାନଙ୍କ କାର୍ଯ୍ୟାଳୟ ଓ ବାସଭବନରେ ବିଭାଗ…

ଫନୀର ୩ ମାସ ପରେ କମିନି ଦୁର୍ଦ୍ଦଶା : ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି ବିପନ୍ନ

ବାଲିଆ,୩୧।୭: ଫନୀ ବାତ୍ୟା ହେବାର ଇତିମଧ୍ୟରେ ୩ ମାସ ବିତିଲାଣି, ଅଥଚ ଏ ପର୍ଯ୍ୟନ୍ତ ବିପନ୍ନଙ୍କ ଦୁର୍ଦ୍ଦଶା ଦୂର ହୋଇନାହିଁ। ଅଦ୍ୟାବଧି ଜଣେ ହେଲେ ବାତ୍ୟା ବିପନ୍ନ…

ଭଡ଼ାରେ ଲାଗିଥିଲା ପଞ୍ଚାୟତ କାର୍ଯ୍ୟାଳୟ : ବିଡିଓଙ୍କ ଉପସ୍ଥିତିରେ ଖାଲିହେଲା ଘର

ନାଉଗାଁ,୩୧ା୭(ସ୍ବ.ପ୍ର.): ନାଉଗାଁ ପଞ୍ଚାୟତ କାର୍ଯ୍ୟାଳୟକୁ ଦୀର୍ଘ ୬ ବର୍ଷ ହେଲା ଭଡ଼ା ସୂତ୍ରରେ ପ୍ରଦାନ କରାଯାଇଥିଲା। ଜଣେ ବ୍ୟବସାୟୀ ସେଠାରେ ସିମେଣ୍ଟ, ରଡ୍‌, ସାର ଆଦି ରଖି…

ଆରମ୍ଭ ହେବ ମୋ କଲେଜ ଯୋଜନା

ଭୁବନେଶ୍ୱର,୩୧।୭(ବ୍ୟୁରୋ): ‘ମୋ ସ୍କୁଲ’ଭଳି ଖୁବ୍‌ଶୀଘ୍ର ‘ମୋ କଲେଜ’ କାର୍ଯ୍ୟକ୍ରମ ଆରମ୍ଭ ହେବ। ପୁରାତନ ଛାତ୍ରମାନଙ୍କୁ ଏଥିରେ ସାମିଲ କରାଯିବ। କଲେଜର ବିକାଶ ତଥା ଗୁଣାତ୍ମକ ଶିକ୍ଷା ଦିଗରେ…

ଦାଦନ ଦୁଖ୍‌:ଯାଇଥିଲେ ରୁଜ୍‌ଗାର କରି, ଫିରଲେ ଦିବ୍ୟାଙ୍ଗ ହେଇ

ଖଡ଼ିଆଳ,୩୧। ୭(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଖଇରପଦର ଗଁାର ଚରଣ ମାଝି। ସେ ଆଦିବାସୀ ସମାଜର ହେଇଥିଲାବେଲେ କାମ୍‌ଧଁଦାର ଲାଗି ଗୁଜରାଟ ଗାନ୍ଧିଧାମ ଅଂଚଲକେ ଦାଦନ…

ପଣ୍ଡରାପଥର ଗାଁରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ: ଗାଁ ସଫେଇ ପାଇଁ ମହିଳା ପାଦ କାଢିଲେ

ନୂଆପଡା ଅଫିସ,୩୧|୭-ବର୍ତ୍ତମାନ ଗାଁଠୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସଫା ସୁତୁରା କରିବାକୁ ନେଇ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ଚାଲିଛି । ଏଥିରେ ଗାଁର ମହିଳାମାନେ ମଧ୍ୟ…