ଏହି ୪ଟି ରୋଗରେ ଆକ୍ରାନ୍ତ ଲୋକ କାଜୁଠାରୁ ଦୂରେଇ ରୁହନ୍ତୁ

ଭଲ ସ୍ବାସ୍ଥ୍ୟ ପାଇଁ ଲୋକେ କାଜୁଠୁ ଆରମ୍ଭକରି ଆଲମଣ୍ଡ, ଅଖରୋଟ ଆଦି କେତେ କ’ଣ ଡ୍ରାଏ ଫ୍ରୁଟର୍‌ସ ଖାଇଥାନ୍ତି। ଏହାବ୍ୟତୀତ କାଜୁକୁ ତରକାରି ଓ ମିଠା ପ୍ରସ୍ତୁତିରେ…

ନିତି ଏହି ଜୁସ୍‌ରୁ ଅଧାକପ୍‌ ରଖେ ହାର୍ଟ ଆଟାକ୍‌ରୁ ଦୂରେଇ…

ସକାଳେ ଅଧାକପ୍‌ ତରଭୁଜ ଜୁସ୍‌ ପିଇଲେ ଅନେକ ଲାଭ ମିଳିଥାଏ। ଏଥିରେ ଓମେଗା ୩ ଏସିଡ୍‌ ପ୍ରଚୁର ପରିମାଣରେ ରହିଥାଏ। ଏହି ଜୁସ୍‌କୁ ନିୟମିତ ପିଇଲେ ହାର୍ଟ…

ଜନସେବା କେନ୍ଦ୍ରକୁ ତାଗିଦ: ନିର୍ଦ୍ଧାରିତ ଦରଠାରୁ ଅଧିକ ନେଲେ କାର୍ଯ୍ୟାନୁଷ୍ଠାନ

ଚନ୍ଦ୍ରଗିରି,୩୦।୭(ଡି.ଏନ୍‌.ଏ.): ବାରମ୍ବାର ସରକାରୀ ଦପ୍ତରକୁ ନଯାଇ ସହଜରେ ଏବଂ କମ୍‌ ଖର୍ଚ୍ଚରେ କିପରି ବିଭିନ୍ନ ସରକାରୀ ପ୍ରମାଣପତ୍ର ପାଇପାରିବେ ସେ ନେଇ ବିଭିନ୍ନ ସ୍ଥାନରେ ଜନସେବା କେନ୍ଦ୍ର…

କାଦୁଅ କରିବା, ଗଜାଧାନ ବୁଣା ଯନ୍ତ୍ରର କ୍ଷେତ୍ର ପ୍ରଦର୍ଶନ

ସୋରଡ଼ା,୩୦ା୭(ଡି.ଏନ.ଏ.)-ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ପଶୁ ଶକ୍ତିର ସଦୁପଯୋଗ ସମ୍ବନ୍ଧୀୟ ସର୍ବଭାରତୀୟ ସଂଯୋଜିତ ଗବେଷଣା ପ୍ରକଳ୍ପ, ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର, ଗଞ୍ଜାମ ଓ…

ଅନାବୃଷ୍ଟି ଯୋଗୁ ଚାଷ କାର୍ଯ୍ୟରେ ବ୍ୟାଘାତ, କାଦୋଦର ଗ୍ରାମରେ ବର୍ଷା ପାଇଁ ଇନ୍ଦ୍ରପୂଜା, ହୋମଯଜ୍ଞ

ଅମରପାଲି,୩୦ା୭(ଡ଼ି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ଗ୍ରାମରେ ବର୍ଷା ପାଇଁ ଇନ୍ଦ୍ରପୂଜା ଓ ହୋମଯଜ୍ଞ କରାଯାଇଛି। ଚଳିତବର୍ଷ ବିଳମ୍ବ ବର୍ଷା ସହିତ ଅନାବୃଷ୍ଟି ଯୋଗୁ…

କଳାହାଣ୍ଡି ପୋଲିସ ତରଫରୁ ‘ପରୀ-୩’ କାର୍ଯ୍ୟକ୍ରମ ଶୁଭାରମ୍ଭ, ନିଖୋଜ ନାବାଳକନାବାଳିକାଙ୍କୁ ଉଦ୍ଧାର କରାଯିବ

ଭବାନୀପାଟଣା,୩୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲାର ବିଭିନ୍ନ ଥାନା ଅଞ୍ଚଳରୁ ନିଖୋଜ ହୋଇଯାଇଥିବା ନାବାଳିକା ନାବାଳକ ଏବଂ ବିଭିନ୍ନ ଦୋକାନ ବଜାର, କାମ କରୁଥିବା ନାବାଳିକାନାବାଳକଙ୍କୁ ଉଦ୍ଧାର କରିବା ସହିତ…

ବର୍ଷାରେ ଭୁଶୁଡିଲା ପୋଲ, ଯାତାୟାତ ବାଧାପ୍ରାପ୍ତ: ଯୋଗାଯୋଗରୁ ବିଚ୍ଛିନ୍ନ କଛାରପଡାବାସୀ

ଜୁନାଗଡ,୩୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ଗତ ରବିବାର, ସୋମବାର ୨ ଦିନ ଧରି ଲଗାଣ ବର୍ଷାରେ ଚାରିଆଡେ ଜଳମଗ୍ନ ହୋଇଥିଲା। ଏଥିଯୋଗୁ ନାଳ(ଯୋର), ନଦୀରେ ଜଳସ୍ତର…

ମରୁଡି ଘୋଷଣା ଦାବି, ବୋଡେନ ବ୍ଲକ ଭାଜପାର ତହସିଲ ଅଫିସ ଘେରାଉ

ନୂଆପଡା ଅଫିସ/ବୋଡେନ,୩୦ା୭: ନୂଆପଡା ଜିଲା ପ୍ରତିବର୍ଷ ମରୁଡି କବଳିତ ହେଉଥିବାବେଳେ ଏଠାରେ ଚାଷୀଙ୍କ ଗୁହାରି ଶୁଣିବାକୁ କର୍ତ୍ତୃପକ୍ଷ ହେଳା କରୁଥିବା ଅଭିଯୋଗ କରି ବୋଡେନ ବ୍ଲକ ଭାଜପା…

ବଳାତ୍କାର ଅଭିଯୋଗ: ଫୁଟବଲ ସୁପରଷ୍ଟାର ନେମାରଙ୍କ ବିରୋଧରେ ତଦନ୍ତ ଶେଷ

ସାଓ ପାଉଲୋ,୩୦।୭(ଏଏଫ୍‌ପି)- ବ୍ରାଜିଲ ଫୁଟବଲ ସୁପରଷ୍ଟାର ନେମାରଙ୍କ ବିରୋଧରେ ଆସିଥିବା ବଳାତ୍କାର ଅଭିଯୋଗର ତଦନ୍ତ ଶେଷ ହୋଇଛି। ପ୍ରମାଣ ଅଭାବରୁ ବ୍ରାଜିଲ ପୋଲିସ ତଦନ୍ତ ଆଗକୁ ନ…

କେଳୁଣୀ ମୁହାଁଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତରେ ୪ଫୁଟର ପାଣି

କାକଟପୁର, ୩୦।୭(ଡି.ଏନ୍‌.ଏ.)-ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଁଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ ଓ…