ଅନାବୃଷ୍ଟି ଯୋଗୁ ଚାଷ କାର୍ଯ୍ୟରେ ବ୍ୟାଘାତ, କାଦୋଦର ଗ୍ରାମରେ ବର୍ଷା ପାଇଁ ଇନ୍ଦ୍ରପୂଜା, ହୋମଯଜ୍ଞ

ଅମରପାଲି,୩୦ା୭(ଡ଼ି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ଗ୍ରାମରେ ବର୍ଷା ପାଇଁ ଇନ୍ଦ୍ରପୂଜା ଓ ହୋମଯଜ୍ଞ କରାଯାଇଛି। ଚଳିତବର୍ଷ ବିଳମ୍ବ ବର୍ଷା ସହିତ ଅନାବୃଷ୍ଟି ଯୋଗୁ…

କଳାହାଣ୍ଡି ପୋଲିସ ତରଫରୁ ‘ପରୀ-୩’ କାର୍ଯ୍ୟକ୍ରମ ଶୁଭାରମ୍ଭ, ନିଖୋଜ ନାବାଳକନାବାଳିକାଙ୍କୁ ଉଦ୍ଧାର କରାଯିବ

ଭବାନୀପାଟଣା,୩୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲାର ବିଭିନ୍ନ ଥାନା ଅଞ୍ଚଳରୁ ନିଖୋଜ ହୋଇଯାଇଥିବା ନାବାଳିକା ନାବାଳକ ଏବଂ ବିଭିନ୍ନ ଦୋକାନ ବଜାର, କାମ କରୁଥିବା ନାବାଳିକାନାବାଳକଙ୍କୁ ଉଦ୍ଧାର କରିବା ସହିତ…

ବର୍ଷାରେ ଭୁଶୁଡିଲା ପୋଲ, ଯାତାୟାତ ବାଧାପ୍ରାପ୍ତ: ଯୋଗାଯୋଗରୁ ବିଚ୍ଛିନ୍ନ କଛାରପଡାବାସୀ

ଜୁନାଗଡ,୩୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ଗତ ରବିବାର, ସୋମବାର ୨ ଦିନ ଧରି ଲଗାଣ ବର୍ଷାରେ ଚାରିଆଡେ ଜଳମଗ୍ନ ହୋଇଥିଲା। ଏଥିଯୋଗୁ ନାଳ(ଯୋର), ନଦୀରେ ଜଳସ୍ତର…

ମରୁଡି ଘୋଷଣା ଦାବି, ବୋଡେନ ବ୍ଲକ ଭାଜପାର ତହସିଲ ଅଫିସ ଘେରାଉ

ନୂଆପଡା ଅଫିସ/ବୋଡେନ,୩୦ା୭: ନୂଆପଡା ଜିଲା ପ୍ରତିବର୍ଷ ମରୁଡି କବଳିତ ହେଉଥିବାବେଳେ ଏଠାରେ ଚାଷୀଙ୍କ ଗୁହାରି ଶୁଣିବାକୁ କର୍ତ୍ତୃପକ୍ଷ ହେଳା କରୁଥିବା ଅଭିଯୋଗ କରି ବୋଡେନ ବ୍ଲକ ଭାଜପା…

ବଳାତ୍କାର ଅଭିଯୋଗ: ଫୁଟବଲ ସୁପରଷ୍ଟାର ନେମାରଙ୍କ ବିରୋଧରେ ତଦନ୍ତ ଶେଷ

ସାଓ ପାଉଲୋ,୩୦।୭(ଏଏଫ୍‌ପି)- ବ୍ରାଜିଲ ଫୁଟବଲ ସୁପରଷ୍ଟାର ନେମାରଙ୍କ ବିରୋଧରେ ଆସିଥିବା ବଳାତ୍କାର ଅଭିଯୋଗର ତଦନ୍ତ ଶେଷ ହୋଇଛି। ପ୍ରମାଣ ଅଭାବରୁ ବ୍ରାଜିଲ ପୋଲିସ ତଦନ୍ତ ଆଗକୁ ନ…

କେଳୁଣୀ ମୁହାଁଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତରେ ୪ଫୁଟର ପାଣି

କାକଟପୁର, ୩୦।୭(ଡି.ଏନ୍‌.ଏ.)-ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଁଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ ଓ…

କୋହଲି, ଚୟନକର୍ତ୍ତାଙ୍କୁ ନେଇ ଗାଭାସ୍କରଙ୍କ ସହ ମଞ୍ଜରେକରଙ୍କ ଅସହମତି

ନୂଆଦିଲ୍ଲୀ,୩୦।୭(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଚୟନକର୍ତ୍ତାଙ୍କୁ ନେଇ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଓ ପୂର୍ବତନ ବ୍ୟାଟ୍ସମ୍ୟାନ ସଞ୍ଜୟ ମଞ୍ଜରେକର ଭିନ୍ନ ମତ ପୋଷଣ…

ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ସମୀକ୍ଷା, ଢେଙ୍କାନାଳ ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ

ଢେଙ୍କାନାଳ ଅଫିସ, ୩୦।୭-ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ସୋମବାର ଶିକ୍ଷା ବ୍ୟବସ୍ଥା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା…

କାମାକ୍ଷାନଗର କଲେଜରେ ଆରମ୍ଭ ହେବ ଇଗ୍ନୋ ପାଠ୍ୟକ୍ରମ

କାମାକ୍ଷାନଗର, ୩୦।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର କଲେଜରେ ଆରମ୍ଭ ହୋଇଥିବା ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହେବ ଶିକ୍ଷାଦାନ। ଏ…

ସାପ କାମୁଡାରେ ଜୀବନ ଗଲା

ଯୋଡ଼ା, ୩୦।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କୀତାବେଡାଠାରେ ସାପ କାମୁଡାରେ ଲୋଚନ ପଲେଇ(୫୮)ଙ୍କର ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ରବିବାର ପୂର୍ବାହ୍ନରେ ଲୋଚନ ଚାଷ…