ଧାରଣାରେ ବସିଲେ ଉନ୍ନାଓ ପୀଡିତାଙ୍କ ପରିବାର

ଲକ୍ଷ୍ନୌ,୩୦।୭: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣାକୁ ନେଇ ବେଳକୁ ବେଳ ପରିସ୍ଥିତି ଜଟିଳ ହେବାରେ ଲାଗିଛି। ଏହି ମାମଲାରେ ସୋମବାର ଭାଜପା ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କ…

ଓ୍ବିପ୍ରୋର ନୂଆ ଅଧ୍ୟକ୍ଷ ହେବେ ରିଶଦ୍‌ ପ୍ରେମ୍‌ଜୀ: ଅଜୀମ୍‌ ପ୍ରେମ୍‌ଜୀ ନେବେ ଅବସର

ନୂଆଦିଲ୍ଲୀ,୩୦।୭: ଆଇଟି କମ୍ପାନୀ ଓ୍ବିପ୍ରୋର ନୂତନ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଅଜୀମ୍‌ ପ୍ରେମ୍‌ଜୀଙ୍କ ପୁଅ ରିଶଦ୍‌ ପ୍ରେମ୍‌ଜୀ ଦାୟିତ୍ୱ ଗ୍ରହଣ କରିବେ। ମଙ୍ଗଳବାର ୭୩…

ବାଟହୁଡ଼ା ଉଜ୍ଜ୍ୱଳା ଯୋଜନା: ମିଳୁନି ଏଲ୍‌ଇଡି ବଲ୍‌ବ: କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ସବୁ ଘରକୁ ବିଦ୍ୟୁତ୍‌ ସଂଯୋଗ ସହ ଏଲଇଡି ବଲ୍‌ବ। ଘର ପିଛା ୧୦ ଏଲ୍‌ଇଡି ବଜାର ମୂଲ୍ୟଠାରୁ ଅଧା ଦାମରେ ମିଳିବ। କେନ୍ଦ୍ର ସରକାରଙ୍କ ଉଜ୍ଜ୍ୱଳା…

ଉଦିତ ନାରାୟଣନଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ, ୩୦।୭: ବଲିଉଡ ସିଙ୍ଗର ଉଦିତ ନାରାୟଣଙ୍କୁ ହତ୍ୟା ଧମକ ଦିଆଯାଇଛି। ଏନେଇ ସେ ପୋଲିସ୍‌ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ମୁତାବକ, କେହି ଜଣେ ଅଜ୍ଞାତ ବ୍ୟକ୍ତି…

ବିଏସ୍‌ସିଏଲ୍‌ ପାଇଲା ସାଣ୍ଡଭିକ୍‌ ଇଣ୍ଡିଆ ଜେଣ୍ଡର ଆଓ୍ବାର୍ଡ

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ(ବିଏସ୍‌ସିଏଲ୍‌)ର ସ୍ମାର୍ଟ ସାମାଜିକ ପ୍ରକଳ୍ପ ସାଣ୍ଡଭିକ୍‌ ଇଣ୍ଡିଆ ଜେଣ୍ଡର ଆଓ୍ବାର୍ଡ ୨୦୧୯ର ତୃତୀୟ ସଂସ୍କରଣର ବିଜେତା ହୋଇଛି। ଗତ ଶନିବାର ପୁଣେଠାରେ…

ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ ଭାବେ ଦେଖିବାକୁ ଚାହୁଁ ନାହାଁନ୍ତି ରାହୁଲ

ନୂଆଦିଲ୍ଲୀ,୩୦।୭: ଏବେ କଂଗ୍ରେସର ଅଧ୍ୟକ୍ଷ ପଦ ଖାଲି ପଡିଥିବା ବେଳେ ଏହାକୁ ନେଇ ଚାଲିଛି ଅଙ୍କକଷା। ହେଲେ ଏହା ଛିଡି ପାରୁ ନାହିଁ। ଗୋଟିଏ ଦିନ ପୂର୍ବରୁ…

ପୃଥିବୀର ୧୦ ସହରରେ ଜଳ ସଙ୍କଟ: ଆଗାମୀ ଦିନରେ ନିତି ଗାଧୋଇବା ହେବ ଅସମ୍ଭବ; ତାଲିକାରେ ଭାରତର ବେଙ୍ଗାଲୁରୁ

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୦।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ୧୦ଟି ସହରରେ ଜଳ ସଙ୍କଟ ଦେଖାଦେଇଛି। ଏହାର ଶୀଘ୍ର ନିରାକରଣ କରା ନ ଗଲେ ପରିସ୍ଥିତି ଅଣାୟତ ହେବ ବୋଲି…

ଖୁବ୍‌ଶୀଘ୍ର ସେବାୟତଙ୍କୁ ପରିଚୟପତ୍ର

ପୁରୀ ଅଫିସ, ୩୦।୭: ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ବେଳେ ସେବକ ଏବଂ କର୍ମଚାରୀଙ୍କୁ ପରିଚୟପତ୍ର ପ୍ରଦାନ ପାଇଁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କିପରି କାର୍ଯ୍ୟକାରୀ…

ଆମ୍ରିରେ ସିୟର ଓ୍ବେଭ ଇଲାଷ୍ଟୋଗ୍ରାଫି ଚିକିତ୍ସା ସୁବିଧା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଆମ୍ରି ହସ୍ପିଟାଲ୍ସ ଭୁବନେଶ୍ୱର ପକ୍ଷରୁ ସିୟର ଓ୍ବେଭ ଇଲାଷ୍ଟୋଗ୍ରାଫି ଚିକିତ୍ସା ସୁବିଧା ଶୁଭାରମ୍ଭ ହୋଇଛି। ଏହି ନୂଆ ଫାସିଲିଟି ଦ୍ୱାରା ହସ୍ପିଟାଲ ପରିସରରେ ଏକ ସୁପର…

ସନ୍ଧାନୀ କୁକୁରକୁ ଦିଆଗଲା ତୋପ ସଲାମି

ତ୍ରିଶୁର,୩୦।୭: କେରଳ ପୋଲିସର ସନ୍ଧାନୀ କୁକୁର ଥାନ୍ଦେରକୁ ମିଳିଛି ତୋପ ସଲାମି ବା ଷ୍ଟେଟ ଅନର। ଅସୁସ୍ଥ ଥିବା ଥାନ୍ଦେରର ସୋମବାର ମୃତ୍ୟୁ ହୋଇଥିଲା। ଏହାପରେ ତା’ର…