ମରାଠା କୋଟା ଆଇନ : ଜରୁରୀ ଶୁଣାଣି ଆବେଦନରବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ମରାଠା ସମ୍ପ୍ରଦାୟକୁ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ସଂରକ୍ଷଣ ସୁବିଧା ଦେଇଥିବା ମହାରାଷ୍ଟ୍ର ଆଇନର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା ବେଳେ ମାମଲାର ଜରୁରୀ ଶୁଣାଣି…

ଗୁପ୍ତ ତଥ୍ୟ ପ୍ରଘଟ ଅଭିଯୋଗ: ଇଞ୍ଜିନିୟରଙ୍କ ଜାମିନ ଆବେଦନ ଖାରଜ

ନାଗପୁର,୩୦ା୭(ପି.ଟି.): ବ୍ରହ୍ମୋସ୍‌ ଏରୋସ୍ପେସ୍‌ ଇଞ୍ଜିନିୟର ନିଶାନ୍ତ ଅଗ୍ରଓ୍ବାଲ୍‌ଙ୍କ ଜାମିନ ଆବେଦନକୁ ସ୍ଥାନୀୟ ସେସନ୍ସ ଅଦାଲତ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ନିଶାନ୍ତ ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇକୁ କିଛି ସମ୍ବେଦନଶୀଳ…

ଜେଲ୍‌ରେ ଦଙ୍ଗା: ୫୨ ମୃତ

ରିଓ ଡି ଜେନିରୋ,୩୦ା୭(ଏଏଫ୍‌ପି): ଉତ୍ତର ବ୍ରାଜିଲ୍‌ର ଏକ କାରାଗାରରେ ଦୁଇ ବିଦ୍ରୋହୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁ ଅନୂ୍ୟନ ୫୨ କଏଦୀଙ୍କ ପ୍ରାଣହାନି ଘଟିଛି। ତିନି ମାସ…

ମେଡିକାଲ କମିଶନ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ଜାତୀୟ ମେଡିକାଲ କମିଶନ ବିଲ୍‌ ସୋମବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ଭାରତର ମେଡିକାଲ କାଉନ୍‌ସିଲ (ଏମ୍‌ସିଆଇ) ବଦଳରେ ଏକ ନୂଆ ଅନୁଷ୍ଠାନ ଗଠନ ଲାଗି ଏହି…

ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା

ପୁରୀ ଅଫିସ, ୩୦।୭: ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା…

ମୁକୁଲ ରାୟଙ୍କ ବିରୋଧରେ ଗିରଫ ପରଓ୍ବାନା

କୋଲକାତା,୩୦ା୭(ପି.ଟି.)-ବୁରାବଜାର ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କଠାରୁ ଜବତ ୧୯ ଲକ୍ଷ ଟଙ୍କା ସହ ଭାଜପା ନେତା ମୁକୁଲ ରୟ ସମ୍ପୃକ୍ତ ଥିବା ଅଭିଯୋଗରେ କୋଲକାତାର ଏକ ଅଦାଲତ ସୋମବାର…

ଗଁ। ର ନାଁ ‘ବୈତରଣୀ’

କେନ୍ଦୁଝର, ୩୦ା୭(ଡି.ଏନ.ଏ.)-କେନ୍ଦୁଝର ଜିଲାର ବାଂଶପାଳ ବ୍ଲକ ଅନ୍ତର୍ଗତ ଗୋନାସିକାର ଗୁପ୍ତଗଙ୍ଗାରୁ ବାହାରିଥିବା ପୁଣ୍ୟତୋୟା ବୈତରଣୀ ନିମ୍ନକୁ ପ୍ରବାହିତ ହୋଇ ବଙ୍ଗୋପସାଗରରେ ମିଶିଛି। ସାଳନ୍ଦୀ ଏହାର ମୁଖ୍ୟ ଉପନଦୀ।…

ଭିତ୍ତିଭୂମି ଅଭାବରୁ ଶ୍ରୀହୀନ ଶିକ୍ଷାନୁଷ୍ଠାନ

ଧାମନଗର ୩୦।୭(ଡି.ଏନ.ଏ.)- ପ୍ରାଥମିକ ଶିକ୍ଷାକୁ ମୌଳିକ ଅଧିକାରଭୁକ୍ତ କରାଯାଇଥିଲେ ବି ଭିତ୍ତିଭୂମି ଅଭାବରୁ ଗ୍ରାମାଞ୍ଚଳର ଅନେକ ଶିକ୍ଷାନୁଷ୍ଠାନ ଥାଇ ନ ଥିଲା ପରି ଚାଲିଛି। ଗରିବ ଅଭିଭାବକମାନେ…

ଅଗୁସ୍ତା ହେଲିକପ୍ଟର ଦୁର୍ନୀତି: କମଳନାଥଙ୍କ ପୁତୁରା ନେଇଥିଲେ ଲାଞ୍ଚ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ଅଗୁସ୍ତା ଓ୍ବେଷ୍ଟଲ୍ୟାଣ୍ଡ ହେଲିକପ୍ଟର କିଣା ଚୁକ୍ତିନାମାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କୁ ଉତ୍କୋଚ ମିଳିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀ କୋର୍ଟଙ୍କୁ ଜଣାଇଛି। ସ୍ବତନ୍ତ୍ର…

ଆଉ ଜାଲରେ ପଡୁନାହାନ୍ତି ଇଲିଶି

ଭୋଗରାଇ, ୩୦।୭(ପ୍ରଦୀପ ଦାସ)-ଆଷାଢରୁ ଭାଦ୍ରବ ମାସ ଯାଏ ସୁବର୍ଣ୍ଣରେଖା ମୁହାଣରୁ ପ୍ରଚୁର ଇଲିଶି ମାଛ ଧରାଯାଇଥାଏ। ବାଲେଶ୍ୱର ଜିଲା ସମୁଦ୍ର ଉପକୂଳବର୍ତ୍ତୀ ମତ୍ସ୍ୟଜୀବୀ ଏହି ମାଛ ଧରି…