ସୂର୍ଯ୍ୟୋଦୟରୁ ରାତି ୯ ଯାଏ ଖୋଲାରହିବ ଦେଶର ୧୦ କୀର୍ତ୍ତିରାଜି: ତାଲିକାରେ ଭୁବନେଶ୍ୱରର ରାଜାରାଣୀ ମନ୍ଦିର

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଦେଶର ୧୦ ପ୍ରମୁଖ ଐତିହାସିକ କୀର୍ତ୍ତିରାଜିକୁ ସୂର୍ଯ୍ୟୋଦୟଠାରୁ ରାତି ୯ଟା ପର୍ଯ୍ୟନ୍ତ ଜନସାଧାରଣଙ୍କ ପାଇଁ ଖୋଲା ରଖିବାକୁ ଘୋଷଣା କରିଛି କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ। କେନ୍ଦ୍ର…

ଧାନ ରୋଇଲେ ଜିଲାପାଳ

ଛତ୍ରପୁର,୩୦ା୭(ଡି.ଏନ.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ପୂର୍ବାହ୍ନରେ ଖଲ୍ଲିକୋଟ ବ୍ଲକ ମଥୁରା ପଞ୍ଚାୟତ ଅଧିନ ଭରସା ଗଁାରେ ଥିବା ଜମିରେ ଧାନ ଗଛ ରୋଇଛନ୍ତି।…

୬ଦିନ ବର୍ଷିବ, ୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୩୦ା୭(ବ୍ୟୁରୋ): ଟ୍ରପ୍‌ ଲାଇନ, ଘୂର୍ଣ୍ଣି ବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିଛି। ଗତ ଦୁଇତିନି ଦିନ ହେଲା ଲଗାଣ…

ସଚିବାଳୟ ହେବ ଲୋକସେବା ଭବନ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଶା ସଚିବାଳୟର ନାଁ ବଦଳିବ। ଏହାର ନୂତନ ନାମ ରହିବ ଓଡ଼ିଶା ଲୋକସେବା ଭବନ। ସୋମବାର ବିଧାନସଭାରେ ଗୃହ ବିଭାଗ ଏବଂ ସାଧାରଣ ପ୍ରଶାସନ ଓ…

ରୋଟାରୀ କ୍ଲବର ୩୦ତମ ଅଧିଷ୍ଠାନ ଦିବସ: ସେବା ମନୋଭାବ ରୋଟାରିଆନ୍‌ଙ୍କ ପରିଚୟ ହେଉ

ନୟାଗଡ଼ ଅଫିସ,୩୦।୭- ଭ୍ରାତୃତ୍ୱ, ବନ୍ଧୁତ୍ୱ, ଭାଇଚାରା ଏବଂ ନିଃସ୍ବାର୍ଥପର ସେବା ରୋଟାରିଆନ୍‌ମାନଙ୍କ ନିଜସ୍ବ ପରିଚୟ ହେଉ। ସମାଜରେ ଅନ୍ୟସବୁ କିଛି କାର୍ଯ୍ୟ ପାଇଁ ଲୋକେ ଆଗ୍ରହ ଦେଖାଉଥିବା…

କୃଷ୍ଣପ୍ରସାଦରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗ: ବୃଦ୍ଧି ପାଉଛି ଅସାମାଜିକ କାର୍ଯ୍ୟ, ନିଷ୍କ୍ରିୟ ପୋଲିସ

କୃଷ୍ଣପ୍ରସାଦ,୩୦ା୭(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ଥାନା ଅଞ୍ଚଳରେ ଗତ କିଛିମାସ ହେବ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏଠାରେ ଦିନକୁ ଦିନ ବେଆଇନ ନିଶା…

ଏସ୍‌ବିଆଇ ଜମା ସୁଧ ହାର ହ୍ରାସ

ନୂଆଦିଲ୍ଲୀ,୩୦-୭: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିଆଇ ଜମା ଉପରେ ସୁଧ ହାର ହ୍ରାସ ଘୋଷଣା କରିଛି। ସୋମବାର ବ୍ୟାଙ୍କ ପକ୍ଷରୁ ଏକ ବିବୃତି ଜାରି କରି କୁହାଯାଇଛି…

ଷ୍ଟକ୍‌ ମାର୍କେଟକୁ ଆସିବ ଏଲ୍‌ଆଇସି

ନୂଆଦିଲ୍ଲୀ,୩୦-୭: ମୋଦି ସରକାର ଦେଶର ସର୍ବବୃହତ ଜୀବନ ବୀମା କମ୍ପାନୀ(ଏଲ୍‌ଆଇସି)କୁ ଷ୍ଟକ୍‌ ମାର୍କେଟରେ ତାଲିକାଭୁକ୍ତ କରିବାକୁ ଯୋଜନା କରୁଛନ୍ତି। ଚଳିତ ଆର୍ଥିକ ବର୍ଷରେ ପୁଞ୍ଜିପ୍ରତ୍ୟାହାରରୁ ଅଧିକ ମାତ୍ରାରେ…

ଶୁକ୍ରବାର ସୁପ୍ରିମକୋର୍ଟରେ ମାଲ୍ୟା ମାମଲାର ଶୁଣାଣି

ନୂଆଦିଲ୍ଲୀ,୩୦-୭: ସମ୍ପତ୍ତି ବାଜ୍ୟାପ୍ତ କରିବା ଉପରେ ରହିତାଦେଶ ଜାରି କରିବା ଲକ୍ଷ୍ୟରେ ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଆଗତ ମାମଲାର ଶୁଣାଣି ଆସନ୍ତା ଶୁକ୍ରବାର…

ଛଟେଇ ହେବେ ୩ଲକ୍ଷ ଅପାରଗ ରେଲଓ୍ବେ କର୍ମଚାରୀ

ନୂଆଦିଲ୍ଲୀ,୨୨-୭: କାମରେ ଫାଙ୍କୁଥିବା ଅଥବା ଅପାରଗ ରେଲଓ୍ବେ କର୍ମଚାରୀ ବିଦା ହେବେ। ଜୋନାଲ ଅଫିସ୍‌କୁ ଏଭଳି କର୍ମଚାରୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ରେଲଓ୍ବେ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ…