ପଡ଼ିଆ ପଡ଼ିଛି ଚାଷଜମି: ବର୍ଷା ପାଇଁ କଟଙ୍ଗପାଣି ପଞ୍ଚାୟତରେ ଇନ୍ଦ୍ରପୂଜା

ଜମନକିରା, ୨୯ା୭ (ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ କଟଙ୍ଗପାଣି ପଞ୍ଚାୟତରେ ସୋମବାର ଜଳ ବର୍ଷା ପାଇଁ ସ୍ଥାନୀୟ ଭୂତେଲ ଟୁଙ୍ଗରୀଠାରେ ୫ ଗାଁର ଗ୍ରାମବାସୀ ମିଶି…

ଆମ୍ବବାଗାନ ଅଞ୍ଚଳରୁ ଚୋରି: ଘର ତାଲା ଭାଙ୍ଗି ଟଙ୍କା, ମୋବାଇଲ ନେଇଗଲେ, ପୋଲିସର ତଦନ୍ତ ଆରମ୍ଭ

ଯୋଡ଼ା,୨୯।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ୨ ନଂ ଓ୍ବାର୍ଡ ଆମ୍ବବାଗାନ ଅଞ୍ଚଳର ରୁଦ୍ର ନାରାୟଣ ପ୍ରଧାନଙ୍କ ଘରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଏ…

ଶ୍ରାବଣ ମାସର ଦ୍ୱିତୀୟ ସୋମବାର: ବୈତରଣୀରୁ ଜଳ ନେଇ ଶୈବପୀଠରେ ଲାଗିକଲେ ଭକ୍ତ

ଆନନ୍ଦପୁର,୨୯। ୭(ସ୍ବ.ପ୍ର.)- ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର। ଏହି ଉପଲକ୍ଷେ ସକାଳୁ ବିଭିନ୍ନ ଅଞ୍ଚଳରୁ ଶୈବଭକ୍ତମାନେ ଆନନ୍ଦପୁରର ପବିତ୍ର ପୁର୍ଣ୍ଣତ୍ୱୟା ବୈତରଣୀରୁ ଜଳ ନେଇ ଶୈବ…

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଆଖି ବୁଜିଲେ ୧୫ ଦିନର ଶିଶୁ

ଶ୍ରୀନଗର,୨୯।୭: ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ସୀମାରେ ଥିବା ଲୋକେ ବିନା ଦୋଷରେ ଜୀବନ ହାରୁଛନ୍ତି। ରବିବାର ବିଳମ୍ବିତ ରାତିରେ ପାକିସ୍ତାନ ପକ୍ଷରୁ ମୋର୍ଟାର…

ବିଶ୍ୱ ଚାମ୍ପିୟନଶିପ ସନ୍ତରଣକାରୀ ଗିରଫ

ଗ୍ବାଙ୍ଗଜୁ (ଦକ୍ଷିଣ କୋରିଆ),୨୯।୭(ଏଏଫ୍‌ପି)- ହଙ୍ଗେରି ସନ୍ତରଣକାରୀ ତାମସ କେଣ୍ଡରସି ବିଶ୍ୱ ଚାମ୍ପିୟନଶିପ ବେଳେ ଏକ ନାଇଟ୍‌ କ୍ଲବ ଡ୍ୟାନ୍ସରଙ୍କୁ ଛୁଇଁବା କାରଣରୁ ଗିରଫ ହୋଇଛନ୍ତି। ତାଙ୍କ ବିରୋଧରେ…

ଦେଓଘର ପହଞ୍ଚି ବାବା ବୈଦନାଥଙ୍କୁ ଦର୍ଶନ କଲେ ତେଜ ପ୍ରତାପ

ରାଞ୍ଚି,୨୯।୭: ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଝାଡ଼ଖଣ୍ଡର ଦେଓଘରରେ ଥିବା ବାବା ବୈଦନାଥ ମନ୍ଦିରରେ ଶ୍ରଦ୍ଧାଳୁମାନେ ପୂଜାର୍ଚ୍ଚନା କରିଛନ୍ତି। ଏହି କ୍ରମରେ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ମୁଖ୍ୟ…

ଭାଜପାକୁ ଟାର୍ଗେଟ କଲେ ମମତା

କୋଲକାତା,୨୯।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନ ପ୍ରକ୍ରିୟାରେ ସୁଧାର ଆଣିବାକୁ ଚେଷ୍ଟା କରୁଛନ୍ତି। ଏଥିପାଇଁ ସେ ସୋମବାର କହିଛନ୍ତି କି ସବୁ ରାଜନୈତୀକ ଦଳ ଭାଜପା…

ବାଧାଦୌଡ଼ ବିଶ୍ୱ ରେକର୍ଡ ଭାଙ୍ଗିଲେ ମହମ୍ମଦ

ଡେସ ମୋଇନେସ(ଆମେରିକା),୨୯।୭(ଏଏଫ୍‌ପି)- ଅଲିମ୍ପିକ୍‌ ଚାମ୍ପିୟନ ଦାଲିଲା ମହମ୍ମଦ ଦୀର୍ଘଦିନ ହେଲା ତିଷ୍ଠି ରହିଥିବା ରେକର୍ଡ ଭଙ୍ଗ କରିଛନ୍ତି। ୟୁଏସ୍‌ ଚାମ୍ପିୟନଶିପ ୪୦୦ ମିଟର ମହିଳା ବାଧାଦୌଡ଼ ଇଭେଣ୍ଟରେ…

ଯାଜପୁର ରୋଡ୍‌ ପୋଲିସର ଚଢ଼ାଉ: ୫ କିଗ୍ରା ଗଞ୍ଜେଇ ଜବତ, ୨ ଗିରଫ

ଯାଜପୁର ରୋଡ,୨୯।୭(ନି.ପ୍ର.): ଯାଜପୁର ରୋଡ ପୋଲିସ ସୋମବାର ସ୍ଥାନୀୟ ଗୋପବନ୍ଧୁ ଛକରେ ଥିବା ଏକ ପାନ ଦେକାନ ଉପରେ ଚଢ଼ାଉ କରି ୫ କିଗ୍ରା ଗଞ୍ଜେଇ ଜବତ…

‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ଗୃହରେ ଉଦ୍‌ବେଗ: କୁମ୍ଭକାରଙ୍କ ଦୁରାବସ୍ଥା ସୁଧାରିବାକୁ ମହାରଥୀଙ୍କ ଅନୁରୋଧ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଚଳିତ ମାସ ୨୮ ତାରିଖରେ ଧରିତ୍ରୀରେ ପ୍ରକାଶିତ ହୋଇଥିବା ‘ଶ୍ରୀମନ୍ଦିରରେ କୁଡ଼ୁଆ ସଙ୍କଟ, ଫନୀ ପରଠୁ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର’ ଶୀର୍ଷକ ଖବରକୁ ନେଇ…