ପିଲା ଚୋରି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ପିଟିପିଟି ମାରିଦେଲେ ଲୋକେ

କୋଲକାତା,୨୯।୭: ଦେଶରେ ଦିନକୁ ଦିନ ଭିଡ଼ ହିଂସା ବୃଦ୍ଧି ପାଇବାରେ ଲାଗିଛି। ଲୋକମାନଙ୍କ ଭିତରେ ସଚେତନତା ଅଭାବରୁ ଏଭଳି ଘଟଣା ଘଟିବାରେ ଲାଗିଛି। ଏହି କ୍ରମରେ ପଶ୍ଚିମ…

୧୫୦ ବର୍ଷ ପୁରୁଣା ବରଗଛର ରହିଛି ୨ ଶହ ଶାଖା: ଇଂରେଜ ଏଠାରେ କରୁଥିଲେ ନୀଳ ଚାଷ

ପାଟନା,୨୯।୭: ବିହାର ଗୋପାଳଗଞ୍ଜରେ ରହିଛି ୧୫୦ ବର୍ଷ ପୁରୁଣା ବରଗଛ। ଏହାର ୨ ଶହ ଶାଖା ରହିଛି। ବରଗଛ ଏକ ବିଘା ଅର୍ଥାତ୍‌ ୧୪ ହଜାର ୪ଶହ…

କେବିସିରେ ଜିତିଥିଲେ ୫ କୋଟି, ଏବେ ଗୋଟିଏ ବର୍ଷରେ ୭୦ ହଜାର ଗଛ ଲଗାଇ ଚର୍ଚ୍ଚାରେ ସୁଶୀଲ

ବମ୍ବେ: ବର୍ତ୍ତମାନ ସମୟରେ ପରିବେଶ ପ୍ରଦୂଷଣ ମୁଖ୍ୟ ସମସ୍ୟାରେ ପରିଗଣିତ ହେଲାଣି। ଏହାକୁ ରୋକିବା ନିମନ୍ତେ ବୃକ୍ଷ ରୋପଣ କରିବା ଆବଶ୍ୟକ। ତେବେ ଅନେକ ସଚେତନ ନାଗରିକ…

ପ୍ରବଳ ବର୍ଷା ଯୋଗୁ ଭାସିଗଲା ପିକ୍‌ଅପ୍‌ ଭ୍ୟାନ୍‌

ଜୟପୁର,୨୯।୭(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ମାଳଦା ପଞ୍ଚାୟତ କେଲାରୀ ରୋଡ୍‌ରେ ପ୍ରବଳ ବର୍ଷା ଯୋଗୁ ସୋମବାର ସକାଳେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭାସିଯାଇଛି। ଗ୍ରାମବାସୀଙ୍କ…

ଗୁଦୁରାପଡ଼ାରେ ଚେସ୍‌ ପ୍ରତିଯୋଗିତା: ବରିଷ୍ଠ ବିିଭାଗରେ ଅଭିଷେକ, କନିଷ୍ଠରେ ଚିରାଗ ବିଜେତା

ଜମନକିରା,୨୯।୭(ଡି.ଏନ୍‌.ଏ.):ସମ୍ବଲପୁର ଜିଲା ଜମନକିରା ବ୍ଲକ ଭୋଜପୁର ପଞ୍ଚାୟତ ଗୁଦୁରାପଡ଼ା ଆବାସିକ ବିଦ୍ୟାଳୟ ପରିସରରେ ଏକଦିବସୀୟ ଚେସ୍‌ ପ୍ରତିଯୋଗିତା ରବିବାର ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଚେସ୍‌ ବା…

ଉତ୍ତର ପ୍ରଦେଶ ରାଜ୍ୟପାଳ ଭାବେ ଶପଥ ନେଲେ ଆନନ୍ଦିବେନ

ଲକ୍ଷ୍ନୌ,୨୯।୭: ଉତ୍ତର ପ୍ରଦେଶ ରାଜ୍ୟପାଳ ଭାବେ ସୋମବାର ଶପଥ ନେଇଛନ୍ତି ଅନନ୍ଦିବେନ୍‌ ପଟେଲ। ରାଜ ଭବନ ପରିସରରେ ହାଇକୋର୍ଟ ମୁଖ୍ୟ ବିଚାରପତି ଗୋବିନ୍ଦ ମାଥୁର ତାଙ୍କୁ ଶପଥ…

ଭରତପୁର କୋଇଲା ଖଣିରେ ଦୁର୍ଘଟଣା: ୬ ଦିନ ପରେ ସିଏମ୍‌ଡିଙ୍କ ଘଟଣାସ୍ଥଳ ପରିଦର୍ଶନ

ତାଳଚେର,୨୯।୭(ନି.ପ୍ର.): ଭରତପୁର କୋଇଲା ଖଣିରେ ଦୁର୍ଘଟଣାର ୬ଦିନ ପରେ ସୋମବାର ଏମ୍‌ସିଏଲ୍‌ର ସିଏମ୍‌ଡି ବି.ଏନ୍‌. ଶୁକ୍ଳା ଭରତପୁର କୋଇଲାଖଣି ପରିଦର୍ଶନ କରିଛନ୍ତି। ପୂର୍ବାହ୍ନରେ ଶୁକ୍ଳା ଭରତପୁର ଖଣିରେ…

ମାଓବାଦୀ କ୍ୟାମ୍ପରେ ପୋଲିସର ଚଢ଼ାଉ: ଦୁଇ ମାଓବାଦୀ ମୃତ, ବିପୁଳ ପରିମାଣରେ ସାମଗ୍ରୀ ଜବତ

ମାଲକାନଗିରି,୨୯।୭ (ସ୍ବ.ପ୍ର.): ଛତିଶଗଡ଼ର ସୁକ୍‌ମା ଜିଲା ନକ୍ସଲ ପ୍ରଭାବିତ କୋଣ୍ଟା ଥାନା ଅନ୍ତର୍ଗତ ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ଅସ୍ଥାୟୀ ମାଓବାଦୀ କ୍ୟାମ୍ପ ଉପରେ ସୋମବାର ସକାଳେ…

ଦଳିତ ବିଧାୟକଙ୍କ ଧାରଣା ପରେ ବାରଣ୍ଡାକୁ ଗୋବର ପାଣିରେ ଧୋଇଲେ କଂଗ୍ରେସ କର୍ମୀ

ତ୍ରିଶୁର,୨୯।୭: କେରଳର ତ୍ରିଶୁରଠାରେ ଥିବା ପିଡପ୍ଲୁଡି କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ଦଳିତ ବିଧାୟିକା ଗୀଥା ଗୋପି ଶନିବାର ଧାରଣାରେ ବସିଥିଲେ। ସ୍ଥାନୀୟ ଅଞ୍ଚଳର ରାସ୍ତା ଅବସ୍ଥା ଶୋଚନୀୟ…

ପ୍ରିୟଙ୍କାଙ୍କୁ ଭାରି ପଡ଼ିଲା ସମୁଦ୍ରକୂଳ ରୋମାନ୍ସ

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା କିଛିଦିନ ତଳେ ମିଆମୀରେ ତାଙ୍କ ଜନ୍ମଦିନ ପାଳିଥିଲେ। ଏହି ସମୟର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଫଟୋରେ ପ୍ରିୟଙ୍କା-ନିକ୍‌…