ଶକ୍ତି ପରୀକ୍ଷାରେ ୟେଦୁରପ୍ପା ପାସ୍‌: ଗୃହରେ ଭଏସ୍‌ ଭୋଟ୍‌; ବିରୋଧୀ ଦାବୀ କଲେ ନି ଭୋଟିଂ

ବେଙ୍ଗାଲୁର୍‌,୨୯।୭: କର୍ନାଟକ କ୍ଷମତା ଦଖଲ ଡ୍ରାମା ଶେଷ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ବିଧାନସଭାରେ ଆସ୍ଥା ଭୋଟ୍‌ରେ ବିଜୟୀ ହୋଇଛନ୍ତି। ବାଚସ୍ପତି କେ. ଆର୍‌. ରମେଶ…

ୟେଦୁରପ୍ପାଙ୍କୁ ଆମେ ସହଯୋଗ କରିବୁ: କୁମାରସ୍ବାମୀ

ବେଙ୍ଗାଲୁରୁ,୨୯।୭: କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ସୋମବାର ବହୁମତରେ ବିଜୟୀ ହୋଇ ଶାସନ କରନ୍ତୁ ଯେଦୁରପ୍ପା, ଆମେ ତାଙ୍କୁ ସହଯୋଗ କରିବୁ ବୋଲି କହିଛନ୍ତି…

କଣିହାଁ ଏନ୍‌ଟିପିସିରେ କୋଇଲା ସଙ୍କଟ : ବନ୍ଦ ହେଲା ୩ ୟୁନିଟ୍‌

ତାଳଚେର,୨୯।୭(ନି.ପ୍ର.): ଅନୁଗୋଳ ଜିଲା ତାଳଚେରର କଣିହାଁସ୍ଥିତ ୩ ହଜାର ମେଗାୱାଟ୍‌ ବିଶିଷ୍ଟ ମହାରତ୍ନ କମ୍ପାନୀ ଏନ୍‌ଟିପିସି ବିଦ୍ୟୁତ ପ୍ରକଳ୍ପରେ ଘୋର କୋଇଲା ସଙ୍କଟ ଦେଖାଦେଇଛି। ଏବେ ଏନ୍‌ଟିପିସି…

ଝିଅର ଜନ୍ମଦିନ ପାଳିଲେ ଧର୍ମେନ୍ଦ୍ର-ହେମା

ମୁମ୍ବାଇ: ବଲିଉଡ ଡ୍ରିମ ଗର୍ଲ ହେମା ମାଳିନୀ ଓ ଅଭିନେତା ଧର୍ମେନ୍ଦ୍ର ଝିଅ ଆହାନାଙ୍କର ବାର୍ଥଡେ ନିଜ ପରିବାର ସହ ମୁମ୍ବାଇର ଜୁହୁ ସ୍ଥିତ ଏକ ହୋଟେଲରେ…

କ୍ୟାନ୍‌ସର ଓ ମସଲାଯୁକ୍ତ ଖାଦ୍ୟ

ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚିନ୍ତାର କାରଣ ସାଜିଥିବା କେତେକ ପ୍ରମୁଖ ରୋଗ ମଧ୍ୟରୁ କ୍ୟାନ୍‌ସର ଅନ୍ୟତମ। ଅବଶ୍ୟ ଏବେ କେତେକ କ୍ୟାନ୍‌ସରକୁ ପ୍ରାରମ୍ଭିକ ଅବସ୍ଥାରେ ଚିହ୍ନଟ କରି…

ସ୍ମରଣ ଶକ୍ତି ବଢ଼ାଏ ନ୍ୟୁରନ୍‌

ସ୍ମରଣ ଶକ୍ତିରେ ତାରତମ୍ୟ ଦେଖାଦେଲେ ଆମେ ଜଟିଳ ପରିସ୍ଥିତିର ସାମ୍‌ନା କରିଥାଉ। ଏହା କିପରି ସକ୍ରିୟ ରହିବ ସେ ନେଇ ନ୍ୟୁରନ୍‌ ନାମକ ତତ୍ତ୍ୱର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ବମ୍ବେ ଆଇଆଇଟି ଶ୍ରେଣୀ କକ୍ଷରେ ପାଠପଢ଼ା ସମୟରେ ପଶିଲା ବୁଲା ଗାଈ: ସୋସିଆଲ ମିଡ଼ିଆରେ ଭାଇରାଲ

ମୁମ୍ବାଇ,୨୯।୭: ବମ୍ବେ ଆଇଆଇଟିର ଶ୍ରେଣୀ କକ୍ଷରେ ପାଠପଢ଼ା ଚାଲିଥିବା ସମୟରେ ଏକ ବୁଲା ଗାଈ ହଠାତ୍‌ ପଶିଥିବା ଘଟଣା ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ…

କାଉଡିଆଙ୍କ ସେବା କଲେ ବିଦେଶୀ ମହିଳା

ମିରଟ,୨୯।୭: ଉତ୍ତର ପ୍ରଦେଶର ମିରଟରେ ଜଣେ ବିଦେଶୀ ମହିଳା ତାଙ୍କ ଶ୍ୱଶୁରଙ୍କ ସହ ମିଶି କାଉଡି ଯାତ୍ରାରେ ଯାଉଥିବା ଶିବ ଭକ୍ତଙ୍କର ସେବା କରିଛନ୍ତି। ଚେକୋସ୍ଲୋଭାକିଆର ନାଗରିକ…

ବନ୍ୟପ୍ରାଣୀ ଡିଭିଜନ କାର୍ଯ୍ୟାଳୟ ସମ୍ମୁଖରେ ମତ୍ସ୍ୟଜୀବୀ ସଂଘର ବିକ୍ଷୋଭ

ରାଜନଗର,୨୯।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବନ୍ୟପ୍ରାଣୀ ଡିଭିଜନ କାର୍ଯ୍ୟାଳୟ(ଡିଏଫ୍‌ଓ) ସମ୍ମୁଖରେ ଅଖିଳ ଓଡ଼ିଶା ମତ୍ସ୍ୟ ଉତ୍ପାଦକ ମହାସଂଘ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗହୀର ମଥା…

ରମାଦେବୀଙ୍କ ଉପରେ ବିବାଦୀୟ ଟିପ୍ପଣୀ: କ୍ଷମା ମାଗିଲେ ଆଜମ୍‌ ଖାଁ

ନୂଆଦିଲ୍ଲୀ,୨୯।୭: ସମାଜବାଦୀ ପାର୍ଟି ଏମ୍‌ପି ଆଜମ୍‌ ଖାଁ ଭାଜପା ଏମ୍‌ପି ରମାଦେବୀଙ୍କ ଉପରେ ବିବାଦୀୟ ଟିପ୍ପଣୀ ଦେଇଥିଲେ। ତେବେ ସୋମବାର ଲୋକସଭାରେ ଗୃହର ସାଧାରଣ କାର୍ଯ୍ୟ ପୂର୍ବରୁ…