ଲିବିୟା ହସ୍ପିଟାଲ ଉପରେ ବିମାନ ଆକ୍ରମଣ: ୫ ଡାକ୍ତର ମୃତ

ତ୍ରିପୋଲି,୨୯।୭: ଲିବିୟାର ରାଜଧାନୀ ତ୍ରିପୋଲିରେ ଥିବା ଏକ ହସ୍ପିଟାଲକୁ ଟାର୍ଗେଟ କରିଥିଲେ ଖଲିଫା ହଫତାରର ଲିବିୟାନ ନ୍ୟାଶନାଲ ଆର୍ମି(ଏଲ୍‌ଏନ୍‌ଏ)। ରବିବାର ଏଲ୍‌ଏନ୍‌ଏ ଦ୍ୱାରା ଏକ ହସ୍ପିଟାଲରେ ବିମାନ…

କ୍ଷତିକାରକ ହୋଇପାରେ ହର୍ବାଲ ସିଗାରେଟ୍‌

ହର୍ବାଲ ସିଗାରେଟ୍‌: ଇ-ସିଗାରେଟ୍‌ କୌଣସି ଗୁଣରେ ସାଧାରଣ ସିଗାରେଟ୍‌ଠାରୁ କମ୍‌ ବିପଜ୍ଜନକ ନୁହେଁ ବୋଲି ଜଣାପଡ଼ିଲା ପରେ ଏହାର ବ୍ୟବସାୟ ମଧ୍ୟ ବାଧାପ୍ରାପ୍ତ ହେବା ସମ୍ଭାବନା ରହିଛି।…

ପୁଷ୍ପର ସୌନ୍ଦର୍ଯ୍ୟରେ ଲୁକ୍କାୟିତ ବିଷ

”ଡାଫୋଡିଲ୍‌ର ଫଳ ଠିକ୍‌ ଦେଖିବାକୁ ପିଆଜ ପରି। ତେଣୁ ଏହା ଅନେକ ସମୟରେ ପିଆଜର ଭ୍ରମ ସୃଷ୍ଟି କରେ। ଏହି ଫଳରେ ସବୁଠାରୁ ଅଧିକ ଲାଇକୋରିନ୍‌ ଥାଏ।…

ଲଗାଣବର୍ଷାରେ ବରଗଡ଼ – ଅମ୍ବାପାଲି ବିଚ୍ଛିନ୍ନ : ବଢୁଛି ଜିରାନଦୀ ଜଳସ୍ତର

ବରଗଡ଼ ଅଫିସ,୨୯।୭: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରବିବାର ବିଳମ୍ବିତ ରାତିରୁ ତୁହାକୁ ତୁହା ବର୍ଷା ଲାଗିରହିଛି । ସେହିପରି ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି। ଏଥିପାଇଁ…

ଜେଲ୍‌ରେ ବନ୍ଦୀ ଥିବା କଏଦୀଙ୍କ ବ୍ରେନ୍‌ଓ୍ବାଶ୍‌ କରି ଜେହାଦୀ କରୁଛନ୍ତି ଆତଙ୍କବାଦୀ ସଂଗଠନ

ନୂଆଦିଲ୍ଲୀ,୨୯।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ମୁସଲମାନ୍‌ ଯୁବକଙ୍କୁ ଏବେ ଆତଙ୍କବାଦୀ ସଂଗଠନ ଟାର୍ଗେଟ୍‌ କରିଛନ୍ତି। ସେମାନଙ୍କର ବ୍ରେନ୍‌ଓ୍ବାଶ୍‌ କରାଯାଇ ଜେହାଦୀ କରାଯାଉଥିବା ଭାରତୀୟ ଗୋଇନ୍ଦା…

ଆଜି ୪ଜିଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୯।୭(ବ୍ୟୁରୋ) : ମନ୍‌ସୁନ୍‌ ଟ୍ରପ୍‌ ଲାଇନ୍‌ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ସୋମବାର କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଆଦି ୪ ଜିଲାରେ…

ନଦୀରେ ପଶି ସ୍କୁଲ ଯାଉଛନ୍ତି ପିଲା

ନୂଆପଡ଼ା ଅଫିସ/ସିନାପାଲି,୨୯।୭: ଗମନାଗମନ ଭଳି ମୌଳିକ ସୁବିଧାରୁ ଗ୍ରାମାଞ୍ଚଳର ଲୋକମାନଙ୍କୁ ବଞ୍ଚିତ କରାଯିବ ନାହିଁ ବୋଲି ସରକାର ଘୋଷଣା କରୁଛନ୍ତି। ହେଲେ ନୂଆପଡ଼ା ଜିଲାର ଉପାନ୍ତ ଖଇଁରପଦର…

ଛତିଶଗଡ଼ ଏନ୍‌କାଉଣ୍ଟର:୨ ମାଓବାଦୀ ମୃତ

ସୁକମା,୨୯।୭: ଛତିଶଗଡ଼ ସୁକମା ଜିଲା କୋଣ୍ଟା ଅଞ୍ଚଳରେ ଥିବା ଜଙ୍ଗଲରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ(ଡିଆର୍‌ଜି) ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା…

ଥରିଲା ପଶ୍ଚିମବଙ୍ଗ

କୋଲକାତା,୨୯।୭: ପଶ୍ଚିମବଙ୍ଗର ପୁରୁଲିଆ ଜିଲାରେ ଭୋର୍‌ ୨ଟା ୫୫ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା ସଂସ୍ଥା…

ଢାଙ୍କୁଣୀ ନ ପକାଇ ବାଉଁଶ ବାନ୍ଧିଲା ବିଏମ୍‌ସି

ଭୁବନେଶ୍ୱର,୨୯।୭(ବ୍ୟୁରୋ) : ଜୟଦେବ ବିହାର ଭିଲ୍ଲା ଛକ ନିକଟ ଡ୍ରେନ୍‌ରେ ଗୁରୁବାର ଭାସିଯାଇ ସାଲିଆସାହି ଆଦିବାସୀ ଗାଁର ଟି. ଆକାମ୍ମାଙ୍କ ମୃତ୍ୟୁ ଘଟିଥିଲା। ପରେ ଢାଙ୍କୁଣୀ ନ…