ପ୍ଲାଟଫର୍ମ ଟିକେଟ ବିକି ରେଳଓ୍ବେର ୧୩୯ କୋଟି ଆୟ

ନୂଆଦିଲ୍ଲୀ,୨୯-୭: ଭାରତୀୟ ରେଲଓ୍ବେ ଯାତ୍ରୀ ଭଡ଼ା ନ ବଢ଼ାଇ ଆୟ କରିବା ଲାଗି ବିକଳ୍ପ ପନ୍ଥା ଆପଣାଇଛି। ଏହିକ୍ରମରେ ଏହା ପ୍ଲାଟଫର୍ମ ଟିକେଟ ବିକ୍ରି କରି ୨୦୧୮-୧୯ରେ…

ସଡ଼କ ଦୁର୍ଘଟଣା, ଗାଡି ଚୋରି ରୋକିବା ଲାଗି ପେଟେଣ୍ଟ ଆବେଦନ କଲେ ୭ମ ଶ୍ରେଣୀ ଛାତ୍ର

ନୂଆଦିଲ୍ଲୀ,୨୯-୭: ସପ୍ତମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ର ସଡ଼କ ଦୁର୍ଘଟଣା ତଥା ଗାଡି ଚୋରି ରୋକିବା ଲାଗି କେତେକ ଆପ୍‌ ତିଆରି କରିଛନ୍ତି। ମାତ୍ର ୧୨ ବର୍ଷ…

ବିଦେଶୀ ସଭରେନ ବଣ୍ଡ ଯୋଜନା; ପୁନର୍ବିଚାର ଲାଗି ସୀତାରାମନ୍‌ ଅରାଜି

ନୂଆଦିଲ୍ଲୀ,୨୯-୭: ବିଦେଶୀ ସଭରେନ ବଣ୍ଡ ଜାରି କରି ଭାରତ ପ୍ରାୟ ୧୦ ବିଲିୟନ ଡଲାର ଋଣ ଆଣିବାକୁ ବିଚାର କରୁଛି। ଏହାକୁ ଦେଶର ବହୁ ନାମିଦାମୀ ଅର୍ଥନୀତିଜ୍ଞ…

କ୍ଷୁଦ୍ର ବ୍ୟବସାୟୀଙ୍କ ଭାଗ୍ୟ ବଦଳାଇ ଦେଲେ ଜ୍ୟାକ୍‌ ମା

ବେଜିଂ,୨୯-୭: ଚାଇନାର ସବୁଠାରୁ ଧନବାନ ବ୍ୟକ୍ତି ତଥା ଇ-କମର୍ସ କମ୍ପାନୀ ଆଲିବାବାର ପ୍ରତିଷ୍ଠାତା ଅଧ୍ୟକ୍ଷ ଜ୍ୟାକ୍‌ ମା ଦେଶର କ୍ଷୁଦ୍ର ବ୍ୟବସାୟୀଙ୍କ ଭାଗ୍ୟ ବଦଳାଇ ଦେଇଛନ୍ତି। ତାଙ୍କ…

ସମ୍ପତ୍ତି ବାଜ୍ୟାପ୍ତକୁ ବିରୋଧ;ସୁପ୍ରିମକୋର୍ଟରେ ମାଲ୍ୟାଙ୍କ ଆବେଦନ

ନୂଆଦିଲ୍ଲୀ,୨୯-୭: ପ୍ରତ୍ୟର୍ପଣ ମାମଲାର ସାମ୍ନା କରୁଥିବା ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟା ଶନିବାର ସୁପ୍ରିମକୋର୍ଟରେ ସମ୍ପତ୍ତି ବାଜ୍ୟାପ୍ତ ରୋକିବାକୁ ନେଇ ମାମଲା ଦାଏର କରିଛନ୍ତି। ତାଙ୍କର…

ଦ୍ୱୈତ ଭୋଟିଂ ବ୍ୟବସ୍ଥାରେ ନିଯୁକ୍ତ ହେବେ ସ୍ବାଧୀନ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୨୯-୭: ଦେଶରେ କର୍ପୋରେଟ ଦୁର୍ନୀତି କ୍ରମାଗତ ବଢ଼ିଚାଲିଛି। ସେମାନେ ପାଣ୍ଠିର ଦୁରୁପଯୋଗ କରୁଥିବାର ବହୁ ଘଟଣାର ପର୍ଦ୍ଦାଫାଶ ହେବାରେ ଲାଗିଛି। ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିଜିଂ ଆଣ୍ଡ ଫାଇନାନ୍ସିଆଲ ସର୍ଭିସେସ୍‌…

ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କକୁ ଷ୍ଟକ୍‌ ମାର୍କେଟରେ ସାମିଲ ଯୋଜନା

ନୂଆଦିଲ୍ଲୀ,୨୯-୭: କେନ୍ଦ୍ର ସରକାର ଚଳିତ ଆର୍ଥିକ ବର୍ଷରେ ଆର୍ଥିକ ଦୃଷ୍ଟିରୁ ଶକ୍ତିଶାଳୀ ୩ରୁ୪ ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ(ଆର୍‌ଆର୍‌ବି)କୁ ଷ୍ଟକ୍‌ମାର୍କେଟରେ ତାଲିକାଭୁକ୍ତ କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ପ୍ରାପ୍ତ ସୂତ୍ର…

ପାକ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌ରେ ଦାଉଦ୍‌ ଟଙ୍କା

ନୂଆଦିଲ୍ଲୀ,୨୯ା୭(ଆଇଏଏନ୍‌ଏସ୍‌): ଅଣ୍ଡରଓ୍ବାଲର୍‌ଡ ଡନ୍‌ ତଥା ମୁମ୍ବାଇ ବିସ୍ଫୋରଣର ମାଷ୍ଟରମାଇଣ୍ଡ ଦାଉଦ୍‌ ଇବ୍ରାହିମ୍‌ଙ୍କ ବିଭିନ୍ନ ଦେଶରେ ଥିବା ସମ୍ପତ୍ତି ଜବତ ହୋଇଥିବାବେଳେ ତାଙ୍କର ଡି-କମ୍ପାନୀ ପାକିସ୍ତାନ ଷ୍ଟକ୍‌ ଏକ୍ସଚେଞ୍ଜ୍‌…

ଦୁର୍ଘଟଣାରେ ଉନ୍ନାଓ ପୀଡ଼ିତା ଗୁରୁତର, ଜଣେ ମୃତ

ରାଏ ବରେଲି/ଉନ୍ନାଓ,୨୯ା୭(ପି.ଟି.): ଉନ୍ନାଓ ବଳାତ୍କାର ପୀଡିତା ଓ ତାଙ୍କ ପରିବାର ସଦସ୍ୟଙ୍କ ସମେତ ଜଣେ ଆଇନଜୀବୀ କାର୍‌ରେ ଯାଉଥିବାବେଳେ ଏକ ଦ୍ରୁତଗାମୀ ଟ୍ରକ୍‌ ଧକ୍କା ଦେବାରୁ ଜଣଙ୍କ…

ଅବେବସ୍‌ତା ଘେରରେ ବଡ଼ଛତ୍ରଙ୍ଗ ହାଇସ୍କୁଲ: ୧୦ ଶ୍ରେଣୀକେ ୩୦୧ ଛାତ୍ରୀଛାତ୍ର, ୭ ଶିକ୍ଷକ

ଭବାନୀପାଟଣା, ୨୯ା୭ (ଡି.ଏନ୍‌.ଏ):  କେନ୍ଦ୍ର ଆର ରାଏଜ୍‌ ସରକାର ଛାତ୍ରୀଛାତ୍ରକୁଁ ଗୁଣାତ୍ମକ ଶିକ୍ଷା ଦେବାର ଲାଗି ଅନେକ ଯୋଜନା କାଯ୍‌କାରି କରି କୋଟି କୋଟି ଟଁକା ସାରୁଛନ୍‌।…