୩ ଆଫ୍ରିକୀୟ ଦେଶ ଗସ୍ତରେ ରାଷ୍ଟ୍ରପତି କୋବିନ୍ଦ

ନୂଆଦିଲ୍ଲୀ,୨୮।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ୩ ଆଫ୍ରିକୀୟ ଦେଶ ଗସ୍ତରେ ବାହାରିଛନ୍ତି। ରାଷ୍ଟ୍ରପତି ବେନିନ୍‌, ଜାମ୍ବିଆ ଏବଂ ଗ୍ୟୁନିଆ ଆଦି ରାଷ୍ଟ୍ର ଗସ୍ତ କରିବାର କାର୍ଯ୍ୟକ୍ରମ…

ସରୟୁ ନଦୀରେ ଓଲଟିଲା ଡଙ୍ଗା: ୧୭ ନିଖୋଜ, ୪ ମୃତ

ଲକ୍ଷ୍ନୌ,୨୮।୭: ଉତ୍ତର ପ୍ରଦେଶର ବହରାଇଚଠାରେ ସରୟୁ ନଦୀରେ ରବିବାର ଏକ ଡଙ୍ଗା ବୁଡିି ଯିବା ଫଳରେ ୧୭ ଜଣ ନିଖୋଜ ଥିବା ବେଳେ ୪ ଜଣଙ୍କ ମୃତଦେହ…

୨ ସପ୍ତାହ ମଧ୍ୟରେ ହେବ ଆଫଗାନିସ୍ତାନ-ତାଲିବାନ୍‌ ଶାନ୍ତି ଆଲୋଚନା

କାବୁଲ,୨୮।୭: ଆଫଗାନିସ୍ତାନ ସରକାର ଏବଂ ତାଲିବାନ୍‌ ଆତଙ୍କବାଦୀ ସଂଗଠନ ମଧ୍ୟରେ ଶାନ୍ତି ଆଲୋଚନା ୨ ସପ୍ତାହ ମଧ୍ୟରେ ହେବାର ସମ୍ଭାବନା ରହିଛି। ଏନେଇ ଆଫଗାନିସ୍ତାନ ଶାନ୍ତି ବ୍ୟାପାର…

୧୯ ମାସ ମଧ୍ୟରୁ ୧୭ ମାସ ହସ୍ପିଟାଲରେ ରହି ସାରିଲେଣି ଲାଲୁ

ରାଞ୍ଚି,୨୮।୭: ସାଧାରଣତଃ ଜେଲ ଯାଉ ଯାଉ ହାଇ ପ୍ରୋଫାଇଲ ବ୍ୟକ୍ତିଙ୍କ ଦେହ ଖରାପ ହୋଇଯାଇଥିବା ଦେଖାଯାଏ। ଏହି କ୍ରମରେ ଯଦି ରାଞ୍ଚିର ବିର୍ଶା ମୁଣ୍ଡା ଜେଲ କଥା…

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ୪ ବ୍ୟବସାୟୀଙ୍କ ଘରେ ଏନ୍‌ଆଇଏ ଚଢ଼ାଉ

ଶ୍ରୀନଗର,୨୮।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜମ୍ମୁ-କଶ୍ମୀରର ରବିବାର ୪ ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇଛି। ଏନ୍‌ଆଇଏ ପକ୍ଷରୁ ଉତ୍ତର କଶ୍ମୀରର ବାରମୁଳା ଜିଲାରେ ଏହି ଚଢ଼ାଉ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟପାଲ ରେଡ୍ଡୀଙ୍କ ପରଲୋକ

ହାଇଦ୍ରାବାଦ,୨୮।୭: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟପାଲ ରେଡ୍ଡୀଙ୍କର ରବିବାର ପରଲୋକ ହୋଇଛି। ହାଇଦ୍ରାବାଦରେ ୭୭ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିବା ସୂଚନା…

୮୦ ହଜାର ପର୍ଯ୍ୟନ୍ତ ଶସ୍ତା ହେବ ଇଲେକ୍ଟ୍ରିକ ଯାନ

ନୂଆଦିଲ୍ଲୀ,୨୮-୭: ପେଟ୍ରୋଲ ଓ ଡିଜେଲ ଗାଡ଼ି ଯୋଗୁ ସୃଷ୍ଟି ହେଉଥିବା ବାୟୁ ପ୍ରଦୂଷଣକୁ ହ୍ରାସ କରିବା ଲାଗି କେନ୍ଦ୍ର ସରକାର ଏବେ ଇଲେକ୍ଟ୍ରିକ ଯାନ ପ୍ରଚଳନ ଉପରେ…

ମହଙ୍ଗା ହେବ ପେଟ୍ରୋଲ, ଡିଜେଲ ଗାଡ଼ି କ୍ରୟ;ପଞ୍ଜୀକରଣ, ନବୀକରଣ ବହୁଗୁଣା ବୃଦ୍ଧି

ନୂଆଦିଲ୍ଲୀ,୨୮-୭: କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଗାଡ଼ି କିଣାକୁ ନିରୁତ୍ସାହିତ କରିବା ତଥା ପୁରୁଣା ଗାଡ଼ିଗୁଡ଼ିକୁ ପର୍ଯ୍ୟାୟକ୍ରମେ ସଡ଼କରୁ ହଟାଇବାକୁ ଚାହୁଁଛନ୍ତି। ଏହାକୁ ଦୃଷ୍ଟିରେ ରଖି…

କମ୍ପୋଜିଶନ ସ୍କିମ୍‌ ଚୟନ ଅବଧି ବୃଦ୍ଧି

ନୂଆଦିଲ୍ଲୀ,୨୮-୭: କ୍ଷୁଦ୍ର ବ୍ୟବସାୟୀଙ୍କୁ ଆଶ୍ୱସ୍ତ କରିବାକୁ ଯାଇ ଜିଏସ୍‌ଟି କାଉନସିଲ୍‌ କମ୍ପୋଜିଶନ ସ୍କିମ୍‌କୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବାର୍ଷିକ…

ଜିଓ ଦେଶର ସବୁଠୁ ବଡ଼ ଟେଲିକମ କମ୍ପାନୀ

ନୂଆଦିଲ୍ଲୀ,୨୮-୭: ମୁକେଶ ଅମ୍ବାନୀଙ୍କ ମାଲିକାନାରେ ଥିବା ରିଲାଏନ୍ସ ଜିଓ ଲଞ୍ଚ ହେବାର ମାତ୍ର ୩ ବର୍ଷ ମଧ୍ୟରେ ଦେଶର ସର୍ବବୃହତ ଟେଲିକମ କମ୍ପାନୀ ହୋଇପାରିଛି। କମ୍ପାନୀର ଉପଭୋକ୍ତା…