ବର୍ଷାରେ ଧୋଇଗଲା ପୋଲ ଉପର ରାସ୍ତା

ଦାରିଙ୍ଗବାଡ଼ି,୨୮ା୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ରାଇକିଆ ପୂର୍ତ୍ତବିଭାଗର ଗଦଡ଼ି ପୋଲ ରାସ୍ତା ପାର୍ଶ୍ୱ ଧୋଇଯିବା ଫଳରେ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଉକ୍ତ ରାସ୍ତା ଦେଇ ଯାତ୍ରୀବାହୀ…

ନିଖୋଜ ନାବାଳିକା ୭ ଦିନ ପରେ ଉଦ୍ଧାର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୨୮।୭ (ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗଁ। ଥାନା ମାର୍ଦ୍ଦିପଙ୍କା ଅଞ୍ଚଳରୁ ନିଖୋଜ ନାବାଳିକାଙ୍କୁ ୭ଦିନ ପରେ ବ୍ରାହ୍ମଣୀଗାଁ ପୋଲିସ ଶନିବାର ଦାରିଙ୍ଗବାଡ଼ି ଚାରିଛକରୁ ଉଦ୍ଧାର କରିଛି ।…

ବିଦ୍ୟୁତ୍‌ ତାର ଲାଗି ଶ୍ରମିକଙ୍କ ମୃତ୍ୟୁ, ରାସ୍ତାରୋକୋ

ଚିକିଟି,୨୮ା୭(ଡି.ଏନ.ଏ.) -କେ.ନୂଆଗାଁ ଥାନା ଚିକିଟିପେଣ୍ଠ ବ୍ରହ୍ମାନଗର ସାହିରେ ଶନିବାର ମଧ୍ୟାହ୍ନରେ ଘରକାମ ଚାଲିଥିବାବେଳେ ବିଦ୍ୟୁତ୍‌ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିକିଟିପେଣ୍ଠ ବଡସାହିର…

ନିଶା ଦେଇ ଛାତ୍ରଙ୍କୁ ଅପହରଣ ଉଦ୍ୟମ

ବ୍ରହ୍ମପୁର ଅଫିସ , ୨୮ା୭-ଟିଉସନରୁ ଘରକୁ ଫେରୁଥିବା ବେଳେ ଶନିବାର ରାତି ପ୍ରାୟ ୯ରେ ଜଣେ ଛାତ୍ରଙ୍କୁ ନିଶାଦେଇ ଅପହରଣ ଉଦ୍ୟମ କରାଯାଇଛି। ଛାତ୍ର ଜଣଙ୍କ ସଂଜ୍ଞାହୀନ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ, ଅଭିଯୁକ୍ତ ଗିରଫ

ପାତ୍ରପୁର,୨୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି ା ପୋଲିସ ସୂତ୍ରରୁ…

ବ୍ରହ୍ମପୁରରୁ ୪ ରୁଟ୍‌ରେ ବସ୍‌ ଚଳାଚଳ ବନ୍ଦ

ବ୍ରହ୍ମପୁର ଅଫିସ,୨୮ା୭-ରବିବାରରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ପକ୍ଷରୁ ଶହୀଦ ସପ୍ତାହ ପାଳନ କରାଯାଉଛି। ସରକାରୀ ଗାଡ଼ିଗୁଡ଼ିକୁ ମାଓବାଦୀମାନେ ଜାଳି ଦେଉଥିବା ନଜିର ରହିଛି। ଏହାକୁ…

ବିଇଡି ପରୀକ୍ଷା ଘୁଞ୍ଚାଇବା ନେଇ କୁଳସଚିବଙ୍କୁ ଦାବିପତ୍ର

ବ୍ରହ୍ମପୁର ଅଫିସ,୨୮ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ବିଇଡି ମହାବିଦ୍ୟାଳୟଗୁଡିକର ଦ୍ୱିତୀୟ ବର୍ଷ ପରୀକ୍ଷା ତାରିଖ ଘୁଞ୍ଚାଇବାକୁ ଦାବି ହୋଇଛିା ଏନେଇ ଶନିବାର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ବିଇଡି…

୨ ଯୁବକଙ୍କ ତଣ୍ଟି ବ୍ଲେଡରେ କାଟିବା ଅଭିଯୋଗ, ୩ ଅଟକ

ବୁଗୁଡ଼ା,୨୮ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ୨ ଜଣ ଯୁବକଙ୍କ ତଣ୍ଟି ବ୍ଲେଡରେ କାଟିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ନଂ. ୧୪୮/୧୯ରେ…

ଆଲିଗଡ଼ର ତାଲା ଦେଇଛି ରୋଜଗାର: ପେଟ ପାଇଁ ପରିଶ୍ରମ କରନ୍ତି

କେନ୍ଦୁଝର,୨୮ା୭ (ସ୍ବ.ପ୍ର.)-ଆଗ୍ରହ ଓ ଉଦ୍ୟମ ଥିଲେ ରୋଜଗାରର ବାଟ ଦେଖାଦେବ ା ଏଭଳି ରୋଜଗାର ପାଇଁ ଉତ୍ତରପ୍ରଦେଶର ଆଲିଗଡ଼ରୁ ଯୁବକମାନେ ଆସି କେନ୍ଦୁଝରରେ ତାଲା ବିକ୍ରି କରିବା…

ଗଛମୂଳେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର

ତେଲକୋଇ, ୨୮।୭(ଡି.ଏନ.ଏ.)-ଆଦିବାସୀ ବହୁଳ ତେଲକୋଇ ବ୍ଲକ ଅଧୀନରେ ଅଙ୍ଗନୱାଡି କେନ୍ଦ୍ରରେ ବହୁ ଅବ୍ୟବସ୍ଥା ରହିଛି। ସ୍ବତନ୍ତ୍ର ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବା ଯୋଗୁ ଗ୍ରାମ ମଣ୍ଡପ ଓ…