କାର ବୋମା ବିସ୍ଫୋରଣ: ୪ ମୃତ; ୨୦ରୁ ଅଧିକ ଆହତ

କାବୁଲ,୨୭।୭: ଆଫଗାନିସ୍ତାନରେ ଏକ କାର ବୋମା ବିସ୍ଫୋରଣରେ ୪ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ…

ମୁସ୍‌ଲିମ ବିଧାୟକଙ୍କୁ ‘ଜୟ ଶ୍ରୀରାମ’ କହିବାକୁ ଚାପ ପକାଇଲେ ମନ୍ତ୍ରୀ

ରାଞ୍ଚି,୨୭ା୭ : ଝାଡ଼ଖଣ୍ଡ ବିଧାନସଭା ପରିସରରେ କଂଗ୍ରେସ ବିଧାୟକ ଇର୍ଫାନ୍‌ ଅନ୍‌ସାରୀଙ୍କୁ ମନ୍ତ୍ରୀ ସି. ପି. ସିଂହ ‘ଜୟ ଶ୍ରୀରାମ’ କହିବାକୁ ଚାପ ପକାଯିବା ଘଟଣାର ଭିଡିଓ…

କୃଷିଭବନକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ: ୫ ‘ଟି’ ସୂତ୍ର ଆଧାରରେ କାର୍ଯ୍ୟ କରିବାକୁ ଆହ୍ବାନ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): କୃଷିମନ୍ତ୍ରୀ ଅରୁଣ ସାହୁ ଶୁକ୍ରବାର କୃଷିଭବନକୁ ଅଚାନକ ଗସ୍ତ କରିଥିଲେ। ସେଠାରେ ପହଞ୍ଚିବା ପରେ ମୁଖ୍ୟ ଫାଟକ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ବିଳମ୍ବରେ…

ହଳଦିଆ ଶାଢି ପରେ ଏବେ ନୀଳ ଶାଢି ପିନ୍ଧି ଡ୍ୟାନ୍ସ କରି ଭାଇରାଲ ହେଲେ ରିନା ଦ୍ୱିବେଦୀ

ହରିୟାଣା,୨୭।୭: ଲୋକ ସଭା ନିର୍ବାଚନ ସମୟରେ ଉତ୍ତର ପ୍ରଦେଶର ପିଡବ୍ଲୁଡି ଅଧିକାରୀ ରିନା ଦ୍ୱିବେଦୀ ଖୁବ୍‌ ଭାଇରାଲ ହୋଇଥିଲେ। ତାଙ୍କର ହଳଦିଆ ଶାଢି ପିନ୍ଧା ଫଟୋ ସହ…

ପ୍ରଥମ ମୁଖ୍ୟ ବିଚାରପତି ଜଷ୍ଟିସ ବୀରକିଶୋର ରାୟଙ୍କ ଶ୍ରାଦ୍ଧଦିବସ ପାଳିତ: ହାଇକୋର୍ଟ ପ୍ରତିଷ୍ଠାରେ ବୀରକିଶୋରଙ୍କ ଅବଦାନ ଅତୁଳନୀୟ

କଟକ ଅଫିସ,୨୭ା୭: ଓଡ଼ିଶା ହାଇକୋର୍ଟର ପ୍ରଥମ ମୁଖ୍ୟ ବିଚାରପତି ଜଷ୍ଟିସ ବୀରକିଶୋର ରାୟଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶୁକ୍ରବାର ହାଇକୋର୍ଟ ବାର୍‌ କନଭେନଶନ ହଲ୍‌ରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ…

ମିଠାଦୋକାନ ଉପରକୁ ବୋମାମାଡ଼ ଘଟଣା: ୪୮ ଘଣ୍ଟା ବିତିଲା, ଅଭିଯୁକ୍ତଙ୍କ ପତ୍ତା ପାଉନି ପୋଲିସ

କଟକ ଅଫିସ,୨୭ା୭: ବାଦାମବାଡି ଥାନା ଅନ୍ତର୍ଗତ ଖାନ୍‌ନଗର ଅଞ୍ଚଳରେ ଥିବା ନାଥସାହୁ ମିଠା ଦୋକାନ ଉପରେ ବୁଧବାର ବୋମାମାଡ ହୋଇଥିଲା। ଏହି ଘଟଣାକୁ ୪୮ ଘଣ୍ଟା ବିତିଯାଇଥିଲେ…

ମିଜାଇଲ୍‌ ମ୍ୟାନ୍‌ଙ୍କ ଶ୍ରାଦ୍ଧ ବାର୍ଷିକୀ: ଦେଶ ଦେଲା ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୭।୭: ଭାରତର ମିଜାଇଲ୍‌ ମ୍ୟାନ୍‌ ତଥା ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବ୍‌ଦୁଲ୍‌ କାଲାମଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶନିବାର ଦେଶ ଶ୍ରଦ୍ଧାଞ୍ଜଳି ଦେଇଛି। ୨୦୧୫ ଜୁଲାଇ ୨୭ରେ ଶିଲଂ…

ଶୁଟିଂ ବେଳେ ଚେତାଶୂନ୍ୟ ହେଲେ ବରୁଣ ଧଓ୍ବନ

ମୁମ୍ବାଇ: କଳାକାର ହେବ ତ ଅଭିନେତା ବରୁଣ ଧଓ୍ବନଙ୍କ ଭଳି,ଯିଏକି ନିଜ କାମକୁ ଶହେ ପ୍ରତିଶତ ଦେବାକୁ ସର୍ବଦା ଚେଷ୍ଟିତ। ଏଭଳି କିଛି ଚର୍ଚ୍ଚା ଆଜିକାଲି ବଲିଉଡ୍‌ର…

୧୯ବର୍ଷ ହେଲା ତଣ୍ଡ ଗଣୁଛନ୍ତି ହିତାଧିକାରୀ

କଟକ ଅଫିସ,୨୭ା୭: ମର୍କତନଗର ସେକ୍ଟର-୧୩ରେ ଜମି କିଣିଥିବା ହିତାଧିକାରୀ ଏବେ ବି ତଣ୍ଡ ଗଣୁଛନ୍ତି। ଜମି କିଣିବାକୁ ଇତିମଧ୍ୟରେ ୧୯ବର୍ଷ ପୂରଣ ହେଲାଣି। ବର୍ଗଫୁଟ ୫୦ପଇସା ହିସାବରେ…

ରେଲଓ୍ବେ ଏବେ ଖାଲି ପ୍ଲାଷ୍ଟିକ ବୋତଲ ବଦଳରେ ଦେବ ୫ ଟଙ୍କା

ନୂଆଦିଲ୍ଲୀ,୨୭।୭: ଦିନକୁ ଦିନ ପ୍ଲାଷ୍ଟିକର ବ୍ୟବହାର ବଢିଥିବା ବେଳେ ଏହାକୁ ନେଇ ପରିବେଶ ପ୍ରଦୂଷଣର ମାତ୍ରା ମଧ୍ୟ ବଢିବାରେ ଲାଗିଛି। ଏହି ଅସୁବିଧାରୁ ମୁକ୍ତି ପାଇବା ପାଇଁ…