କଟକ ରୋଡ,୨୭ା୭(ଡି.ଏନ୍.ଏ.): ରାଜଧାନୀର ଅଧିକାଂଶ ବାରରେ ଯୁବତୀ ଗୀତ ଗାଇବା ପାଇଁ କେତେଜଣ ବାର ମାଲିକ ଅନୁମତି ପାଇଛନ୍ତି। କିନ୍ତୁ ଏଭଳିସ୍ଥଳେ ଗୀତ ଗାଇବା ନଁ।ରେ ବାରରେ…
ବଅଁରପାଳ,୨୭।୭(ଡି.ଏନ୍.ଏ): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଲକ୍ଷ୍ମଣପୁର ଗଁ। ନିକଟରେ ତିଆରି ହୋଇଥିବା ନାଲକୋ ପାଚେରୀ ଶନିବାର ସକାଳୁ ଭାଙ୍ଗିଯାଇଛି। ଲଗାତାର ବର୍ଷା ହେବା ଯୋଗୁ ଏହି…
ଓ୍ବାଶିଂଟନ୍,୨୭।୭: ଭାରତ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ତେବେ ଏଥିରୁ ଆମେରିକା ବେଶ୍ ଲାଭରେ ରହିଥିବା କୁହାଯାଉଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କ ଆମେରିକା…
ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲ ପାହାଡ଼ି ଗାଁର ଭାଲୁଘରା ସାହିର ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ମୃତଦେହକୁ ଶନିବାର ପୋଲିସ ଜବତ…
ବେଙ୍ଗାଲୁରୁ,୨୭।୭: କର୍ନାଟକ ରାଜନୀତିରେ ବହୁ ସମୟ ଧରି ଲାଗି ରହିଥିବା ନାଟକ ପରେ ଶେଷରେ ଭାଜପା ନେତା ବିଏସ୍ ୟେଦୁରପ୍ପା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ…
ବାଲିଆପାଳ, ୨୭।୭(ସ୍ବ.ପ୍ର.): ନାବାଳକଙ୍କ ମୃତ୍ୟୁକୁ ନେଇ ବାଲିଆପାଳ କମର୍ଦା ମୁଖ୍ୟରାସ୍ତା ଉଲୁଡ଼ା ଛକ ନିକଟରେ ଶନିବାର ସକାଳେ ରାସ୍ତା ଅବରୋଧ କରାଯାଇଛି। ମୃତଦେହ ନେଇ ଆସିଥିବା ଆମ୍ବୁଲାନ୍ସ…
ଶ୍ରୀନଗର,୨୭।୭: ଉତ୍ତର କଶ୍ମୀର କୁପଓ୍ବାରା ଜିଲାରେ ଶନିବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ଜଣେ ଭାରତୀୟ ସେନା ଯବାନଙ୍କ ମୃତ୍ୟୁ ଘଟିଛି। ସେ ହେଉଛନ୍ତି ଆର୍ଆର୍-୫୭ର…
ମୁମ୍ବାଇ,୨୭।୭: ମାୟାନଗରୀ ପୁଣି ବୁଡି ଯାଇଛି। ଗୁରୁବାର ରାତିରେ ହୋଇଥିବା ପ୍ରବଲ ବର୍ଷାରେ ଅଧିକାଂଶ ସ୍ଥାନରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହେବା ସହ ଟ୍ରେନ୍ ଓ…
ଶ୍ରୀନଗର,୨୭।୭: ଜମ୍ମୁ-କଶ୍ମୀରର ଶୋପିଆନ୍ରେ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ମୃତକଙ୍କ ମଧ୍ୟରେ ଜୈଶ୍-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର କମାଣ୍ଡର ମୁନା…