କୋର୍ଟକୁ ମନ୍ଦିର ସହ ତୁଳନା କଲେ ପୀଡ଼ିତାଙ୍କ ମା’ ବାପା : ଏଭଳି ସବୁ ଦୋଷୀଙ୍କୁ ଫାଶୀ ମିଳୁ

ଅନୁଗୋଳ ଅଫିସ, ୨୭।୭ - ଅନୁଗୋଳ ସହର ଉପକଣ୍ଠରେ ଘଟିଥିବା ନାବାଳିକା ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟଣାର ରାୟକୁ ସବୁ ମହଲରେ ସ୍ବାଗତ କରାଯାଇଛି। ଅନୁଗୋଳ…

ଜଲ୍‌ଦି ବାହାଘର ଗୁଜବକୁ ଅସ୍ବୀକାର

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁର ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେଉଥିବା ବିଷୟକୁ ଆଲିଆଙ୍କ ପରିବାର ପକ୍ଷରୁ ଅସ୍ବୀକାର କରାଯାଇଛି। ଆଲିଆ ବିଶିଷ୍ଟ…

ସମନ୍ବୟ କମିଟି ସଚେତନତା ବୈଠକ : ଫାଇଲେରିଆମୁକ୍ତ ଜିଲା ଆହ୍ବାନ

ଢେଙ୍କାନାଳ ଅଫିସ, ୨୭।୭ - ଢେଙ୍କାନାଳକୁ ଫାଇଲେରିଆମୁକ୍ତ କରିବାକୁ ଅଣ୍ଟା ଭିଡ଼ିଛି ଜିଲା ପ୍ରଶାସନ। ଏ ନେଇ ଶୁକ୍ରବାର ଅପରାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଆୟୋଜିତ…

ଅକ୍ଷରଧାମ୍‌ ଆକ୍ରମଣର ମାଷ୍ଟର ମାଇଣ୍ଡ ଗିରଫ

ଗାନ୍ଧୀନଗର,୨୭ା୭(ପି.ଟି.): ଅକ୍ଷରଧାମ୍‌ ମନ୍ଦିର ଆକ୍ରମଣ ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ମହମ୍ମଦ ୟାସିନ୍‌ ଭଟ୍ଟଙ୍କୁ ଗୁଜରାଟ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌) ଶୁକ୍ରବାର ଜମ୍ମୁ-କଶ୍ମୀରର ଅନନ୍ତନାଗରୁ ଗିରଫ କରିଛି।…

ରାଷ୍ଟ୍ରୀୟ କିକ୍‌ ବକ୍ସିଂ ପ୍ରତିଯୋଗିତା: ଓଡ଼ିଶାକୁ ୨୦ ପଦକ

ବଅଁରପାଳ, ୨୭।୭(ଡି.ଏନ.ଏ.) - ଚଳିତ ମାସ ୧୮ ତାରିଖ ଠାରୁ ୨୧ ପର୍ଯ୍ୟନ୍ତ ହରିୟାଣାର ରୋହତକ ସ୍ଥିତ ଏମ୍‌ଡିୟୁ ବିଶ୍ୱ ବିଦ୍ୟାଳୟରେ ସିନିୟର ରାଷ୍ଟ୍ରୀୟ କିକ୍‌ ବକ୍ସିଂ…

ଚେଇଁ ଶୋଇଛନ୍ତି ବିଏମ୍‌ସି ଡ୍ରେନେଜ ବିଭାଗ ଅଧିକାରୀ: ସହରର ୪୦% ଡ୍ରେନ୍‌ରେ ଢାଙ୍କୁଣି ନାହିଁ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଧୀନ ୬୭ଟି ଓ୍ବାର୍ଡରେ ମୋଟ ୬୫୦କିମିର ଆଭ୍ୟନ୍ତରୀଣ ଡ୍ରେନ ଓ ୬୦ କିମିର ୧୦ଟି ମୁଖ୍ୟ ଡ୍ରେନ୍‌ ରହିଛି। ତନ୍ମଧ୍ୟରୁ…

ଶିକ୍ଷୟିତ୍ରୀଙ୍କୁ ବଦଳି ଦାବି: ସ୍କୁଲରେ ତାଲା ପକାଇ ପ୍ରତିବାଦ

ଭୁବନ, ୨୭।୭(ଡି.ଏନ.ଏ.)- ଭୁବନ ବ୍ଲକ ବାଲିଝାଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷୟିତ୍ରୀ ପୁଷ୍ପଲତା ହୋତାଙ୍କୁ ବଦଳି ଦାବିରେ ଶୁକ୍ରବାର ସ୍କୁଲ ଫାଟକରେ ତାଲା ପକାଇ ପ୍ରତିବାଦ…

୯ ଭାରତୀୟଙ୍କୁ ମୁକ୍ତକଲା ଇରାନ

ନୂଆଦିଲ୍ଲୀ,୨୭ା୭(ଆଇଏଏନ୍‌ଏସ୍‌): ହର୍ମୁଜ୍‌ ପ୍ରଣାଳୀରେ ପାନାମାର ଏକ ତୈଳବାହୀ ଜାହାଜକୁ ଇରାନ ଗତ ୧୩ ତାରିଖରେ ଜବତ କରିଥିବାବେଳେ ସେଥିରେ ଥିବା ୧୨ ଭାରତୀୟ କର୍ମଚାରୀଙ୍କ ମଧ୍ୟରୁ ୯…

ସୁଆର ମହାସୁଆର ନିଯୋଗ ନିର୍ବାଚନ: ପ୍ରାର୍ଥିପତ୍ର ଯାଞ୍ଚ ସରିଲା, ଆଜି ପ୍ରତ୍ୟାହାର

ପୁରୀ ଅଫିସ, ୨୭ା୭: ଆସନ୍ତା ଅଗଷ୍ଟ ୧୦ ତାରିଖରେ ଶ୍ରୀମନ୍ଦିରର ସୁଆର ମହାସୁଆର ନିଯୋଗ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରେ ନାମାଙ୍କନପତ୍ର ଦାଖଲ…

ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟ ବନ୍ଦ ପାଇଁ ରାଜ୍ୟ ସଭାରେ ଦାବି

ନୂଆଦିଲ୍ଲୀ,୨୭ା୭(ପି.ଟି.): ଓଡିଶାର ଆଦିବାସୀ ଓ ସେମାନଙ୍କ ଜମିର ସୁରକ୍ଷା ପାଇଁ ଆନ୍ଧ୍ରପ୍ରଦେଶରେ ପୋଲାଭରମ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ଶୁକ୍ରବାର ବିଜେଡି ଏମ୍‌ପି ସସ୍ମିତ ପାତ୍ର…