୫୦୦ ଏଏସ୍‌ଓଙ୍କୁ ନିଯୁକ୍ତି ପ୍ରଦାନ: ନିଷ୍ଠାପର ମନୋଭାବ ରଖି ସେବା କର; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ରାଜ୍ୟ ସଚିବାଳୟରେ ନୂତନ ଭାବେ ନିଯୁକ୍ତ ହୋଇଥିବା ସହକାରୀ ଉପଅଧିକାରୀ (ଏଏସ୍‌ଓ)ଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ…

ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି : ଡେରେକ୍‌ଙ୍କୁ ସିବିଆଇ ସମନ

ନୂଆଦିଲ୍ଲୀ,୨୭ା୭(ପି.ଟି.): ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାର ତଦନ୍ତରେ ସାମିଲ ହେବା ଲାଗି ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ଡେରେକ୍‌ ଓ’ବ୍ରିଏନ୍‌ଙ୍କୁ ସିବିଆଇ ସମନ ଜାରି କରିଛି। ଅଗଷ୍ଟ…

ମିଶର, ଗ୍ରୀସ୍‌ ସହ ରହିଛି ପୁରୀର ସାମଞ୍ଜସ୍ୟ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ପ୍ରାଚୀନ ଇଜିପ୍ଟ, ବେବିଲୋନ୍‌ ଓ ମିଶର ସଂସ୍କୃତି ସହ ଶ୍ରୀଜଗନ୍ନାଥ ସଂସ୍କୃତିର ଅନେକ ସାମଞ୍ଜସ୍ୟ ରହିଛି। ପଣ୍ଡିତ ନୀଳକଣ୍ଠ ଦାସ ଏକଦା କହିଥିଲେ ଶ୍ରୀଜଗନ୍ନାଥ ଦର୍ଶନତତ୍ତ୍ବ…

ରାଜ୍ୟ ସଭା ଅଧ୍ୟକ୍ଷଙ୍କୁ ୧୭ ବିରୋଧୀ ଦଳର ଚିଠି : ବିନା ଯାଞ୍ଚରେ ଗୃହୀତ ହେଉଛି ବିଲ୍‌

ନୂଆଦିଲ୍ଲୀ,୨୭ା୭(ପି.ଟି.): ପାର୍ଲାମେଣ୍ଟରେ ସରକାର ତରବରିଆ ଭାବେ ବିଲ୍‌ ଗୃହୀତ କରାଇ ନେଉଥିବାରୁ ଏହା ଉପରେ ଚିନ୍ତା ପ୍ରକଟ କରି ୧୭ଟି ବିରୋଧୀ ଦଳ ରାଜ୍ୟ ସଭା ଅଧ୍ୟକ୍ଷ…

ଜିଲାପାଳଙ୍କୁ ଭେଟିଲେ ମୁମ୍ବାଇର ଛାତ୍ରୀଛାତ୍ର

ଛତ୍ରପୁର,୨୭ା୭(ଡି.ଏନ.ଏ.)-ମୁମ୍ବାଇରେ ସିଭିଲ୍‌ ସର୍ଭିସ୍‌ କୋଚିଂ ନେଉଥିବା ସେଠାକାର କେତେଜଣ ଛାତ୍ରୀଛାତ୍ର ଶୁକ୍ରବାର ସ୍ଥାନୀୟ ଡିଆରଡିଏ କାର୍ଯ୍ୟାଳୟରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟିଛନ୍ତି। ନିଜ ଅଞ୍ଚଳରୁ…

ନୂଆ ରୂପରେ ‘ଓଡ଼ିଶା ପର୍ଯ୍ୟଟନ’

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଦୀର୍ଘଦିନର ପ୍ରତୀକ୍ଷା ପରେ ନୂଆ ରୂପ ପାଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ ଓ୍ବେବ୍‌ସାଇଟ୍‌। ଓଡ଼ିଶା ପର୍ଯ୍ୟଟନର ଏହି ନୂଆ ଓ୍ବେବ୍‌ସାଇଟ୍‌ www.odishatourism.gov.inକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ…

ଦୁର୍ଘଟଣା ହ୍ରାସ, ଜିରୋ କାଜୁଆଲଟିକୁ ଗୁରୁତ୍ୱ

ଛତ୍ରପୁର,୨୭ା୭(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଗଞ୍ଜାମ ଏସପିଙ୍କ କାର୍ଯ୍ୟାଳୟର ସମ୍ମିଳନୀ ଗୃହରେ ଶୁକ୍ରବାର ସଡ଼କ ସୁରକ୍ଷା ସମ୍ପର୍କୀତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସପି ବ୍ରିଜେଶ କୁମାର ରଏ ଅଧ୍ୟକ୍ଷତା…

ଭିଡ଼ହିଂସା: କାର୍ଯ୍ୟକାରୀ ହେଉନି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ; କେନ୍ଦ୍ର, ରାଜ୍ୟ ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୨୭ା୭(ପି.ଟି.): ଭିଡ଼ହିଂସା ଏବଂ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା ହେଉଥିବା ହିଂସାକାଣ୍ଡ ରୋକିବା ଲାଗି ଗତବର୍ଷ ସୁପ୍ରିମକୋର୍ଟ ଏକାଧିକ ନିର୍ଦ୍ଦେଶ ଦେବା ସତ୍ତ୍ୱେ ତାହା କାର୍ଯ୍ୟକାରୀ ହେଉ ନ…

ଝିଅର ଆର୍‌ଟିଆଇ ତଥ୍ୟ ମା’ହତ୍ୟା ଘଟଣାର ଗୁମର ଖୋଲିଲା: ୮ ବର୍ଷ ପରେ ଖପୁରି ଉଦ୍ଧାର

ସମ୍ବଲପୁର, ୨୭।୭ (ବ୍ୟୁରୋ): ଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)ରେ ପିଏଚ୍‌ଡି କରୁଥିବା ଜଣେ ଛାତ୍ରୀ ସୂଚନା ଆଇନ ବଳରେ ତାଙ୍କ ମା’ଙ୍କ ନିଖୋଜ ନେଇ ଡିଜି…

ଖଲ୍ଲିକୋଟ କଲେଜରେ ଛାତ୍ର ଅଶାନ୍ତି

ବ୍ରହ୍ମପୁର ଅଫିସ୍‌,୨୭ା୭-ଖଲ୍ଲିକୋଟ ସ୍ବୟଂ ଶାସିତ ମହାବିଦ୍ୟାଳୟ ଏବଂ ଖଲ୍ଲିକୋଟ ଜୁନିୟର୍‌ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟାକୁ ନେଇ ଶୁକ୍ରବାର କେତେକ ଛାତ୍ର ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟ…