ସଭରେନ ବଣ୍ଡ ହେଲା କାଳ;ଗର୍ଗଙ୍କ ବଦଳି ପଛରେ ଆର୍‌ଏସ୍‌ଏସ୍‌ର ହାତ ସନ୍ଦେହ

ନୂଆଦିଲ୍ଲୀ,୨୭-୭: ଆର୍ଥିକ ବ୍ୟାପାର ସଚିବ ସୁଭାଷ ଚନ୍ଦ୍ର ଗର୍ଗଙ୍କୁ ବଦଳି ପଛରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ହାତ ରହିଥିବା ସନ୍ଦେହ କରାଯାଉଛି। ବିଦେଶୀ ସଭରେନ ବଣ୍ଡ ପାଇଁ…

ଅନୁଗୋଳ ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ

ଅନୁଗୋଳ ଅଫିସ, ୨୭।୭: ଅନୁଗୋଳ ସହର ଉପକଣ୍ଠରେ ଗତ ଜାନୁୟାରୀ ୨୦ରେ ଘଟିଥିବା ନାବାଳିକା ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟଣାର ରାୟ ଶୁକ୍ରବାର ପ୍ରକାଶ ପାଇଛି।…

ନୀରବ ମୋଦି ଦୁର୍ନୀତି ପରେ;ପ୍ରଥମଥର ଲାଭ କଲା ପିଏନ୍‌ବି

ନୂଆଦିଲ୍ଲୀ,୨୭-୭: ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଦ୍ୱାରା ଦେଶର ସର୍ବବୃହତ ବ୍ୟାଙ୍କିଙ୍ଗ୍‌ ଦୁର୍ନୀତି ହେବା ପରେ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ପ୍ରଥମଥର ଲାଭର ମୁହଁ ଦେଖିଛି। ବ୍ୟାଙ୍କ…

ନିଶାନ ମୋଟରରୁ ଛଟେଇ ହେବେ ୧୭୦୦ ଭାରତୀୟ

ମୁମ୍ବାଇ,୨୭-୭: ମାନ୍ଦାବସ୍ଥା ସାମ୍ନା କରୁଥିବା ଅଟୋ ସେକ୍ଟରରେ ଲକ୍ଷାଧିକ ସଂଖ୍ୟାରେ କର୍ମଚାରୀ ବେକାର ହେବାକୁ ଯାଉଛନ୍ତି। ଭାରତୀୟ ବଜାର ମଧ୍ୟ ଏହି ଜାଲରେ ପଡିଛି। ଜାପାନର କାର…

ହ୍ବାଟ୍ସଆପ୍‌ ପେମେଣ୍ଟ ସର୍ଭିସ;ସମ୍ଭାବ୍ୟ ବିପଦ ନେଇ ସରକାର ଚିନ୍ତାରେ

ନୂଆଦିଲ୍ଲୀ,୨୭-୭: ହ୍ବାଟ୍ସଆପ୍‌ ପକ୍ଷରୁ ଚଳିତ ବର୍ଷ ଶେଷାର୍ଦ୍ଧରେ ଭାରତରେ ପେମେଣ୍ଟ ସର୍ଭିସ ଆରମ୍ଭ କରାଯିବ ବୋଲି ଘୋଷଣା କରାଯାଇଛି। ଫେସ୍‌ବୁକ୍‌ର ସହାୟକ କମ୍ପାନୀ ପକ୍ଷରୁ ଆରମ୍ଭ ହେବାକୁ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହକଲା ଏବିଭିପି

ବ୍ରହ୍ମପୁର ଅଫିସ, ୨୭ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀ ନିବାସ ଭୁଶୁଡ଼ିବା ଘଟଣାର ୨୪ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ପରେ ବି ତଦନ୍ତ ନେଇ କୌଣସି କମିଟି ଗଠନ କରାଯାଇ…

‘୨୫ ବିମାନବନ୍ଦର ଘରୋଇକରଣ ହେବ’

ନୂଆଦିଲ୍ଲୀ,୨୭-୭: କେନ୍ଦ୍ର ସରକାର ପରବର୍ତ୍ତୀ ପର୍ଯ୍ୟାୟରେ ଦେଶର ୨୦ରୁ ୨୫ ବିମାନବନ୍ଦରକୁ ଘରୋଇକରଣ କରିବେ ବୋଲି ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ଅଧ୍ୟକ୍ଷ ଗୁରୁପ୍ରସାଦ ମହାପାତ୍ର ଶୁକ୍ରବାର…

ଆଇଟି ସେକ୍ଟରରେ ଦରମା ତାରତମ୍ୟ;କର୍ମଚାରୀଙ୍କଠୁ ୪୫୫ ଗୁଣା ଅଧିକ ପାଆନ୍ତି ଓ୍ବିପ୍ରୋ ସିଇଓ

ନୂଆଦିଲ୍ଲୀ,୨୭-୭: ଦେଶର ସୂଚନା ପ୍ରଯୁକ୍ତି(ଆଇଟି) କ୍ଷେତ୍ରରେ ଶୀର୍ଷ କମ୍ପାନୀଗୁଡ଼ିକର ସିଇଓ ତଥା କର୍ମଚାରୀଙ୍କ ମଧ୍ୟରେ ବେତନ ତାରତମ୍ୟ କ୍ରମାଗତ ବଢ଼ିଚାଲିଛି। ଆର୍ଥିକ ବର୍ଷ ୨୦୧୮-୧୯ରେ ଏହି ପ୍ରଭେଦ…

ଢାବାରେ ନାବାଳକଙ୍କ ମୃତ୍ୟୁ ନେଇ ଲଙ୍କାକାଣ୍ଡ: ଆତ୍ମହତ୍ୟା ରୂପ ଦେବାରୁ ପୋଲିସକୁ ମାଡ଼

ବାଲିଆପାଳ,୨୭।୭ (ଡି.ଏନ.ଏ./ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ଇଡକୋ ଛକସ୍ଥିତ ରାଜଧାନୀ ଢାବାରେ କାମ କରୁଥିବା ଜଣେ ୧୫ ବର୍ଷର ନାବାଳକଙ୍କୁ ହତ୍ୟା କରାଯିବା ଅଭିଯୋଗ ନେଇ ସାରା…

ନିମ୍ନମାନର କାର୍ଯ୍ୟ : ଗହୀର ମଝିରେ ଭାଙ୍ଗିପଡ଼ିଲା ୮ ବିଦ୍ୟୁତ୍‌ ଖୁଣ୍ଟ

ବାଲିଆ,୨୭।୭: ଫନୀ ବାତ୍ୟା ପରେ ବିଦ୍ୟୁତ୍‌ ଖୁଣ୍ଟ, ତାର ଆଦି ପୁନରୁଦ୍ଧାର ଓ ମରାମତି କାର୍ଯ୍ୟ କିପରି ନିମ୍ନମାନର ହୋଇଛି ତାହାର ଉଦାହରଣ ଦେଖିବାକୁ ମିଳିଛି ରଘୁନାଥପୁର…