ଆନନ୍ଦ ବଜାର ଶୃଙ୍ଖଳା ଭେଳିକି: ଖୋଲିଲାନି ଅଭିଯୋଗ ପ୍ରକୋଷ୍ଠ

ପୁରୀ ଅଫିସ,୨୬ା୭: ଶ୍ରୀମନ୍ଦିରରେ ଶୃଙ୍ଖଳା ଓ ସ୍ବଚ୍ଛତା ଆଣିବା ଲାଗି ଏକାଧିକ ନିଷ୍ପତ୍ତି ହେଉଛିି। ହେଲେ ଏହି ନିଷ୍ପତ୍ତି ମଧ୍ୟରୁ ଅନେକ ବାସ୍ତବତାର ରୂପ ନେଇପାରୁନିି। ଆନନ୍ଦ…

ଆରମ୍ଭ ହେଲା ରଥ ଭଙ୍ଗା

ପୁରୀ ଅଫିସ, ୨୬ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ…

୧୦୦ ମିଟର ଫ୍ରି-ଷ୍ଟାଇଲ ରେକର୍ଡ ବଜାୟ ରଖିଲେ ମାନୁଏଲ୍‌

ଗ୍ବାଙ୍ଗଜୁ (ଦକ୍ଷିଣ କୋରିଆ), ୨୬ା୭ (ଏଏଫ୍‌ପି)-ଆମେରିକାର ସିମୋନ୍‌ ମାନୁଏଲ୍‌ ତାଙ୍କ ୧୦୦ ମିଟର ଫ୍ରିଷ୍ଟାଇଲ ବିଶ୍ୱ ଟାଇଟଲ ବଜାୟ ରଖିଛନ୍ତି। ଗ୍ବାଙ୍ଗଜୁରେ ଏହି ଅଲିମ୍ପିକ ଚାମ୍ପିୟନ ୫୨.୦୪…

ନାଟ୍ୟ କଳା ମହାସଂଘର ସାଙ୍ଗଠନିକ ସଭା: ସରକାରୀ ପ୍ରୋତ୍ସାହନ ଯୋଗାଇ ଦିଆଯାଉ

ଜୁନାଗଡ,୨୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ଆରଏମ୍‌ସି ଗୋଦାମଠାରେ ଶୁକ୍ରବାର ନାଟ୍ୟ କଳା ମହାସଂଘର ଏକ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ଓ ଗୋଲାମୁଣ୍ଡା ବ୍ଲକ…

ବେଲ୍‌ଫାଷ୍ଟ ଟାଇଟାନ୍ସରୁ ଖେଳିବେ ଡୁ’ପ୍ଲେସି

ମୁମ୍ବାଇ, ୨୬ା୭ (ପି.ଟି.)- ୟୁରୋ ଟି୨୦ ସ୍ଲାମ୍‌ ଟୁର୍ନାମେଣ୍ଟରେ ଖେଳିବା ଲାଗି ଦକ୍ଷିଣ ଆଫ୍ରିକା କ୍ରିକେଟ ଅଧିନାୟକ ଫାଫ୍‌ ଡୁ’ପ୍ଲେସି ବେଲ୍‌ଫାଷ୍ଟ ଟାଇଟାନ୍ସ ଫ୍ରାଞ୍ଚାଇଜ୍‌ ଦଳରେ ଯୋଗ…

ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ ମାମଲା:  ଅଭିଯୁକ୍ତଙ୍କୁ ୫ବର୍ଷ କାରାଦଣ୍ଡ

ଢେଙ୍କାନାଳ ଅଫିସ, ୨୬।୭-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରେ ୨୦୧୫ରେ ଘଟିଥିବା ନାବାଳିକା ଛାତ୍ରୀ (୧୬ବର୍ଷ) ବଳାତ୍କାର ଘଟଣାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ…

ସ୍ପଷ୍ଟ ଦିବାଲୋକରେ ଲୁଟେରା ଆତଙ୍କ: ବାଇକ୍‌ ଡିକି ଭାଙ୍ଗି ୨୯ ହଜାର ଲୁଟ୍‌

ଭୁବନ, ୨୬।୭(ଡି.ଏନ.ଏ.)-ଭୁବନ ବସ୍‌ଷ୍ଟାଣ୍ଡରୁ ଶୁକ୍ରବାର ଅପରାହ୍ନ ୨ଟାରେ ବାଇକ୍‌ ଡିକି ଭାଙ୍ଗି ୨୯ ହଜାର ଟଙ୍କା ଏବଂ ଜରୁରୀ କାଗଜପତ୍ର ଲୁଟ୍‌ ହୋଇଛି। ଲୁଟ୍‌ର ଶିକାରଯ ହୋଇଛନ୍ତି…

ଏନ୍‌ଏଚ୍‌ ଉପରେ ବର୍ଷାପାଣି ସୁଅ: ୨ ଘଣ୍ଟା ଯାତାୟାତ ବ୍ୟାହତ

କାମାକ୍ଷାନଗର, ୨୬ା୭(ଡି.ଏନ୍‌.ଏ.)-ଲଘୁଚାପ ପ୍ରଭାବରେ ହୋଇଥିବା ଲଗାଣବର୍ଷାରେ କାମାକ୍ଷାନଗର ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥର ବାଇସିଙ୍ଗାଗଡ଼ାରେ ୨ଫୁଟ ପାଣି ଜମି ରହିଥିଲା। ଫଳରେ ୨ ଘଣ୍ଟା ଧରି…

ଶୁଳିଆପଦା ବ୍ଲକ୍‌ରେ ସର୍ବାଧିକ ବର୍ଷା

ବାରିପଦା ଅଫିସ,୨୬।୭- ମୟୂରଭଞ୍ଜ ଜିଲାରେ ବୁଧବାର ସନ୍ଧ୍ୟାରୁ ବିଭିନ୍ନ ସମୟରେ ବର୍ଷା ହେଉଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଜିଲାରେ ମୋଟ ୪୯୦.୧୮ ମିମି ବର୍ଷା ହୋଇଥିବା ଜଣାପଡିଛି।…

ଅଜଗର ଉଦ୍ଧାର

ଠାକୁରମୁଣ୍ଡା,୨୬ା୭(ଡି.ଏନ୍‌.ଏ.)- ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଭରାଣ୍ଡିହା ପଞ୍ଚାୟତର ଗମ୍ଭାରୀଆ ଗ୍ରାମରୁ ବନବିଭାଗ ଏକ ଅଜଗର ଉଦ୍ଧାର କରିଛି। ଶୁକ୍ରବାର ଭରାଣ୍ଡିହା ସମିତି ସଭ୍ୟ ରଘୁନାଥ…