ଆର୍‌ଟିଆଇ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୨୬।୭(ପି.ଟି.):ସୂଚନା ଅଧିକାର ଆଇନ (ସଂଶୋଧନ) ବିଲ୍‌ ପାର୍ଲାମେଣ୍ଟର ଅନୁମୋଦନ ଲାଭ କରିଛି। ୨୨ ତାରିଖରେ ବିଲ୍‌ ଲୋକ ସଭାରେ ଗୃହୀତ ହୋଇଥିବାବେଳେ ଗୁରୁବାର ରାଜ୍ୟ ସଭାରେ ପାରିତ…

ତିନି ତଲାକ୍‌ ବିଲ୍‌କୁ ଲୋକ ସଭାର ମଞ୍ଜୁରୀ

ନୂଆଦିଲ୍ଲୀ,୨୬।୭:ତତ୍କାଳ ତିନି ତଲାକ୍‌କୁ ବେଆଇନ ଏବଂ ଦଣ୍ଡନୀୟ ଅପରାଧରେ ପରିଣତ କରିବା ଲାଗି ସରକାର ଆଣିଥିବା ବିଲ୍‌ ଗୁରୁବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ବିଲ୍‌ ସପକ୍ଷରେ…

କର୍ନାଟକରେ ଜାରି ହୋଇପାରେ ରାଷ୍ଟ୍ରପତି ଶାସନ:୩ ବିଦ୍ରୋହୀ ବିଧାୟକ ଅଯୋଗ୍ୟ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୬।୭(ପି.ଟି.):କର୍ନାଟକରେ ଏଚ୍‌.ଡି. କୁମାରସ୍ବାମୀଙ୍କ ନେତୃତ୍ୱାଧୀନ ୧୪ ମାସିଆ ମେଣ୍ଟ ସରକାର ଆସ୍ଥାଭୋଟରେ ପରାଜିତ ହେବାର ଦୁଇଦିନ ପରେ ବିଧାନସଭା ବାଚସ୍ପତି କେ.ଆର. ରମେଶ କୁମାର ୩ ବିଦ୍ରୋହୀ…

ମଧ୍ୟପ୍ରଦେଶରେ ଓଲଟା ଖେଳ

ଭୋପାଳ,୨୬।୭:ଭାଜପା କର୍ନାଟକରେ ଶାସକ ମେଣ୍ଟର ବିଦ୍ରୋହୀ ବିଧାୟକଙ୍କୁ ଧରି କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରର ପତନ ଘଟାଇବାରେ ସଫଳ ହୋଇଥିବାବେଳେ ମଧ୍ୟପ୍ରଦେଶରେ ଏହାର ଓଲଟା ଖେଳ ଦେଖିବାକୁ ମିଳିଛି।…

ଯୁକ୍ତ ୨ ପଢ଼ିବାକୁ ଆଗ୍ରହ ଦେଖାଉନାହାନ୍ତି ଛାତ୍ରୀଛାତ୍ର : ବଢୁଛି କଲେଜ, କମୁଛନ୍ତି ପିଲା

ଭୁବନେଶ୍ୱର, ୨୬।୭(ବ୍ୟୁରୋ) : ରାଜ୍ୟରେ ପ୍ରତିବର୍ଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ ୨ କଲେଜ ସଂଖ୍ୟା ବଢୁଛି। ହେଲେ ସେହି ଅନୁପାତରେ ପିଲା ହେଉନାହାନ୍ତି। ମାଟ୍ରିକ୍‌ରେ ପାସ୍‌…

୪ ବର୍ଷରେ ବନ୍ଦ ହୋଇଥିଲା ଆର୍‌ଏଓ୍ବାଇ : ୭ ସହରରୁ ୩ ସହରରେ ପ୍ରକଳ୍ପ ଶୂନ

ଭୁବନେଶ୍ୱର, ୨୬।୭(ବ୍ୟୁରୋ) : ରାଜୀବ ଆବାସ ଯୋଜନା(ଆର୍‌ଏଓ୍ବାଇ) ୨୦୧୧ରୁ ଆରମ୍ଭ ହୋଇ ୨୦୧୫ ଜୁନ୍‌ ମାସରେ ବନ୍ଦ ହୋଇଯାଇଥିଲା। ଓଡିଶାର ୭ଟି ସହରକୁ ଏହି ଯୋଜନାରେ ସାମିଲ…

ରାଜ୍ୟରେ ୮୫ ଲକ୍ଷ ବେକାରି, ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ରହୁଛନ୍ତି ଯୁବଗୋଷ୍ଠୀ : ନରସିଂହ

ଭୁବନେଶ୍ୱର,୨୬ା୭(ବ୍ୟୁରୋ) : ରାଜ୍ୟରେ ଉତ୍କଟ ହେଉଛି ବେକାରି ସମସ୍ୟା। ନିଯୁକ୍ତି ନ ପାଇ ବେକାର ଯୁବକ ଡ୍ରଗ ଆଡିକ୍ଟେଡ ହେବା ସହ ବ୍ରାଉନସୁଗାର ଚୋରା ବେପାରରେ ଲିପ୍ତ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ : ଓବିସି, ଏସ୍‌ଇବିସିଙ୍କ ପାଇଁ ସଂରକ୍ଷଣ ଲାଗୁ କର

ଭୁବନେଶ୍ୱର,୨୬ା୭(ବ୍ୟୁରୋ) : ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ଏବଂ ସାମାଜିକ ଓ ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗ (ଏସ୍‌ଇବିସି) ଲୋକଙ୍କ ପାଇଁ ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଚାକିରି…

ଭତାରୁ ବଁଚିତ୍‌ ୧୫ ହକ୍‌ଦାର ହିତାଧିକାରୀ

କୋମନା,୨୬ା୭ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ କାଲିମାଟି ଗଁାର ୧୫ରୁ ଅଧ୍‌କା ହକ୍‌ଦାର ବୁଢ଼ାବୁଢ଼ି, ଭିନ୍ନକ୍ଷମ ଭତା ପାଏବାରୁ ବଁଚିତ୍‌ ହେଇଥିବାର ଅଭିଯୋଗ ହେଇଛେ।…

ବର୍ଷା ପାଇଁ ଇନ୍ଦ୍ର ପୂଜା

ବନ୍ତଳା, ୨୬ା୭(ଡି.ଏନ.ଏ.)-ଜଳାଭାବ ଓ ମରୁଡ଼ି ପରିସ୍ଥିତି ଆଶଙ୍କା ଯୋଗୁ ଚାଷୀ ଚିନ୍ତାରେ ପଡିଥିବାବେଳେ ବର୍ଷା ପାଇଁ ଅନୁଗୋଳ ଜିଲା ବନ୍ତଳା ଅଞ୍ଚଳ ପୋକତୁଙ୍ଗା ଗ୍ରାମରେ ଇନ୍ଦ୍ରପୂଜା ସହ…