ନୂତନ ଆର୍‌ଡିସି କାର୍ଯ୍ୟାଳୟ ଖୋଲିବାକୁ ନେଇ ମନ୍ତ୍ରୀଙ୍କୁ ଘେରିଲେ ବିରୋଧୀ, ଏ ବିଷୟରେ ଅନୁଧ୍ୟାନ କରିବାକୁ ରାଜସ୍ବମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ୧୩ଟି ଜିଲା ଥିଲା, ସେଥିପାଇଁ ୩ଟି ରାଜସ୍ବ ଡିଭିଜନ କମିଶନର(ଆର୍‌ଡିସି) ଖୋଲାଯାଇଥିଲା। ୧୩ରୁ ୩୦ ଜିଲା ହେଲା ମାତ୍ର କୌଣସି ନୂଆ ଆର୍‌ଡିସି କାର୍ଯ୍ୟାଳୟ ଖୋଲିଲା…

୫ ବର୍ଷ ହେଲାଣି ବାରଣ୍ଡାରେ ଚାଲିଛି ପାଠପଢ଼ା : ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତା ଅଭାବ

ଝରିଗାଁ,୨୫।୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ ବେଲଝରୀ ପ୍ରାଥମିକ ବିଦ୍ୟାଳୟରେ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତା ଅଭାବ ରହିଥିବା ଅଭିଯୋଗ ହେଉଛି। ଗ୍ରାମାଞ୍ଚଳରେ ଶିକ୍ଷାର ବିକାଶ…

କର୍ନାଟକରେ ହେବକି ରାଷ୍ଟ୍ରପତି ଶାସନ

ବେଙ୍ଗାଲୁରୁ,୨୫।୭: କର୍ନାଟକର ମେଣ୍ଟ ସରକାର ଭାଙ୍ଗି ଯିବା ପରେ ଏବେ ଭାଜପା ସେଠାରେ ସରକାର ଗଢିବାକୁ ଚାହିଁ ବସିଛି। ହେଲେ ଯେପର୍ଯ୍ୟନ୍ତ ବାଚସ୍ପତି ୧୬ ବିଦ୍ରୋହୀ ବିଧାୟକଙ୍କୁ…

ପୁଣି ବଡ ପରଦାକୁ ଫେରିବେ ଶିଳ୍ପା

ବଲିଉଡ ଅଭିନେତ୍ରୀ ଶିଳ୍ପ ସେଟ୍ଟୀ ପୁଣି ଥରେ ବଡ ପରଦାକୁ ଫେରିବେ। ଏକ କମେଡି ଫିଲ୍ମ ଜରିଆରେ ସେ ପୁଣି ନିଜର ଜଲଓ୍ବା ଦେଖାଇବେ। ଶେଷଥର ପାଇଁ…

ସାପକାମୁଡ଼ାରେ ମହିଳାଙ୍କ ଜୀବନଗଲା

କୋରୁକୋଣ୍ଡା,୨୫।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନାକାମାମୁ ପଞ୍ଚାୟତ ଅନ୍ତର୍ଗତ ବାମରାଇ ଗ୍ରାମର ବାଲିଆ ମୁଦୁଲିଙ୍କ ସ୍ତ୍ରୀ ସୁମି(୩୦)ଙ୍କ ବୁଧବାର ସନ୍ଧ୍ୟାରେ ସାପକାମୁଡ଼ାରେ ମୃତ୍ୟୁ ଘଟିଥିବା ସୂଚନା…

ପୁଅର ଅସ୍ଥି ଧରି ନ୍ୟାୟ ଭିକ୍ଷା କରୁଛନ୍ତି ୯୦ ବର୍ଷୀୟା ମା’

ସାହଦୋଲ,୨୫।୭: ମଧ୍ୟପ୍ରଦେଶର ସାହଦୋଲରେ ଜଣେ ୯୦ ବର୍ଷୀୟା ବୃଦ୍ଧା ମା’ ରତନି ପୁଅର ଅସ୍ଥି ଧରି ନ୍ୟାୟ ଭିକ୍ଷା କରୁଥିବା ଦେଖିବାକୁ ମିଳିଛି। ଦୀର୍ଘ ୧୧ ବର୍ଷ…

ରାଶିଫଳ: ଶୁକ୍ରବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ ଆଜି ଶୁକ୍ର ନକ୍ଷତ୍ରସ୍ଥ ଚନ୍ଦ୍ର ଆପଣଙ୍କୁ ଅର୍ଥ, ପାରିବାରିକ ସୌଖ୍ୟ ଓ ବନ୍ଧୁମିଳନଜନିତ ଆନନ୍ଦ ପ୍ରଦାନ କରିବ। ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା…

ମାରାଡୋନାଙ୍କ ସଫଳ ଅସ୍ତ୍ରୋପଚାର

ବୁଏନ୍ସ ଏରିଜ୍‌, ୨୫।୭ (ପି.ଟି.)- ବିଶ୍ୱକପ୍‌ ବିଜୟୀ ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ପୂର୍ବତନ ଅଧିନାୟକ ତଥା କିମ୍ବଦନ୍ତୀ ଫୁଟବଲର୍‌ ଡିଏଗୋ ମାରାଡୋନାଙ୍କ ଆଣ୍ଠୁ ଅସ୍ତ୍ରୋପଚାର ସଫଳତାର ସହ…

ପାକିସ୍ତାନ ବସ୍‌ ଡ୍ରାଇଭର୍‌ଙ୍କ ପୁଅ ହେଲେ ବ୍ରିଟେନର ଅର୍ଥମନ୍ତ୍ରୀ

ଲଣ୍ଡନ,୨୫ା୭: ନୂତନ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ପୂର୍ବତନ ଗୃହମନ୍ତ୍ରୀ ସାଜିଦ ଜାଭିଦଙ୍କୁ ଦେଶର ଅର୍ଥମନ୍ତ୍ରୀ କରିବାକୁ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ପଦ ଲାଗି ଦାବିଦାର ଥିବା…

ଏସପି ନେତାଙ୍କ ବିବାଦୀୟ ବୟାନ୍‌: ସ୍ତ୍ରୀଙ୍କୁ ଗୁଳି ମାରିଦେବାଠାରୁ ଭଲ ତିନି ତଲାକ

ନୂଆଦିଲ୍ଲୀ, ୨୫।୭: ମୁସଲମାନ ମହିଳାଙ୍କ ସୁରକ୍ଷା ପାଇଁ ସଂସଦରେ ଆଗତ ହେବାକୁ ଥିବା ତିନି ତଲାକ ବିଲ୍‌କୁ ନେଇ ଗୁରୁବାର ଗୃହରେ ହଙ୍ଗାମା ହୋଇଛି। କେନ୍ଦ୍ର ସରକାର…