କର୍ନାଟକ ସଙ୍କଟ: ୭୦ରୁ ଅଧିକ ଆଶାୟୀଙ୍କୁ ଅନୁମୋଦିତ ୩୪ କ୍ୟାବିନେଟ୍‌ରେ କିଭଳି ସ୍ଥାନ ଦେବ ଭାଜପା ମେଣ୍ଟ !

ବେଙ୍ଗାଲୁର୍‌,୨୫।୭: କର୍ନାଟକରେ ନୂଆ ସରକାର ଗଠନରେ ଭାଜପା ହାଇକମାଣ୍ଡ ଡେରି କରୁଛନ୍ତି। ବିଦ୍ରୋହୀ ବିଧାୟକଙ୍କ ଯୋଗ୍ୟତା ନେଇ ବାଚସ୍ପତିଙ୍କ ପଦକ୍ଷେପ ତଥା ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ଆବେଦନର…

କିକ୍ରେଟର ମୁଥେୟା ମୁରଲିଧରନଙ୍କ ବାୟୋପିକ୍‌ରେ ନଜର ଆସିବେ ସାଉଥ୍‌ ଷ୍ଟାର ବିଜୟ

ମୁମ୍ବାଇ: ଫିଲ୍ମ ଇଣ୍ଡଷ୍ଟ୍ରିରେ ଏବେ ବାୟୋପିକ୍‌ର ଟ୍ରେଣ୍ଡ ଚାଲିଛି। ନେତାଙ୍କ ଠାରୁ ଆରମ୍ଭ କରି କ୍ରିକ୍ରେଟରଙ୍କ ଜୀବନିକୁ ନେଇ ଫିଲ୍ମ ତିଆରି କରାଯାଉଛି। ଭାରତୀୟ କ୍ରିକେଟର ସଚ୍ଚିନ…

ପୁଣିଥରେ ଅଭିନୟ ଦୁନିଆକୁ ଫେରିବେ ସୋନାଲି: ଗୋଲ୍‌ଡି

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନାଲି ବେନ୍ଦ୍ରେ ୨୦୧୮ରେ କ୍ୟାନସରରେ ପୀଡିତ ହେବା ପରଠାରୁ ଆଉ ବଡ ପରଦାରେ ନଜର ଆସି ନାହାଁନ୍ତି। ତେବେ ସେ କ୍ୟାନସରର ଚିକିତ୍ସା…

ଚାଇନାରେ ଭୂସ୍ଖଳନ: ୧୬ ମୃତ; ୩୦ ନିଖୋଜ

ବେଜିଂ,୨୫।୭: ପ୍ରବଳ ବର୍ଷା ଯୋଗୁ ଦକ୍ଷିଣ ଚାଇନାରେ ଭୂସ୍ଖଳନ ଘଟିଛି। ଗୁରୁବାର ଘଟିଥିବା ଏହି ଘଟଣାରେ ୧୬ ଜଣଙ୍କ ମୃତ୍ୟୁ ହେବା ସହିତ ୩୦ରୁ ଅଧିକ ନିଖୋଜ…

ବିବାହକୁ ନେଇ ଦୁଃଖ ପ୍ରକାଶ କଲେ ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ଏବେ ୫୩ ବର୍ଷରେ ପଦାର୍ପଣ କଲେଣି। ହେଲେ ଏବେବି ସେ ବଲିଉଡ୍‌ର ମୋଷ୍ଟ ଓ୍ବାଣ୍ଟେଡ ବ୍ୟାଚେଲର। କିନ୍ତୁ ତାଙ୍କ ବିବାହକୁ ନେଇ ସେ…

ପ୍ରେସିଡେଣ୍ଟ କପ୍‌ ସେମିରେ ବିଧୁରି

ନୂଆଦିଲ୍ଲୀ, ୨୫।୭ (ପି.ଟି.)- ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ବକ୍ସର ଗୌରବ ବିଧୁରି (୫୬ କିଗ୍ରା) ଫିଲିପାଇନ୍ସଠାରେ ଚାଲିଥିବା ପ୍ରେସିଡେଣ୍ଟ କପ୍‌ ସେମିଫାଇନାଲରେ ପ୍ରବେଶ…

ବଳାତ୍କାର ପୀଡ଼ିତା ନାବାଳିକାଙ୍କ ସହାୟତା କରନ୍ତୁ କେନ୍ଦ୍ର ସରକାର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାର ବଳାତ୍କାର ପୀଡ଼ିତା ନାବାଳିକାଙ୍କ ସହାୟତା କରନ୍ତୁ ବୋଲି ସୁପ୍ରିମ୍‌କୋର୍ଟ ଗୁରୁବାର କହିଛନ୍ତି। ବାଳ ଯୌନ ଶୋଷଣ ମାମଲାର ବିଚାର କରି ସର୍ବୋଚ୍ଚ ନ୍ୟାୟାଳୟ…

ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ରାଉରକେଲା ଅଫିସ,୨୫।୭: ରାଉରକେଲା ଲାଠିକଟା ପୋଲିସ ବୁଧବାର ଜଣେ ଅପରାଧିଙ୍କୁ ଏନକାଉଣ୍ଟର କରିଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ମାଝି(୩୩)ଗୁରୁତର ଆହତ ହୋଇଛନ୍ତି। ସୁନିଲର ଡାହାଣ…

ବିଶ୍ୱର ୫ କ୍ରିକେଟର୍ସ ବିଷୟରେ ଜାଣନ୍ତୁ, ଯାହାଙ୍କ ସ୍ତ୍ରୀ ବି ଜଣେ ଜଣେ ବିଶ୍ୱସ୍ତରୀୟ ଖେଳାଳି

କ୍ରିକେଟରେ ଏମିତି କିଛି ଖେଳାଳି ଅଛନ୍ତି, ଯେଉଁମାନେ ବ୍ୟକ୍ତିଗତ ଜୀବନରେ ଜଣେ ଖେଳାଳିଙ୍କୁ ବିବାହ କରିଛନ୍ତି। ଆସନ୍ତୁ ସେଭଳି ୫ ଯୋଡିଙ୍କ ବିଷୟରେ ଜାଣିବା... ମିଚେଲ ଷ୍ଟାର୍କ…

ଆଲିଆ-ରଣବୀରଙ୍କ ବିବାହକୁ ନେଇ ମୁହଁ ଖୋଲିଲେ ସମ୍ପର୍କୀୟ

ଆଲିଆ ଭଟ୍ଟ-ରଣବୀର କପୁର ଟିକେ ମୌକା ପାଇଲେ ଏକାଠି ଲୋକଙ୍କ ନଜରକୁ ଆସୁଛନ୍ତି। ଏମିତିରେ ବି କିଛିଦିନ ତଳେ ଦୁହିଁଙ୍କ ବିବାହ ଖବର ନେଇ ଖୁବ୍‌ ଚର୍ଚ୍ଚା…