ଭାରତୀୟ କ୍ରିକେଟ ଖେଳାଳିଙ୍କ ଜର୍ସିରେ ଚୀନ୍‌ ନୁହେଁ, ଏଣିକି ଭାରତୀୟ କମ୍ପାନୀର ନାଁ ରହିବ

ନୂଆଦିଲ୍ଲୀ, ୨୫।୭: ଭାରତୀୟ କ୍ରିକେଟ ଖେଳାଳିଙ୍କ ଜର୍ସିରେ ଚୀନ୍‌ ନୁହେଁ, ଏଣିକି ଭାରତୀୟ କମ୍ପାନୀର ନାଁ ରହିବ ବୋଲି ଜଣାପଡିଛି। ଗତ ୨ ଦୁଇବର୍ଷ ହେବ ଖେଳାଳିଙ୍କ…

ଟ୍ରମ୍ପ୍‌ ପ୍ରସଙ୍ଗରୁ ଦୃଷ୍ଟି ହଟାଇବା ପାଇଁ ମୋଦି ସରକାର ତିନି ତଲାକ୍‌ ବିଲ୍‌କୁ କରିଛନ୍ତି ଢ଼ାଲ: ମନୀଷ୍‌ ତିଓ୍ବାରୀ

ନୂଆଦିଲ୍ଲୀ,୨୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କଶ୍ମୀର ପ୍ରସଙ୍ଗରେ ଅଠାକାଠିରେ ପଡ଼ିଛନ୍ତି। ତେବେ ଏଥିରୁ ମୁକୁଳିବା ପାଇଁ ସେ ଅନ୍ୟ ଯୋଜନା…

କାରଗିଲ ବିଜୟ ଦିବସ ପାଇଁ ପୁଣି ଥରେ ରିଲଜ୍‌ ହେବ ‘ଉରି ଦ ସର୍ଜିକାଲ ଷ୍ଟ୍ରାଇକ୍‌’

ମୁମ୍ବାଇ: କାରଗିଲ ବିଜୟ ଦିବସ ଅର୍ଥାତ୍‌ ୨୬ ଜୁଲାଇରେ ମହାରାଷ୍ଟ୍ରରେ ରିଲିଜ୍‌ ହେବ ‘ଉରି ଦ ସର୍ଜିକାଲ ଷ୍ଟ୍ରାଇକ୍‌’। ଏଥିରେ ମୁଖ୍ୟ ଭୂମିକାରେ ବିବେକ କୌଶଲ ଥିବା…

ବ୍ରିଟେନର ସ୍ବରାଷ୍ଟ ମନ୍ତ୍ରୀ ହେଲେ ଭାରତୀୟ ମୂଳର ପ୍ରୀତି ପଟେଲ

ଲଣ୍ଡନ, ୨୫।୭: ବ୍ରିଟେନର ଗୃହମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି ଭାରତୀୟ ମୂଳର ପ୍ରୀତି ପଟେଲ। ବୁଧବାର ନୂଆ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ ତାଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି।…

ନଳିନୀଙ୍କୁୁ ମିଳିଲା ୩୦ ଦିନ ପାରୋଲ

ନୂଆଦିଲ୍ଲୀ,୨୫।୭: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା ନଳିନୀ ଶ୍ରୀହରନ୍‌ଙ୍କୁ ୩୦ ଦିନିଆ ପାରୋଲ ମିଳିଛି। ଗୁରୁବାର ସେ…

ସମକାଳୀନ କାହାଣୀ ଉପରେ: ଓଡ଼ିଶୀ ଏକ ଭଲ ଚିନ୍ତାଧାରା

ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ଜଗତରେ ଜଣେ ପରିଚିତ ଚେହେରା ମଧୁଲିତା ମହାପାତ୍ର। ଜଣେ ପ୍ରତିଭାବାନ୍‌ ଯୁବ ନୃତ୍ୟଶିଳ୍ପୀ ଭାବେ ଦେଶ ଓ ଦେଶ ବାହାରେ ଓଡ଼ିଶୀ ନୃତ୍ୟକୁ…

ମହିଳାଙ୍କ ପେଟରୁ ବାହାରିଲା ଦେଢ କିଲୋ ଓଜନର ଗହଣା

କୋଲକତା,୨୫।୭: ପଶ୍ଚିମବଙ୍ଗର ବୀରଭୂମୀ ଅଞ୍ଚଳରେ ଥିବା ଏକ ସରକାରୀ ହସ୍ପିଟାଲରେ ଜଣେ ମହିଳାଙ୍କ ସର୍ଜରୀ ପରେ ତାଙ୍କ ପେଟରୁ ପାଖାପାଖି ଦେଢ କିଲୋଗ୍ରାମ ଗହଣା ଓ ୯୦ଟି…

ବାଗେଡିଆ-ଛେଣ୍ଡିପଦା-ଅନୁଗୋଳ ମୁଖ୍ୟରାସ୍ତା ଉପରେ ଟାୟାର ଜାଳି ରାସ୍ତା ଅବରୋଧ

ଛେଣ୍ଡିପଦା,୨୫।୭(ସ୍ବ.ପ୍ର.): ଅନୁଗୋଳ ଜିଲା ବାଗେଡିଆ-ଛେଣ୍ଡିପଦା ୧୪୩ ବି ଜାତୀୟ ରାଜପଥ ଉପରେ ରାସ୍ତାରୋକ। ଗୁରୁବାର ସକାଳ ୬ଟାରୁ ପୁରୁଣାଗଡର ଶତାଧିକ ମହିଳା ଓ ପୁରୁଷ ରାସ୍ତା ଉପରେ…

୪୪ ବର୍ଷରେ ବନ୍ୟ ପ୍ରାଣୀଙ୍କ ସଂଖ୍ୟା କମିଛି ୬୦ ପ୍ରତିଶତ: ପ୍ରତିଦିନ ଶହେ ହାତୀଙ୍କ ମୃତ୍ୟୁ ଘଟୁଛି

ଓ୍ବାଶିଂଟନ,୨୫।୭: ପୃଥିବୀରେ ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ନକାରାତ୍ମକ ପ୍ରଭାବ ଜଙ୍ଗଲ ପରିସୀମା ଉପରେ ପଡ଼ିବାରେ ଲାଗିଛି। ଜଙ୍ଗଲ ଅଭାବ ଯୋଗୁ ବନ୍ୟ ପ୍ରାଣୀଙ୍କ ସଂଖ୍ୟା କମିବାରେ…

ବିନା ୟୁନିଫର୍ମରେ ଥାନା ଭିତରେ ନାଚିଲେ ମହିଳା ପୋଲିସ: ଭିଡିଓ ଭାଇରାଲ

ମେହସାଣା,୨୫।୭: ଏବେ ଭିଡିଓ କରି ସୋସିଆଲ ମିଡିଆରେ ଅପଲୋଡ କରିବାର ଟ୍ରେଣ୍ଡ ଚାଲିଛି। ସେମିତି ଜଣେ ମହିଳା ପୋଲିସ ବିନା ୟୁନିଫର୍ମରେ ପୋଲିସ ଷ୍ଟେଶନ ଭିତରେ ଡ୍ୟାନ୍ସ…