ପଟାଥାଇ ଜମି ପାଉନାହାନ୍ତି ଆଦିବାସୀ ମହିଳା

କୁଜଙ୍ଗ,୨୫ା୭(ସ୍ବ.ପ୍ର): ସରକାର ଗରିବ ଭୂମିହୀନମାନଙ୍କୁ ପଟା ସହ ଜମି ଓ ବାସଗୃହ ଯୋଗାଇଦେବାକୁ ଯୋଜନା କରିଛନ୍ତି। ଏ କ୍ଷେତ୍ରରେ ଆଦିବାସୀମାନଙ୍କୁ ଅଗ୍ରାଧିକାର ଦେବାର ବ୍ୟବସ୍ଥା ମଧ୍ୟ ରହିଛି।…

ଶାରଳା ମନ୍ଦିର ପାର୍କିଂ, ଭୋଗ ଓ ଦୀପ ଦୋକାନୀଙ୍କୁ ତାଗିଦ: ୩ ଦିନରେ ଜମା କର ବକେୟା ୩୫.୩୩ ଲକ୍ଷ

ଜଗତ୍‌ସିଂହପୁର ଅଫିସ,୨୫ା୭: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା ଶାରଳାଙ୍କ ପୀଠ ଆଜି ସଙ୍କଟରେ। ମନ୍ଦିର ଛାତଠାରୁ ଆରମ୍ଭ କରି ଚନ୍ଦନ ପୋଖରୀ ଓ ସମ୍ପୂର୍ଣ୍ଣ ପରିବେଶ…

ସାପ କାମୁଡ଼ାରେ ଯୁବକଙ୍କ ମୃତ୍ୟୁ

ବୋଲଗଡ଼,୨୫ା୭(ଡି.ଏନ.ଏ.): ବୋଲଗଡ଼ ବ୍ଲକ କଡ଼ବ ଗ୍ରାମର ଜଣେ ଯୁବକଙ୍କ ସାପ କାମୁଡ଼ାରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ମୃତ୍ୟୁ ଘଟିଛି। ମୃତକଙ୍କ ନାମ ଅନିସ ରହମନ ଖଁ।(୨୪)। ପରିବାର…

ଅଟୋ ଚଳାଇବେ, ପେଟ୍ରୋଲ ପମ୍ପରେ ରହିବେ ମହିଳା

ଛତ୍ରପୁର,୨୫ା୭(ଡି.ଏନ.ଏ.) - ଗଞ୍ଜାମ ଜିଲାରେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଆହୁରି କ୍ରିୟାଶୀଳ କରିବା ସହ ମହିଳା ସଂଘ ସଦସ୍ୟାମାନଙ୍କୁ ଆମତ୍ନିର୍ଭରଶୀଳ କରାଯିବ। ବୁଧବାର ଏ ନେଇ ଛତ୍ରପୁରସ୍ଥିତ…

ଆଣ୍ଠୁଆ ଗୋପାଳ କ୍ଷୀର ପିଇବା ନେଇ ଚର୍ଚ୍ଚା: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଭୋପାଳ,୨୫।୭: ମଧ୍ୟପ୍ରଦେଶ ରତ୍‌ଲାମ୍‌ର ତାଲ୍‌ ଅଞ୍ଚଳରେ ଆଣ୍ଠୁଆ ଗୋପାଳ କ୍ଷୀର ପିଇବା ନେଇ ଚର୍ଚ୍ଚା ହେଉଛି। ଏହି ଘଟଣା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।…

ମତ୍ସ୍ୟ ଯାଅଁ।ଳ ବିକ୍ରି ଆରମ୍ଭ:ମାଛ ଚାଷ ପାଇଁ ଏସ୍‌ଏଚ୍‌ଜିକୁ ପ୍ରୋତ୍ସାହନ ମିଳିବ

ଭଞ୍ଜନଗର,୨୫।୭(ଡି.ଏନ୍‌.ଏ.)-ଭଞ୍ଜନଗର ସରକାରୀ ମସତ୍‌ୟ ଯାଅଁ।ଳ ଉପତ୍ାଦନ କେନ୍ଦ୍ରରୁ ଚଳିତ ବର୍ଷ ପାଇଁ ବୁଧବାର ଠାରୁ ବିଭିନ୍ନ କିସମର ଯାଅଁ।ଳ ବିକ୍ରି ଆରମ୍ଭ ହୋଇଛି। ଆସିକା କେନ୍ଦ୍ର ସମବାୟ…

ଆଟାଚି ଧରି ଘୂରି ବୁଲୁଛନ୍ତି ଅଜଣା ବ୍ୟକ୍ତି: ପୋଲିସ ପକ୍ଷରୁ ଯାଞ୍ଚ ନ ହେବାରୁ ଅସନ୍ତୋଷ

ନିରାକାରପୁର,୨୫ା୭(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଷ୍ଟେଶନ ଅଞ୍ଚଳରେ ଦୀର୍ଘ ୪ ମାସ ହେବ ଜଣେ ଅଜଣା ବ୍ୟକ୍ତି ଆଟାଚି ଓ ପାଣି ବୋତଲ ଧରି ଘୂରି ବୁଲୁଥିବା…

ଚାଷ ଜମି ଫାଟି ଆଁ, ମରୁଡ଼ି ଆଶଙ୍କା: ଚାଷୀକୂଳ ହତାଶ

ତେଲକୋଇ, ୨୫।୭(ଡି.ଏନ.ଏ.)-ସ୍ବଳ୍ପ ବୃଷ୍ଟି ପାତ ଯୋଗୁଁ ତେଲକୋଇ ବ୍ଲକରେ ଚାଷ ଜମି ଫାଟି ଆଁ କଲାଣି। ଧାନ ରୁଆ, ବିହୁଡା ଠପ ହୋଇଥିବା ବେଳେ ଧାନ ତଳି…

ହାତୀ ପାଇଁ ରାତି ଅନିଦ୍ରା ଗ୍ରାମବାସୀ

ଚମ୍ପୁଆ,୨୫ା୭(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜରେ ହାତୀ ଉପଦ୍ରବ ଦିନକୁ ଦିନ ବଢି ଚାଲିଥିବା ବେଳେ ବନ ବିଭାଗର ନାଚର ପଣିଆ ଗ୍ରାମବାସୀଙ୍କୁ ରାତ୍ରୀ ଅନିଦ୍ରା ହେବାକୁ ବାଧ୍ୟ କରୁଛି। ବର୍ଷା…

କଳାକାରଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ନୟାଗଡ଼ ଅଫିସ,୨୫।୭: ନୟାଗଡ଼ ଜିଲା ସଦର ବ୍ଲକ ମୁକ୍ତାପୁର ଗ୍ରାମର ଜଣାଶୁଣା ଟେଲି କଳାକାର ରବୀନ୍ଦ୍ର ରାଉତ ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି। ହେଲେ ତାଙ୍କ ଚିକିତ୍ସାରେ…