ନିର୍ମାଣ ହେବ ତେଲୁଗୁ ଫିଲ୍ମ‘ଡିଅର କୋମରେଡ୍‌’ର ହିନ୍ଦୀ ରିମେକ୍‌, କରନ୍‌ ଜୋହର କିଣିଲେ ରାଇଟ୍ସ

ମୁମ୍ବାଇ: ବଲିଉଡ୍‌ରେ ରିମେକ୍‌ କିଛି ନୂଆ କଥା ନୁହେଁ। ବିଗତ ଦିନ ମାନଙ୍କରେ ଅନେକ ତାମିଲ, ତେଲୁଗୁ ଫିଲ୍ମକୁ ହିନ୍ଦୀ ଭାଷାରେ ରିମେକ୍‌ କରାଯାଇଛି। ଏହା ହିଟ୍‌…

ମାୟାବତୀଙ୍କ ନିର୍ଦ୍ଦେଶକୁ ପାଳିଲେ ନାହିଁ ବିଧାୟକ: କହିଲେ, ଟୁଇଟ୍‌ ଦେଖି ନ ଥିଲି

ବେଙ୍ଗାଲୁରୁ, ୨୪।୭: କୁମାରସ୍ବାମୀ ସରକାରଙ୍କ ଆସ୍ଥାଭୋଟ ବେଳେ ବିଧାନସଭାରେ ଅନୁପସ୍ଥିତ ରହିଥିବା ବହୁଜନ ସମାଜ ପାର୍ଟି (ବିଏସ୍‌ପି)ର ଏକମାତ୍ର ବିଧାୟକ ଏନ୍‌. ମହେଶଙ୍କୁ ମଙ୍ଗଳବାର ରାତିରେ ନିଲମ୍ବନ…

ବେଆଇନ ବାଲି ଖନନ: କେନ୍ଦ୍ର ଓ ସିବିଆଇ ସହିତ ୫ ରାଜ୍ୟକୁ ସୁପ୍ରିମ୍‌କୋର୍ଟ ନୋଟିସ୍‌

ନୂଆଦିଲ୍ଲୀ,୨୪।୭: ନଦୀ ପଠାରୁ ବେଆଇନ ବାଲି ଖନନ ମାମଲାର ଶୁଣାଣି କରି ବୁଧବାର ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାର ଓ ସିବିଆଇ ସହିତ ୫ ରାଜ୍ୟ ସରକାରଙ୍କୁ ନୋଟିସ୍‌…

ଅଜବ ନିଶା : କାର କିଣିବାକୁ ୧୧ ଲକ୍ଷ ନକଲି ନୋଟ୍‌ ଛାପିଲେ ଯୁବତୀ

ଜଣେ ଯୁବତୀଙ୍କ ଅଜବ ନିଶା ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଯୁବତୀଙ୍କ ପାଖରେ କାର୍‌ କିଣିବା ପାଇଁ ଟଙ୍କା ନ ଥିଲା। କିନ୍ତୁ କାର କିଣିବାର ନିଶା…

ଆକାଶରୁ ଖସିଲା ୧୩ କିଗ୍ରା ଓଜନର ରହସ୍ୟମୟ ପଥର

ପାଟନା,୨୪।୭: ବିହାର ମଧୁବାନି ଅଞ୍ଚଳରେ ଆକାଶରୁ ୧୩ କିଗ୍ରା ଓଜନର ଏକ ରହସ୍ୟମୟ ପଥର ଖସିଛି। ଏନେଇ ଜିଲାପାଳ ଶିର୍‌ସତ୍‌ କପିଲ୍‌ ଅଶୋକ ବୁଧବାର ସୂଚନା ଦେଇଛନ୍ତି।…

ପିସିଏସ୍‌ ପରୀକ୍ଷାର ପ୍ରଥମ ଦୁଇ ସ୍ଥାନରେ ରହିଲେ ସ୍ତ୍ରୀ,ସ୍ବାମୀ: ସରକାରୀ ଚାକିରି ଛାଡି କରୁଥିଲେ ପ୍ରସ୍ତୁତି

ରାୟପୁର, ୨୪।୭: ଛତିଶଗଡ ଲୋକସେବା ଆୟୋଗ(ପିସିଏସ୍‌) ପରୀକ୍ଷାରେ ସ୍ତ୍ରୀସ୍ବାମୀ ପ୍ରଥମ ଦୁଇ ସ୍ଥାନରେ ରହି ଇତିହାସ ରଚିଛନ୍ତି। ଏହି ପରୀକ୍ଷାରେ ସ୍ମାମୀ ପ୍ରଥମ ସ୍ଥାନ ହାସଲ କରିଥିବାବେଳେ…

ପାଟକୁରା ନିର୍ବାଚନ Live Updates: ୧୬ ରାଉଣ୍ଡ ସୁଦ୍ଧା ବିଜେଡି ୧୭,୨୩୪ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ଲାଗି ଭୋଟ ଗଣତି ଚାଲୁରହିଥିବା ବେଳେ ବିଜେଡି ସବୁଠାରୁ ଆଗରେ ରହିଛି। ୧୬ ରାଉଣ୍ଡ ସୁଦ୍ଧା ୧୭,୨୩୪ ଭୋଟରେ…

ଋଷିକୁଲ୍ୟାରୁ ଜଳ ଯୋଗାଣ ବନ୍ଦ:  ୫ ଦିନ ହେଲା ମିଳୁନି ପିଇବା ପାଣି

ବ୍ରହ୍ମପୁର ଅଫିସ,୨୪ା୭: ଜନସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ଅଦୂରଦର୍ଶିତା ଯୋଗୁ ବ୍ରହ୍ମପୁର ସହରରେ ଶ୍ରାବଣ ମାସରେ ମଧ୍ୟ ଉତ୍କଟ ପାନୀୟ ଜଳ ସମସ୍ୟା ସୃଷ୍ଟି ହୋଇଛି। ଗୋଟିଏ କି…

ହୋଟେଲରେ ଦୁଇଟି କଦଳୀର ବିଲ୍‌ ଆସିଲା ୪୪୨ଟଙ୍କା, ଚକିତ ହେଲେ ରାହୁଲ ବୋଷ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରାହୁଲ ବୋଷ ଚଣ୍ଡିଗଡ଼ରେ ଗୋଟିଏ ଫିଲ୍ମର ଶୁଟିଂ କରୁଥିବା ସମୟରେ ଏକ ଅଜବ ଘଟଣାର ସମ୍ମୁଖୀନ ହୋଇଛନ୍ତି। ଏନେଇ ସେ ଟୁଇଟରରେ ଏକ…

ଭାଜପା ପକ୍ଷରୁ ୧୨ ଘଣ୍ଟିଆ ଅନୁଗୋଳ ବନ୍ଦ ପାଳନ: ବଅଁରପାଳରେ ପ୍ରଭାବ

ବଅଁରପାଳ,୨୪।୭(ଡି.ଏନ୍‌.ଏ.): ମୃତଦେହ ବ୍ୟବଚ୍ଛେଦ, ସଂରକ୍ଷଣ ଗୃହରୁ ୨ ମୃତଦେହରୁ ଆଖି ଗାଏବ, ନାବାଳିକାଙ୍କୁ ବଳାତ୍କାର ଓ ଅନୁଗୋଳ ସହରରେ ଆବର୍ଜନା ଭର୍ତ୍ତି ହେବା ଆଦି ଘଟଣାକୁ ନେଇ…