‘ଧରିତ୍ରୀ’ ପ୍ରଭାବ: ଷ୍ଟାଣ୍ଡ୍‌କୁ ଫେରିଲା ‘ମୋ ସାଇକେଲ’

ଭୁବନେଶ୍ୱର,୨୪ା୭(ବ୍ୟୁରୋ): ବାଟବଣା ହୋଇଯାଇଥିବା ମୋ ସାଇକେଲ୍‌ ଯୋଜନାକୁ ପୁଣିଥରେ ଟ୍ରାକ୍‌କୁ ଫେରାଇ ଆଣିବାକୁ ଉଦ୍ୟମ ଆରମ୍ଭ ହୋଇଛି। ଲୋକଙ୍କ ଅକ୍ତିଆରରେ ଥିବା ‘ମୋ ସାଇକେଲ’କୁ ପୁଣିଥରେ ଷ୍ଟାଣ୍ଡ୍‌କୁ…

ପାର୍ଲାମେଣ୍ଟରେ କଶ୍ମୀର ଝଡ଼

ନୂଆଦିଲ୍ଲୀ,୨୪ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ଲାଗି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋତେ ଅନୁରୋଧ କରିଥିଲେ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନ ପ୍ରଧାନମନ୍ତ୍ରୀ…

ଜାତୀୟସ୍ତରରେ ଓଡ଼ିଶା ସ୍ବୟଂ ସହାୟକ ଗୋଷ୍ଠୀ ପୁରସ୍କୃତ

ଭୁବନେଶ୍ୱର,୨୪ା୭(ବ୍ୟୁରୋ): ଜାତୀୟ ସ୍ତରରେ ପୁରସ୍କୃତ ହୋଇଛି ଓଡ଼ିଶାର ମତ୍ସ୍ୟ ଉତ୍ପାଦକ ସ୍ବୟଂ ସହାୟକ ଗୋଷ୍ଠୀ। ଜାତୀୟ ମତ୍ସ୍ୟଚାଷୀ ଦିବସ ଅବସରରେ ଗଞ୍ଜାମ ଜିଲା ସାନଖେମୁଣ୍ଡିର ମା’ ବେହେରା…

ମୋଟର ଭେହିକିଲ୍ସ ସଂଶୋଧନ ବିଲ୍‌କୁ ବିଜେଡିର ସମର୍ଥନ

ନୂଆଦିଲ୍ଲୀ,୨୪ା୭(ପି.ଟି.): ମୋଟର ଭେହିକିଲ୍ସ ସଂଶୋଧନ ବିଲ୍‌ ମଙ୍ଗଳବାର ପାର୍ଲାମେଣ୍ଟରେ ପାସ୍‌ ହୋଇଥିବାବେଳେ ବିଜେଡି ଏହାକୁ ସମର୍ଥନ କରିଛି। କେନ୍ଦୁଝରର ବିଜେଡି ସାଂସଦ ଚନ୍ଦ୍ରାଣୀ ମୁର୍ମୁ ଏନେଇ କେନ୍ଦ୍ର…

ଦେଶରେ ୨୩, ଓଡ଼ିଶାରେ ୨ ନକଲି ବିଶ୍ୱବିଦ୍ୟାଳୟ: ଉତ୍ତରପ୍ରଦେଶରେ ସର୍ବାଧିକ ୮, ଦିଲ୍ଲୀରେ ୭

ଭୁବନେଶ୍ୱର, ୨୩ା୭(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ମଞ୍ଜୁରୀ କମିଶନ(ୟୁଜିସି) ମଙ୍ଗଳବାର ନକଲି ବିଶ୍ୱବିଦ୍ୟାଳୟ ସଂକ୍ରାନ୍ତ ତଥ୍ୟ ପ୍ରକାଶ କରିଛି। ଦେଶରେ ନିଜସ୍ବ ଢଙ୍ଗରେ ୨୩ ନକଲି ବିଶ୍ୱବିଦ୍ୟାଳୟ କାର୍ଯ୍ୟ କରୁଛି।…

ଭିତରକନିକା ଇକୋ-ଟୁରିଜମ୍‌ : ୩ ବର୍ଷରେ ୧ କୋଟି ୯୪ଲକ୍ଷ ଖର୍ଚ୍ଚ

ଭୁବନେଶ୍ୱର,୨୪ା୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲାରେ ଥିବା ଭିତରକନିକା ଲୁଣାଜଙ୍ଗଲ ବନ୍ୟଜୀବ ବନଖଣ୍ଡରେ ଜଙ୍ଗଲ ଓ ପରିବେଶ ବିଭାଗର ମୋଟ ୩ଟି ପରିବେଶ ପର୍ଯ୍ୟଟନସ୍ଥଳ ରହିଛି। ସେଗୁଡ଼ିକ ହେଲା ଡାଙ୍ଗମାଳ,…

କର୍ନାଟକ ଭାଜପା ନେତାଙ୍କୁ ଶାହଙ୍କ ମନ୍ତ୍ରଣା

ନୂଆଦିଲ୍ଲୀ,୨୪ା୭(ପି.ଟି.): କୁମାରସ୍ବାମୀ ସରକାର ଆସ୍ଥାଭୋଟରେ ପରାଜିତ ହେବା ପରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ କର୍ନାଟକର ଦଳୀୟ ନେତାଙ୍କୁ ମନ୍ତ୍ରଣା ଦେଇଛନ୍ତି। କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରଙ୍କ…

କେନ୍ଦ୍ରୀୟ ଡେପୁଟେଶନରେ ଏସ୍‌.ଏନ. ଗିରିଶ, ଛୁଟିରେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୨୦୦୨ ବ୍ୟାଚ ଆଇଏଏସ୍‌ ଅଧିକାରୀ ତଥା ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ସ୍ବତନ୍ତ୍ର ସଚିବ ଏସ.ଏନ୍‌. ଗିରିଶ କେନ୍ଦ୍ରୀୟ ଡେପୁଟେଶନରେ ଯାଇଥିବା ସୂଚନା ମିଳିଛି।…

‘ଫାର୍ଷ୍ଟ ଗର୍ଲଫ୍ରେଣ୍ଡ’ଙ୍କ ଭବିଷ୍ୟତ ନେଇ ଚର୍ଚ୍ଚା

ଲଣ୍ଡନ,୨୪ା୭(ପି.ଟି.): ବୋରିସ୍‌ ଜନ୍‌ସନ୍‌ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଭାବେ ଡାଉନିଂ ଷ୍ଟ୍ରିଟ୍‌ରେ ଅବସ୍ଥାନ କରିବାକୁ ଯାଉଥିବାବେଳେ ତାଙ୍କଠୁ ବୟସରେ ଯଥେଷ୍ଟ ସାନ ତରୁଣୀ-ବାନ୍ଧବୀ କ୍ୟାରି ସାଇମଣ୍ଡ୍ସଙ୍କୁ ସାଥିରେ ରଖିବେ…

୭୫୦୦ ଟଙ୍କାରୁ ଅଧିକ ଫ୍ଲାଟ୍‌ ମେଣ୍ଟେନାନ୍ସ ଲାଗି ଦେବାକୁ ହେବ ୧୮% ଜିଏସ୍‌ଟି

ନୂଆଦିଲ୍ଲୀ,୨୪-୭-କେନ୍ଦ୍ର ସରକାର ଫ୍ଲାଟ୍‌ ମେଣ୍ଟେନାନ୍ସରୁ ମଧ୍ୟ ଜିଏସ୍‌ଟି ଆଦାୟ ଲାଗି ସ୍ଥିର କରିଛନ୍ତି। ଏଣିକି ଫ୍ଲାଟ୍‌ ମେଣ୍ଟେନାନ୍ସ ବାବଦରେ ରେସିଡେଣ୍ଟ ଓ୍ବେଲ୍‌ଫେୟାର ଆସୋସିଏଶନକୁ ପ୍ରତି ମାସରେ ୭୫୦୦…