ରଣପୁର ଡାକ୍ତରଖାନାରେ ଔଷଧ ବିତରଣ କେନ୍ଦ୍ର:୨୪ ବଦଳରେ ଖୋଲା ରହୁଛି ୬ଘଣ୍ଟା

ରଣପୁର,୨୪ା୭ (ସ୍ବ.ପ୍ର.): ସରକାର ରୋଗୀ ସେବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନା ପ୍ରଚଳନ କରୁଛନ୍ତି। ହେଲେ କେତେକ ଅସାଧୁ ଅଧିକାରୀ ଓ…

ଶ୍ରାବଣରେ ମୁଣ୍ଡଫଟା ଖରା, ମରୁଡି ଆଶଙ୍କା

ଖଣ୍ଡପଡା,୨୪ା୭(ସ୍ବ.ପ୍ର.): ଗତ କିଛିଦିନ ହେବ ନୟାଗଡ଼ ଜିଲାରେ ବର୍ଷା ଉଭାନ ହୋଇଯାଇଛି। ଏହାକୁ ନେଇ ଚାଷୀଙ୍କ ମନରେ ହତାଶ ଭାବ ସୃଷ୍ଟି ହୋଇଛି ା ମୌସୁମୀ ଦୁର୍ବଳ…

ଯୋଜନାରେ ଅଟକିଛି ପର୍ଯ୍ୟଟନ କ୍ଷେତ୍ରର ବିକାଶ: କାମରେ ଲାଗୁନି ପାନ୍ଥଶାଳା, ବ୍ୟାଖ୍ୟାନ କେନ୍ଦ୍ର

ଖଣ୍ଡପଡ଼ା,୨୪ା୭(ସ୍ବ.ପ୍ର.): ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ରର ବିକାଶ ତଥା ଉନ୍ନତି ନିମନ୍ତେ ବହୁ ଯୋଜନା ପ୍ରସ୍ତୁତ କରି କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ପ୍ରକୃତପକ୍ଷେ ଏହି…

ଚିଲିକାରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ: ପେସାଦାର ମତ୍ସ୍ୟଜୀବୀ ମହାସଂଘର ବିରୋଧ

କୃଷ୍ଣପ୍ରସାଦ, ୨୪ା୭(ଡି.ଏନ୍‌.ଏ.)-ପୁରୀ ଜିଲାର କୃଷ୍ଣପ୍ରସାଦ ବ୍ଲକକୁ ୩ ପାର୍ଶ୍ୱରୁ ଚିଲିକା ଏବଂ ଗୋଟିଏ ପାର୍ଶ୍ୱରୁ ବଙ୍ଗପୋସାଗର ଘେରି ରହିଛି। ତେଣୁ ଚିଲିକାକୁ କୃଷ୍ଣପ୍ରସାଦର ଭାତହାଣ୍ଡି ବୋଲି କୁହାଯାଇଥାଏ।…

ପାଣି ଆସୁ ଆସୁ କେନାଲରେ ଘାଇ

ବାଲିଆ,୨୪।୭: ବାଲିଆ ଜଳସେଚନ ସେକ୍ସନ ଅଧୀନ ୪ନଂ କେନାଲରେ ପାଣି ଆସୁ ନ ଥିବାରୁ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ପାଣି ବିନା ଚାଷ…

ଗ୍ରୀନ୍‌ ମହାନଦୀ ମିଶନରେ ଗତବର୍ଷ ୬୯କୋଟିରୁ ଅଧିକ ଖର୍ଚ୍ଚ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୨୦୧୮-୧୯ ବର୍ଷରେ ଗ୍ରୀନ୍‌ ମହାନଦୀ ମିଶନ ଯୋଜନାରେ ରାଜ୍ୟ ସରକାର ମହାନଦୀ, ଇବ୍‌, ତେଲ ଏବଂ ଏହାର ଶାଖା/ପ୍ରଶାଖାର ଉଭୟ ପାର୍ଶ୍ୱରେ ୧୪୫୨.୨୫ ହେକ୍ଟର…

ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ପ୍ରସ୍ତୁତ ହେଉଛି ଖାଦ୍ୟ: ଅଧିକାଂଶ ଉଦ୍ୟୋଗର ଲାଇସେନ୍ସ ନାହିଁ

ନବରଙ୍ଗପୁର,୨୪।୭(ବି.ପ୍ର.)-ନବରଙ୍ଗପୁର ଜିଲାର ବିଭିନ୍ନ ବ୍ଲକରେ ଉଦ୍ୟୋଗମାନଙ୍କ ଦ୍ୱାରା ନିମ୍ନମାନର ଖାଦ୍ୟ ପ୍ରସ୍ତୁତ କରାଯାଇ ପ୍ୟାକେଟ ଜରିଆରେ ବଜାରରେ ବିକ୍ରି ହେଉଛି। ବିନା ସରକାରୀ ନିୟମରେ ସାରା ଜିଲାରେ…

ନାରୀ ନିର୍ଯାତନା, ନାବାଳିକା ବଳାତ୍କାର ପ୍ରସଙ୍ଗ: ଦୁଇଦିନ ବିଧାନସଭା ବରବାଦ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଦୁଇଦିନ ବିଧାନସଭା ଅଚଳ ହେବା ପରେ ବିରୋଧୀଙ୍କ ଜିଦ୍‌ ଆଗରେ ମୁଣ୍ଡ ନୁଆଁଇଛନ୍ତି ସରକାର। ନାରୀ ନିର୍ଯାତନା, ନାବାଳିକା ବଳାତ୍କାର ଏବଂ ଶିଶୁ ନିଖୋଜ…

ଭତାରୁ ବଁଚିତ୍‌ ବେଳମତୀ

ଲୋଇସିଂହା,୨୪।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଁଚେତ୍‌ ସାନଟିକା ଗଁାର ସ୍ବର୍ଗତ ସହଦେବ ନାଏକକଁର ବିଧବା ମାଏକିନା ବେଳମତୀ ନାଏକ(୮୬)। ଆପନେ ଥିଲାବେଲେ ଦୁଇଝନ ଭତାର…

ବଲାଙ୍ଗୀର ଜିଲାପାଲକୁଁ ମୁଖ୍ୟମନ୍ତ୍ରୀକଁର ଟ୍ୱିଟ୍‍: ସମସିଆର ସମାଧାନ ଲାଗି ଦେଲେ ନିରଦେଶ

ଲାଠୋର, ୨୪।୭ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ପଁଚେତ୍‌ ସଦର କଲୋନୀପଡ଼ା ଆର ପିପଲବାହାଲ ଗାଁର ଦୁଇଟା ଖବର ଗଲା ୧୯ ଆର…