ବର୍ଷା ପାଇଁ ଆନ୍ଧ୍ରପ୍ରଦେଶରେ ଆୟୋଜିତ ହେଲା ବରୁଣ ଯଜ୍ଞମ୍‌

ଚିତୋର,୨୩।୭: ଆଧୁନିକ ବିଜ୍ଞାନ ବଳରେ ମଣିଷ ବହୁ ଚମତ୍କାର କରିବାରେ ଲାଗିଛି। ତେବେ ଏବେ ମଧ୍ୟ ସମାଜର କେତେକ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏଭଳି…

ଦିଲ୍ଲୀ ଗଲେ କୋଶଲ ରାଜ୍ୟ ସମନ୍ବୟ ସମିତି ପ୍ରତିନିଧି

ବରଗଡ଼ ଅଫିସ, ୨୩।୭: ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିନେଇ ମଙ୍ଗଳବାର ସକାଳୁ କୋଶଲ ରାଜ୍ୟ ସମନ୍ବୟ ସମିତିର ଏକ ପ୍ରତିନିଧି ଦଳ ଦିଲ୍ଲୀ ଗସ୍ତ କରିଛନ୍ତି।…

ଆର୍ମି ପୋଷାକରେ ଧୋନୀଙ୍କ ସାଲ୍ୟୁଟ ଭିଡିଓ ପୋଷ୍ଟ କରି ଏମିତି କହିଲେ ଆନନ୍ଦ ମହିନ୍ଦ୍ରା

ଟିମ ଇଣ୍ଡିଆକୁ ଦୁଇଥର ବିଶ୍ୱ ଚାମ୍ପିଅନ କରାଇଥିବା ମହେନ୍ଦ୍ର ସିଂହ ଧୋନୀ ବର୍ତ୍ତମାନ ଦୁଇମାସ ମାସ ପାଇଁ କ୍ରିକେଟ ମଇଦାନରୁ ଦୂରେଇ ରହିବେ। ଏହି ସମୟ ମଧ୍ୟରେ…

ଅନନ୍ତନାଗ ହାଇଓ୍ବେରେ ଆଇଇଡି ସନ୍ଦେହ: ଅମରନାଥଯାତ୍ରା ସ୍ଥଗିତ

ଶ୍ରୀନଗର,୨୩।୭: ଜମ୍ମୁ କଶ୍ମୀର ଅନନ୍ତନାଗ ହାଇଓ୍ବେରେ ଆଇଇଡି ଥିବା ସନ୍ଦେହରେ ଅମରନାଥ ଯାତ୍ରାକୁ କିଛି ସମୟ ପାଇଁ ବନ୍ଦ କରି ଦିଆଯାଇଛି। ମଙ୍ଗଳବାର ମୀର ବଜାରରେ ଆଇଇଡି…

ସେନାରେ ସାମିଲ ହେଲେ ଶହୀଦ ଯବାନଙ୍କ ଭାଇ

ନୂଆଦିଲ୍ଲୀ,୨୩।୭: ପ୍ରାୟ ବର୍ଷେ ତଳେ ଶହୀଦ ହୋଇଥିବା ଯବାନ ଔରଙ୍ଗଜେବଙ୍କ ୨ ସାନ ଭାଇ ସେନାରେ ସାମିଲ ହୋଇଛନ୍ତି। ଗତବର୍ଷ ଜୁନ୍‌ରେ ଆତଙ୍କବାଦୀମାନେ ଔରଙ୍ଗଜେବଙ୍କୁ ଅପହରଣ କରି…

ପ୍ରଶାସନର ଉଚ୍ଛେଦ ପ୍ରକ୍ରିୟାକୁ ବିରୋଧ: ୨୪ରେ ଦେବଗଡ଼ ବନ୍ଦ ଡାକରା

ଦେବଗଡ଼,୨୨ା୭(ଡି.ଏନ୍‌.ଏ.): ଦେବଗଡ଼ ପୌରାଞ୍ଚଳ ମାର୍କେଟ ତଥା ବିଭିନ୍ନ ୱାର୍ଡରେ ପୌରପରିଷଦ ପକ୍ଷରୁ ହେଉଥିବା ଉଚ୍ଛେଦ ପ୍ରକ୍ରିୟାକୁ ବିରୋଧକରି କିଛି ବ୍ୟବସାୟୀଙ୍କ ଦ୍ୱାରା ସ୍ଥାନୀୟ ଗୋପାଲଜୀ ମନ୍ଦିରରେ ଗତ…

ନିଜ ଗାଁର ପ୍ରତି ପରିବାରକୁ ୧୦ ଲକ୍ଷ ଲେଖାଏଁ ଦେବେ କେସିଆର୍‌: ରାଜ୍ୟ ସରକାରଙ୍କ ଉପରେ ପଡ଼ିବ ଅତିରିକ୍ତ ୨ ହଜାର କୋଟି ବୋଝ

ହାଇଦ୍ରାବାଦ୍‌,୨୩।୭: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର୍‌) ନିଜ ଗାଁର ପ୍ରତି ପରିବାର ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁଦାନ ଘୋଷଣା କରିଛନ୍ତି। ସେ ପୈତୃକ…

ଫାଙ୍କା ସମୟରେ ଏହି ଫିଲ୍ମ ବାରମ୍ବାର ଦେଖିବାକୁ ପସନ୍ଦ କରନ୍ତି ରୋହିତ ଶର୍ମା

୨୦୧୯ ବିଶ୍ୱକପରେ ଭାରତ ପକ୍ଷରୁ ଜବରଦସ୍ତ ପ୍ରଦର୍ଶନ କରିଥିବା ରୋହିତ ଶର୍ମା ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ ପୂର୍ବରୁ ନିଜ ପରିବାର ସହ ଛୁଟି କଟାଉଛନ୍ତି। ଝିଅ ସମାଇରା ଏବଂ…

ସୁରକ୍ଷା କର୍ମୀ ମାଓବାଦୀ ମୁହାଁମୁହିଁ: ଲକ୍ଷେ ଟଙ୍କା ପୁରସ୍କାର ଘୋଷିତ ଥିବା ମାଓବାଦୀ ନିହତ

ରାୟପୁର,୨୩।୭: ଛତିଶଗଡ଼ ସୁକମାର ବିରାଭଟ୍ଟି ଜଙ୍ଗଲରୁ ଡିଆରଜି ଯବାନ ଜଣେ ମାଓବାଦୀଙ୍କ ମୃତଦେହ ଜବତ କରିଛନ୍ତି। ସେଠାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା।…

କଶ୍ମୀର ଦ୍ୱିପାକ୍ଷିକ ସମସ୍ୟା ଲାଗି ମଧ୍ୟସ୍ଥ ଲୋଡ଼ି ନାହାନ୍ତି ମୋଦି: ବୈଦେଶିକ ମନ୍ତ୍ରୀ ଦେଲେ ସଂକ୍ଷିପ୍ତ ଉତ୍ତର

ନୂଆଦିଲ୍ଲୀ,୨୩।୭: କଶ୍ମୀର ସମସ୍ୟା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ମନ୍ତବ୍ୟ ଉପରେ ମଙ୍ଗଳବାର ସଂସଦର ଉଭୟ ଗୃହରେ ପ୍ରବଳ ହଟ୍ଟଗୋଳ ହୋଇଛି। ଏନେଇ ବୈଦେଶିକ ମନ୍ତ୍ରୀ…