୮ ଶ୍ରେଣୀ ପାଇଁ ଲାଗୁ ହେବ ପାସ୍‌ ଫେଲ୍‌ ବ୍ୟବସ୍ଥା

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ବ୍ୟବସ୍ଥା ଆସିବାକୁ ଯାଉଛି। ୨୦୦୯ ପୂର୍ବରୁ ଛାତ୍ରୀଛାତ୍ରମାନେ ବାର୍ଷିକ ପରୀକ୍ଷା ଦେଇ ଆସୁଥିଲେ।…

ଓଏଚ୍‌ଆର୍‌ସି ଅଧ୍ୟକ୍ଷ ପଦବୀ ମାମଲା: ହାଇକୋର୍ଟ ଦେଲେ ଡେଡ୍‌ ଲାଇନ

କଟକ ଅଫିସ,୨୩।୭: ଓଡ଼ିଶା ମାନବାଧିକାର କମିଶନ(ଓଏଚ୍‌ଆରସି) ପଦବୀକୁ ନେଇ ବିବାଦ ବଢିବାରେ ଲାଗିଛି। ଏ ସଂକ୍ରାନ୍ତରେ ହାଇକୋର୍ଟ ଡେଡ୍‌ଲାଇନ ଧାର୍ଯ୍ୟ କରିଛନ୍ତି। ଅଗଷ୍ଟ ୫ ସୁଦ୍ଧା ଉକ୍ତ…

ପଶ୍ଚିମ ଓଡ଼ିଶା ବନ୍ଦ ଘଟଣା: ରାଜ୍ୟ ଆଇନଜୀବୀ ପରିଷଦକୁ ପକ୍ଷଭୁକ୍ତ ନିର୍ଦ୍ଦେଶ

କଟକ ଅଫିସ,୨୩।୭: ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଦୀର୍ଘଦିନ ହେବ ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶାରେ ବନ୍ଦ ଡାକରା ଦିଆଯାଇ ଆସୁଛି। ଏହାଦ୍ୱାରା ସମ୍ପୃକ୍ତ ଅଞ୍ଚଳରେ…

ଅଭିନେତ୍ରୀଙ୍କୁ ୬ ମାସ ଜେଲଦଣ୍ଡ

ମୁମ୍ବାଇ,୨୩ା୭(ପି.ଟି.): ଏକ ଚେକ୍‌ ବାଉନ୍ସ ମାମଲାରେ ଅଭିନେତ୍ରୀ କୋଏନା ମିତ୍ରଙ୍କୁ ମୁମ୍ବାଇର ଏକ କୋର୍ଟ ଦୋଷୀ ସାବ୍ୟସ୍ତ କରିବା ସହ ୬ ମାସ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି।…

ମାନହାନୀ ମାମଲାରେ ରତନ ଟାଟାଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୩-୭: ବମ୍ବେ ହାଇକୋର୍ଟ ସୋମବାର ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟା, ବର୍ତ୍ତମାନର ଅଧ୍ୟକ୍ଷ ଏନ୍‌.ଚନ୍ଦ୍ରଶେଖରନ ଏବଂ ଅନ୍ୟ ୮ଜଣଙ୍କ ବିରୋଧରେ ଚାଲିଥିବା ଅପରାଧିକ ମାନହାନୀ…

ଆଇଏମ୍‌ଏଫ୍‌ର ନୂଆ ମୁଖ୍ୟ ରେସ୍‌ରେ ରାଜନ

ନୂଆଦିଲ୍ଲୀ,୨୩-୭: ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌)ର ନୂଆ ମ୍ୟାନେଜିଂ ଡାଇରେକ୍ଟର(ଏମ୍‌ଡି) ରେସ୍‌ରେ ସମସ୍ତଙ୍କ ଆଗରେ ରହିଛନ୍ତି। ଆଇଏମ୍‌ଏଫ୍‌ର ମୁଖ୍ୟ…

ଖୁବ୍‌ଶୀଘ୍ର ସୁରଟ୍‌କୁ ଉଡ଼ିବ ବିମାନ: ସପ୍ତାହକୁ ୨ଥର ଚାଲିବ

ଭୁବନେଶ୍ୱର, ୨୩।୭(ବ୍ୟୁରୋ):ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ଭୁବନେଶ୍ୱରରୁ ସୁରଟ୍‌କୁ ସିଧାସଳଖ ବିମାନ ଚଳାଚଳ କରିବ। ସପ୍ତାହରେ ୨ଥର ଏହି ବିମାନ ଚାଲିବ। ଏ ନେଇ…

୩ଦିନରେ ନିବେଶକ ହରାଇଲେ ୪ ଲକ୍ଷ କୋଟି

ମୁମ୍ବାଇ,୨୩-୭: ବିଶ୍ୱ ଶେୟାର ବଜାରରେ ନିବେଶକଙ୍କ ନକରାମତ୍କ ମନୋଭାବର ପ୍ରତିଫଳନ ଘରୋଇ ଷ୍ଟକ୍‌ ବଜାର ଉପରେ ପଡିଛି। କ୍ରମାଗତ ତିନି ଦିନ ଧରି ସେନ୍‌ସେକ୍ସ ଓ ନିଫ୍ଟି…

କ୍ରିପ୍ଟୋକରେନ୍ସି ବ୍ୟାନ୍‌ ପାଇଁ ସୁପାରିସ୍‌

ନୂଆଦିଲ୍ଲୀ,୨୩-୭: କ୍ରିପ୍ଟୋକରେନ୍ସି ଉପରେ ନିଷ୍ପତ୍ତି ନେବା ଲାଗି ସରକାରଙ୍କ ପକ୍ଷରୁ ଗଠିତ ଅନ୍ତଃମନ୍ତ୍ରଣାଳୟ କମିଟି ତାଙ୍କର ରିପୋର୍ଟ ପ୍ରଦାନ କରିଛନ୍ତି। ଦେଶରେ ଘରୋଇ କ୍ରିପ୍ଟୋକରେନ୍ସି ପ୍ରଚଳନକୁ ସମ୍ପୂର୍ଣ୍ଣ…