କୋଲକାତାକୁ ସ୍ଥାନାନ୍ତର ହେବ ଟାଟାସ୍ପଞ୍ଜ ମୁଖ୍ୟ କାର୍ଯ୍ୟାଳୟ

ଯୋଡ଼ା,୨୩।୭(ଡି.ଏନ.ଏ.)-ଖଣିଜ ସମ୍ପଦ ପ୍ରାଚୁର୍ଯ୍ୟରେ ଭରା ଓଡିଶା ରାଜ୍ୟ ଜାତୀୟ ସମ୍ପଦର ମାଲିକାନା ଅନୁଯାୟୀ ଫାଇଦା ମିଳି ନ ଥିବା ବେଳେ ରାଜ୍ୟର ସର୍ବବୃହତ ଟାଟାସ୍ପଞ୍ଜ ଆଇରନ୍‌ ଲିମିଟେଡ…

କ୍ରୋଧରେ କହିଥିଲି: ସତ୍ୟପାଲ୍‌

ଶ୍ରୀନଗର,୨୩ା୭(ପି.ଟି.)-ଆତଙ୍କବାଦୀମାନେ ନିରୀହ ଲୋକଙ୍କୁ ନ ମାରି ଦୁର୍ନୀତିଗ୍ରସ୍ତ ଲୋକଙ୍କୁ ଗୁଳି କରିବା ଉଚିତ ବୋଲି ମନ୍ତବ୍ୟ ଦେଇ ବିବାଦ ଘେରକୁ ଆସିଥିବା ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକ…

ବ୍ଲକ୍‌ ରୋଡ୍‌ ଜବର ଦଖଲତହସିଲରେ ଅଭିଯୋଗ

ଝୁମ୍ପୁରା, ୨୩।୭ (ଡି.ଏନ.ଏ.)-ଝୁମ୍ପୁରା ବଜାର ଅଞ୍ଚଳର ୨୦ନଂ ଜାତୀୟ ରାଜପଥର ବ୍ଲକ ଛକ ଠାରୁ ତହସିଲ କାର୍ଯ୍ୟାଳୟ ଏବଂ ବ୍ଲକ କାର୍ଯ୍ୟାଳୟ ପାର୍ଶ୍ୱରେ ଉଖୁଣ୍ଡାକୁ ସଂଲଗ୍ନ କରୁଥିବା…

ମୋଦି ସରକାରଙ୍କ ଦ୍ୱିତୀୟ ପାଳି: ୫୦ ଦିନର ରିପୋର୍ଟ କାର୍ଡ

ନୂଆଦିଲ୍ଲୀ,୨୩ା୭(ପି.ଟି.): କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାରର ଦ୍ୱିତୀୟ ପାଳିରେ ୫୦ ଦିନ ପୂରଣ ହୋଇଛି। ଏହି ସମୟ ମଧ୍ୟରେ ବିକାଶ ଧାରାକୁ ଆଗେଇ ନେବା ଲାଗି ଆଲୋଚନା…

ସ୍ବଳ୍ପ ବୃଷ୍ଟିପାତ: ଆଗେଇ ପାରୁନି ଚାଷ କାମ

ବନ୍ତ, ୨୩।୭ (ଡି.ଏନ.ଏ.) - ଚଳିତ ଖରିଫ ଋତୁରେ କମ୍‌ ବୃଷ୍ଟିପାତ ଯୋଗୁ ବନ୍ତ ବ୍ଲକର ଶହ ଶହ ଏକର ଜମି ଏବେ ଶୁଖିଲା ପଡ଼ିଛି। ଫଳରେ…

ହଷ୍ଟେଲରୁ ଛାତ୍ର ନିଖୋଜ ଘଟଣା: ବିଦ୍ୟାଳୟ ଘେରିଲେ ଶତାଧିକ ମହିଳା

ଜଳେଶ୍ୱର, ୨୩।୭(ଡି.ଏନ.ଏ.)-ଜଳେଶ୍ୱର ସହର ବଡ଼ବଜାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ହଷ୍ଟେଲରେ ରହୁଥିବା ଅଷ୍ଟମ ଶ୍ରେଣୀ ଛାତ୍ର ତଥା ଭୋଗରାଇ ଥାନା ଅଧିନ ହାଣ୍ଡିପଡ଼ା ଗ୍ରାମନିବାସୀ କାହ୍ନୁ ଦାସଙ୍କ…

ଏମ୍‌ଟିଏନ୍‌ଏଲ୍‌ ବିଲ୍ଡିଂରେ ନିଆଁ

ମୁମ୍ବାଇ,୨୩ା୭(ଆଇଏଏନ୍‌ଏସ୍‌): ମୁମ୍ବାଇର ବାନ୍ଦ୍ରାଠାରେ ଥିବା ଏମ୍‌ଟିଏନ୍‌ଏଲ୍‌ ବିଲ୍ଡିଂରେ ସୋମବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଉକ୍ତ ବିଲ୍ଡିଂରେ ଫସିଥିବା ୮୪ ଜଣଙ୍କୁ ଉଦ୍ଧାର କରାଯାଇଛି। ଅପରାହ୍ନ ୩ଟା ୧୦ରେ…

ବିଦ୍ୟାଳୟ ସାମ୍ନାରୁ ୩ୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ

ବାହାନଗା, ୨୩।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଶଙ୍କରପଦା ଗ୍ରାମର ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରୁ ସୋମବାର ଅପରାହ୍ନ ୪ଟା ବେଳେ ଜଣେ ୩ୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ କରାଯାଇଛି।…

ମୁକୁଳାପଡ଼ିଛି ନଦୀବନ୍ଧ

ବାଲେଶ୍ୱର ଅଫିସ,୨୩।୭(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲାର ରେମୁଣା ଓ ସଦର ବ୍ଲକ ମଧ୍ୟ ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀରେ ବନ୍ୟାଜଳ ଅଧିକାଂଶ ବର୍ଷ କୂଳ ଲଂଘୁଛି। ବନ୍ୟା ମୁକାବିଲା…

ମୋତେ ବଳିବୋଦା କରନାହିଁ: ବାଚସ୍ପତି

ବେଙ୍ଗାଲୁରୁ,୨୩ା୭(ପି.ଟି.): କର୍ନାଟକ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ଆଣିଥିବା ଆସ୍ଥାଭୋଟ ଉପରେ କ୍ରମାଗତ ତୃତୀୟ ଦିନ ପାଇଁ ଆଲୋଚନା ଜାରି ରହିଥିବାବେଳେ ଭୋଟ ପ୍ରକ୍ରିୟାକୁ ବିଳମ୍ବିତ କରିବା…