ଅନୁଗୋଳ ଅଫିସ, ୨୩।୭ ଟାଟା ମୋଟର୍ସ ପକ୍ଷରୁ ନୂଆ ଅଲଟ୍ରା ଟି ୭ର ଅନୁଗୋଳ ସହରରେ ବଜାର ପ୍ରବେଶ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଗ୍ରାହକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।…
ଢେଙ୍କାନାଳ ଅଫିସ,୨୩ା୭ ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ୧୯ଟି ଡକାୟତି ଓ ଲୁଟ୍ ଘଟଣାରେ ସମ୍ପୃକ୍ତ ଥିବା ୭ ଜଣଙ୍କୁ ଢେଙ୍କାନାଳ ଜିଲା ପୋଲିସ ଗିରଫ କରିଛି।…
ଜଗତ୍ସିଂହପୁର ଅଫିସ,୨୩ା୭: ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ଗରିବ ପରିବାରକୁ ଚାଉଳ, କିରୋସିନ ଆଦି ସାମଗ୍ରୀ ପ୍ରଦାନ ନିମନ୍ତେ ସରକାର ବ୍ୟବସ୍ଥା କରିଛନ୍ତି। ମାତ୍ର ପରିତାପର ବିଷୟ…
ତାଳଚେର, ୨୩ା୭(ନି.ପ୍ର.) ଏନଜେନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ପରେ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ କର୍ମଚାରୀମାନେ ଚଳାଇଥିବା ଆନ୍ଦୋଳନ ୩ ମାସରେ ପହଞ୍ଚିଲାଣି। ହେଲେ…
ଅନୁଗୋଳ ଅଫିସ, ୨୩।୭ ଅନୁଗୋଳ ସହରରେ ଦିନକୁ ଦିନ ଯାଯାବରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସହରର ବିଭିନ୍ନ ସ୍ଥାନରେ ଏମାନେ ଅସ୍ଥାୟୀ ଶିବିର କରି ସେଠାରେ ରହୁଛନ୍ତି।…
ନବରଙ୍ଗପୁର,୨୩।୭(ବି.ପ୍ର.)- ୭ ବର୍ଷ ତଳେ ନିଆଁ ଲାଗି ଘର ଜଳିଗଲା। ଯେଉଁ ଭଙ୍ଗା ଦଦରା ଘର ଖଣ୍ଡେ ଥିଲା ତାହା ବର୍ଷାରେ ଭାଙ୍ଗିଗଲା। ଘର ଖଣ୍ଡିଏ ପାଇଁ…
କୁଜଙ୍ଗ,୨୩ା୭(ସ୍ବ.ପ୍ର.): ଶ୍ରାବଣ ମାସ ଆରମ୍ଭ ହୋଇଯାଇଥିଲେ ମଧ୍ୟ ବର୍ଷା ଦେଖାନାହିଁ। ଏଥିଯୋଗୁ ଜଗତ୍ସିଂହପୁର ଜିଲାର ଉପକୂଳ କୁଜଙ୍ଗ ଅଞ୍ଚଳରେ ମରୁଡ଼ିର ପଦଧ୍ୱନୀ ଶୁଣାଗଲାଣି। ବହୁ କଷ୍ଟରେ ଚାଷୀ…
ଅମରପାଲି, ୨୩।୭(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରସ୍ଥିତ ମୈତ୍ରିସଦନଠାରେ ସୋମବାର ଅପରାହ୍ନରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଉପଜିଲାପାଳ ସୁବ୍ରତ କୁମାର…
ସୋନପୁର,୨୩।୭(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସନ୍ଥକବି ଭୀମଭୋଇଙ୍କ ସମାଧି ପୀଠ ଖଲିଆପାଲିଠାରେ ଜନସାଧାରଣଙ୍କ ଉଦ୍ୟମରେ ଚାଲି ଆସିଥିବା ସ୍ବାସ୍ଥ୍ୟକେନ୍ଦ୍ରଟି ଶେଷରେ ବନ୍ଦ ହେଲା। ଦେଢ ମାସ ହେଲା ସ୍ବାସ୍ଥ୍ୟକେନ୍ଦ୍ରକୁ…
ଉଲୁଣ୍ଡା, ୨୩ା୭ (ଡି.ଏନ.ଏ.) ଶ୍ରାବଣ ମାସର ଆଦ୍ୟ ଚଉଠି, ଚାରିଦିଗୁ ମେଘ ଆସିବ ଘୋଟି। ଫେଲ ମାରିଲା ଏହି ଖନା ବଚନ। ଚଳିତ ବର୍ଷ ଶ୍ରାବଣ ମାସର…