କାଉଡ଼ିଆଙ୍କ ବୋଲବମ୍‌ ଶବ୍ଦରେ କମ୍ପିଲା ବୁଦ୍ଧେଶ୍ୱର

ଭୁବନ, ୨୨।୭(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ବୁଦ୍ଧେଶର ଶୈବପୀଠରେ ଶ୍ରାବଣ ମାସର ପ୍ରଥମ ସୋମବାର ଜଳଲାଗି ପାଇଁ ୧୦ ହଜାରରୁ ଉଦ୍ଧର୍‌ବ କାଉଡ଼ିଆଙ୍କ ସମାଗମ ହୋଇଥିଲା। ମନ୍ଦିରର…

ଜଙ୍ଗଲ ବିଭାଗର ଅବହେଳା: ଭବାନୀପାଟଣା ରାସ୍ତାରେ ଗଛ ପଡ଼ି ବାଇକ୍‌ ଆରୋହୀ ଗୁରୁତର

ଭବାନୀପାଟଣା,୨୨।୭ (ଡି.ଏନ୍‌.ଏ.): ଜଙ୍ଗଲ ବିଭାଗ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ସୋମବାର ଭବାନୀପାଟଣା ରାସ୍ତାରେ ଦେଖିବାକୁ ମିଳିଛି। ରାସ୍ତାକଡ଼ରେ ଥିବା ଏକ ଶୁଖିଲା ଗଛ ପଡ଼ି ଜଣେ…

ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ହିମା

ନୂଆଦିଲ୍ଲୀ,୨୨।୭- ଚଳିତ ମାସରେ ଗୋଟିଏ ପରେ ଗୋଟିଏ ସ୍ବର୍ଣ୍ଣିମ ସଫଳତା ପାଇ ଚାଲିଥିବା ଭାରତୀୟ ସ୍ପ୍ରିଣ୍ଟର ହିମା ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନିକଟରେ…

ସୁପ୍ରିମକୋର୍ଟ ରାୟ ନ ଆସିବା ପର୍ଯ୍ୟନ୍ତ ହୋଇ ନ ପାରେ ଆସ୍ଥା ଭୋଟ: ସିଦ୍ଧରମେୟା

ବେଙ୍ଗାଲୁରୁ,୨୨।୭: କର୍ନାଟକର ରାଜନୈତିକ ସଙ୍କଟ ବେଳକୁ ବେଳ ନୂଆ ମୋଡ ନେଉଛି। ବାଚସ୍ପତି କେ ଆର୍‌ ରମେଶ କୁମାର କୁମାରସ୍ବାମୀ ସରକାରଙ୍କୁ ଶୀଘ୍ର ଆସ୍ଥା ଭୋଟ କରିବାକୁ…

ହିଞ୍ଜିଳି ପୋଲିସ ଦ୍ୱାରା ଗଞ୍ଜେଇ ଚୋରାଚାଲାଣ ର଼୍ୟାକେଟ ଠାବ: ୨ବସ୍ତା ଗଞ୍ଜେଇ ଜବତ, ୩ ଗିରଫ

ହିଞ୍ଜିଳିକାଟୁ,୨୨ା୭(ଡି.ଏନ୍‌.ଏ): କନ୍ଧମାଳଠାରୁ ରାଜଧାନୀ ନୂଆଦିଲୀ ପର୍ଯ୍ୟନ୍ତ ଲମ୍ବିଥିବା ଏକ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟକୁ ରବିବାର ସନ୍ଧ୍ୟାରେ ହିଞ୍ଜିଳି ପୋଲିସ ଠାବ କରିବା ସହ ଗ୍ୟାଙ୍ଗର ୩…

ଦୋକାନ ସଟର୍‌ ଭାଙ୍ଗି ଚୋରି କରି ନେଲେ ୮୦ ହଜାର ଟଙ୍କା

ବ୍ରହ୍ମପୁର ଅଫିସ, ୨୨।୭: ଟାଉନ ଥାନା ଅନ୍ତର୍ଗତ ଭାପୁର ବଜାର ରେ ଥିବା ସାହୁ ଫୁଡ୍ସରୁ ରବିବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ତାଲା ଭାଙ୍ଗି…

ଗୋଡ଼ାଇ ଗୋଡ଼ାଇ ହାଣିଲେ, ଯୁବକ ଗୁରୁତର

ବୋଲଗଡ଼,୨୨।୭(ଡି.ଏନ୍‌.ଏ.): ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡି ସାନକୁମାରୀ ମଙ୍ଗଳା ମନ୍ଦିର ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସାନକୁୁମାରୀ ଗ୍ରାମର ଗଣେଷ ଖଣ୍ଡାଇ(୨୫)ଙ୍କୁ…

ଇସ୍ରୋ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୭: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ -୨ର ସଫଳ ଉତ୍‌କ୍ଷେପଣ ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଇସ୍ରୋର ସମସ୍ତ ବୈଜ୍ଞାନିକଙ୍କୁ ଶୁଭେଚ୍ଛା…

ମିଳୁନି ବୀମା କ୍ଷତିପୂରଣ, ବରଗଡ଼ରେ ଚାଷୀ ଅସନ୍ତୋଷ

ବରଗଡ଼ ଅଫିସ୍‌,୨୨।୭- ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ବୀମା କ୍ଷତିପୂରଣ ଠିକ୍‌ ଭାବେ ମିଳୁ ନ ଥିବା ଯୋଗୁ ଚାଷୀ ଅସନ୍ତୋଷ ଦିନକୁ ଦିନ ବଢ଼ିବାରେ…

ପରିଣତ ବୟସରେ ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୨୨।୭- ନାଁ ତାଙ୍କର କୁଲରନ୍‌ ନାୟକ। ବରଗଡ଼ ଜିଲା ବରପାଲି ଏନଏସି ଅଧିନ ୱାର୍ଡ଼ ନଂ-୩ରେ ସେ ବର୍ତ୍ତମାନ ରହୁଛନ୍ତି । ପରିଣତ ବୟସରେ ସେ…