କନ୍ଧମାଳ ଜିଲା କମ୍ପ୍ୟୁଟର ଶିକ୍ଷକ ସଂଘର ଆନ୍ଦୋଳନ ଚେତାବନୀ

ବାଲିଗୁଡ଼ା,୨୨।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ନିକଟସ୍ଥ ସାରଙ୍ଗଡ଼ସ୍ଥିତ ସଦ୍‌ଭାବନା ଗୃହ ପରିସରରେ ଜିଲା ଆଇସିଟି ବିଦ୍ୟାଳୟ ସଂଯୋଜକ ସଂଘ ତଥା କମ୍ପ୍ୟୁଟର ଶିକ୍ଷକ ସଂଘର ସଭାପତି ବିନୋଦ…

୨୦୦ ଟଙ୍କା ପାଇଁ କ୍ରିକେଟ ଖେଳୁଥିଲେ, ଏବେ ମିଳିଲା ଭାରତୀୟ ଦଳରେ ସ୍ଥାନ

ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଗସ୍ତ ପାଇଁ ଭାରତୀୟ ଦଳରେ ଅନେକ ନୂଆ ଚେହେରା ସ୍ଥାନ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ନବଦୀପ…

ନାସାର ଚନ୍ଦ୍ର ମିଶନ ଆର୍ଟିମିସ୍‌: ପ୍ରଥମେ ଯିବେ ମହିଳା; ଖର୍ଚ୍ଚ ହେବ ୩୦ ଶହ କୋଟି ଡଲାର

ଓ୍ବାଶିଂଟନ,୨୨।୭: ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଏହାର ଚନ୍ଦ୍ର ମିଶନ ଆର୍ଟିମିସ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ରେ ଏହି ମିଶନ ହେବାର ସମ୍ଭାବନା ରହିଛି।…

ଚନ୍ଦ୍ରୟାନ-୨: ମହିଳା ବୈଜ୍ଞାନିକଙ୍କ ଉପରେ ଗୁରୁ ଦାୟିତ୍ୱ

ବେଙ୍ଗାଲୁରୁ,୨୨।୭: ଚନ୍ଦ୍ରାୟାନ-୨ର ନେତୃତ୍ୱ ୨ ମହିଳା ବୈଜ୍ଞାନିକଙ୍କୁ ଦିଆଯାଇଛି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ମହାକାଶ ମିଶନରେ ଏହା ପ୍ରଥମ ଥର ହେବାକୁ ଯାଉଛି। ଏଥିରେ…

କୃଷକଙ୍କ କ୍ଷେତରୁ ମିଳିଲା ୬୦ ଲକ୍ଷ ଟଙ୍କାର ହୀରା, ଖୁସି ପରିବର୍ତ୍ତେ କରୁଛନ୍ତି ପଶ୍ଚାତାପ

ଆନ୍ଧ୍ରପ୍ରଦେଶର କୁରନୁଲ ଜିଲାରେ ଜଣେ କୃଷକ ରାତାରାତି ଲକ୍ଷପତି ହୋଇଯାଇଛନ୍ତି। କୃଷକ ଜଣଙ୍କ କ୍ଷେତରେ କାମ କରୁଥିଲାବେଳେ ଏକ ହୀରା ଖଣ୍ଡ ପାଇଥିଲେ। ଏହି ହୀରା ଖଣ୍ଡର…

ଅଗଷ୍ଟରେ ମୋଦିଙ୍କ ୨ ଦିନିଆ ଭୁଟାନ ଗସ୍ତ

ନୂଆଦିଲ୍ଲୀ,୨୨।୭: ଅଗଷ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଭୁଟାନ ଗସ୍ତରେ ଯିବେ। ଦୁଇଦେଶ ମଧ୍ୟରେ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ଏହି ଗସ୍ତର ଲକ୍ଷ୍ୟ ବୋଲି…

ଚନ୍ଦ୍ରୟାନ -୨ର ସଫଳ ଉତ୍‌କ୍ଷେପଣ ପାଇଁ କାନପୁରରେ ପୂଜାର୍ଚ୍ଚନା

କାନପୁର,୨୨।୭: ଚନ୍ଦ୍ରୟାନ-୨ର ସଫଳ ଉତ୍‌କ୍ଷେପଣ ପାଇଁ ଉତ୍ତର ପ୍ରଦେଶର କାନପୁରରେ ସୋମାବାର ପୂଜାର୍ଚ୍ଚନା କରାଯାଇଛି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ -୨କୁ ଯାନ୍ତ୍ରୀକ…

କାହିଁକି ଅବିବାହିତ ଅଛନ୍ତି ପ୍ରତିଷ୍ଠିତ ବ୍ୟବସାୟୀ ରତନ ଟାଟା: ନିଜେ କଲେ ଖୁଲାସା

ଟାଟା ଗ୍ରୁପର ପୂର୍ବତନ ଚେୟାରମ୍ୟାନ ରତନ ଟାଟା ଭାରତର ପ୍ରତିଷ୍ଠିତ ବ୍ୟବସାୟାଙ୍କ ମଧ୍ୟରୁ ଅନ୍ୟତମ। ୧୯୩୭ ଡିସେମ୍ବର ୨୭ରେ ଗୁଜରାଟର ସୁରତରେ ଜନ୍ମ ହୋଇଥିଲେ ରତନ ଟାଟା।…

ଶ୍ରାବଣ ପ୍ରଥମ ସୋମବାରରେ ଜଳଲାଗି କଲେ ହଜାର ହଜାର କାଉଡ଼ିଆ

କୋରାପୁଟ,୨୨।୭(ସ୍ବ.ପ୍ର.) : ଶ୍ରାବଣ ମାସର ପ୍ରଥମ ସୋମବାରରେ ଜଳଲାଗି କରିବା ପାଇଁ ଦୂରଦୂରାନ୍ତରୁ ହଜାର ହଜାର କାଉଡ଼ିଆ କୋରାପୁଟ ଆଗମନ କରିଥିବା ଦେଖାଯାଇଛି। କଟକ, ଜଗତିସଂହପୁର, କେନ୍ଦ୍ରାପଡ଼ା,…

ଆଇଏମ୍‌ଏଫ୍‌ ପରିଚାଳନା ନିର୍ଦ୍ଦେଶକ ପଦବୀ: ଦୌଡ଼ରେ ରଘୁରାମ ରାଜନ ଆଗରେ

ଲଣ୍ଡନ,୨୨।୭: ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌)ର ପରିଚାଳନା ନିର୍ଦ୍ଦେଶକ ପଦବୀରେ ନିଯୁକ୍ତ ହେବା ଆଶା ଉଜ୍ବଳ ହୋଇଛି। ଏହି…