ଖର୍ଚ୍ଚ ହୋଇପାରୁନାହିଁ ବିଜୁ କେବିକେ ଅର୍ଥ : ବିଧାୟକ ପାଣ୍ଠିରୁ ଖର୍ଚ୍ଚ ହୋଇଛି ମାତ୍ର ୬୫ ପ୍ରତିଶତ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ରାଜ୍ୟର ପଛୁଆ ଜିଲାଗୁଡ଼ିକର ବିକାଶ ପାଇଁ ଅନେକ ଯୋଜନା ହୋଇଛି। ଏଥିପାଇଁ ପ୍ରତି ଆର୍ଥିକ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭାବେ ଅନୁଦାନ…

ଗତ ୫ ବର୍ଷରେ ଖଣି ରାଜସ୍ବ ଆଦାୟ : ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇପାରିଲା ନାହିଁ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ୨୦୧୮-୧୯ ଆର୍ଥିକ ବର୍ଷରେ ଖଣି ରାଜସ୍ବ ଆଦାୟ ବାବଦକୁ ଧାର୍ଯ୍ୟ ଲକ୍ଷ୍ୟ ବୃଦ୍ଧି ପାଇଛି। ସରକାର ୨୦୧୮-୧୯ ବର୍ଷରେ ୭୧୦୦ କୋଟି ଟଙ୍କାର ଖଣି…

ଗାନ୍ଧୀ ପରିବାର ସଦସ୍ୟ ଅଧ୍ୟକ୍ଷ ନ ହେଲେ ୨୪ ଘଣ୍ଟାରେ ଭାଙ୍ଗିବ କଂଗ୍ରେସ: ନଟଓ୍ବର ସିଂ

ନୂଆଦିଲ୍ଲୀ,୨୨।୭: କଂଗ୍ରେସରେ ଅଧ୍ୟକ୍ଷ ପଦ ନେଇ ସଙ୍କଟ ଜାରି ରହିଛି। ଏନେଇ ବରିଷ୍ଠ କଂଗ୍ରେସ ନେତା ନଟଓ୍ବର ସିଂ କହିଛନ୍ତି ଯେ, ଗାନ୍ଧୀ ପରିବାର ସଦସ୍ୟ ଦଳର…

ଏଚ୍‌ଆଇଭି ସଂକ୍ରମିତ ନାବାଳିକାଙ୍କୁ ଯୌନ ନିର୍ଯାତନା ଘଟଣା

କଟକ ଅଫିସ, ୨୨ା୭ : କଳାହାଣ୍ଡି ଜିଲା ଭବାନୀପାଟଣା ଅଞ୍ଚଳରେ ଥିବା ଏକ ଆଶ୍ରମରେ ଜଣେ ଏଚ୍‌ଆଇଭି ସଂକ୍ରମିତ ନାବାଳିକାଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ନେଇ ଗତ…

ଭାରତର ମୁଦ୍ରାସ୍ଫୀତି ଅନୁମାନ ହ୍ରାସ କଲା ଏଡିବି

ନୂଆଦିଲ୍ଲୀ,୨୨ା୭: ଏସିଆନ ଡେଭଲପ୍‌ମେଣ୍ଟ ବ୍ୟାଙ୍କ(ଏଡିବି) ଚଳିତ ଆର୍ଥିକ ବର୍ଷରେ ଭାରତର ମୁଦ୍ରାସ୍ଫୀତି ଅନୁମାନକୁ ୪.୧୦ ପ୍ରତିଶତକୁ ହ୍ରାସ କରିଛି। ଟଙ୍କାର ମୂଲ୍ୟ ବୃଦ୍ଧି ପାଇବା ତଥା ଦେଶର…

ଡକାୟତି ଯୋଜନା: ଗିରଫ ହେଲେ ୭ ଅଭିଯୁକ୍ତ

ବାରଙ୍ଗ,୨୨ା୭(ଡି.ଏନ୍‌.ଏ.) : ବାରଙ୍ଗ ଥାନା ଅଞ୍ଚଳରେ ଶନିବାର ରାତିରେ ଡକାୟତି ପାଇଁ ଯୋଜନା ଚାଲିଥିବାବେଳେ ପୋଲିସ ହାବୁଡରେ ୭ଜଣ ଧରାପଡିଛି। ରବିବାର ସେମାନଙ୍କ ବିରୋଧରେ ୧୧୮/୧୯ନଂରେ ଏକ…

ଏୟାର ଇଣ୍ଡିଆର ବିକ୍ରି ପ୍ରୟାସ: ପଦୋନ୍ନତି, ନୂଆ ନିଯୁକ୍ତି ବନ୍ଦ

ନୂଆଦିଲ୍ଲୀ,୨୨ା୭: ଋଣରେ ବୁଡ଼ି ରହିଥିବା ଏୟାର ଇଣ୍ଡିଆକୁ ବିକ୍ରି କରିବା ଲାଗି ସରକାରଙ୍କ ପ୍ରୟାସ ଜୋର୍‌ଦାର ହୋଇଛି। ଏହି ରାଷ୍ଟ୍ରୀୟ ବିମାନ କମ୍ପାନୀରେ କର୍ମଚାରୀଙ୍କୁ ପଦନ୍ନୋତି ଓ…

୨୫ରେ ଜିଏସ୍‌ଟି କାଉନ୍‌ସିଲ ବୈଠକ

ନୂଆଦିଲ୍ଲୀ,୨୨ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୫ରେ ଜିଏସ୍‌ଟି କାଉନସିଲ୍‌ର ୩୬ତମ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଇଲେକ୍ଟ୍ରିକ୍‌ ଗାଡ଼ି(ଇ-ଯାନ) ଉପରେ ଆଦାୟ…

ଡ. ଅର୍ଥୋ ଆୟୁର୍ବେଦିକ ତେଲ, ସୁପର-୩୦ ମଧ୍ୟରେ ଚୁକ୍ତି

ନୂଆଦିଲ୍ଲୀ, ୨୨ା୭: ସୁପର-୩୦ ଚଳଚ୍ଚିତ୍ରର ପ୍ରମୋଶନ ଲାଗି ଏସ୍‌ବିଏସ୍‌ ବାୟୋଟେକ୍‌ର ଲୋକପ୍ରିୟ ପ୍ରଡକ୍ଟ ଡ. ଅର୍ଥୋ ଆୟୁର୍ବେଦିକ ତୈଳ ଚୁକ୍ତିରେ ସାମିଲ ହୋଇଛି। ଚଳଚ୍ଚିତ୍ରର ସଫଳତା ଲାଗି…

କାକଟପୁର ମଙ୍ଗଳାମନ୍ଦିରରେ ଫାଟ : ଦେବୋତ୍ତର ବିଭାଗର ଅଣଦେଖା

କାକଟପୁର, ୨୨ା୭(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁରସ୍ଥିତ ମା’ମଙ୍ଗଳାଙ୍କ ମନ୍ଦିରରେ ଫାଟ। ପ୍ରାୟ ପଞ୍ଚଦଶ ଶତାବ୍ଦୀର ଏହି ମନ୍ଦିର ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଭୁଷୁଡ଼ିବା ଆଶଙ୍କା…