ନାବାଳକ ପୁଅ ସମ୍ମୁଖରେ ମା’ଙ୍କୁ ଅସଦାଚରଣ : ଅଭିଯୁକ୍ତଙ୍କୁ ଛାଡ଼ି ନାବାଳକଙ୍କୁ ୩୦ ଘଣ୍ଟା ଅଟକ ରଖିଲା ପୋଲିସ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ନାବାଳକଙ୍କ ସମ୍ମୁଖରେ ତାଙ୍କ ମା’ଙ୍କୁ ଅସଦାଚରଣ। ପ୍ରତିରୋଧ କରିବାରୁ ନାବାଳକଙ୍କୁ ଆକ୍ରମଣ। ପରେ ଆକ୍ରଣକାରୀ ଓ ନାବାଳକଙ୍କ ମଧ୍ୟରେ ମାର୍‌ପିଟ୍‌। ହେଲେ ଅସଦାଚରଣ କରିଥିବା…

ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ରାଜ୍ୟ ଯୁବ ଶାଖାର ବୈଠକ: ‘ଚାଷୀ ବିକାଶ ନେଇ ସଂଗ୍ରାମ ଜାରି ରହିବ’

ବଅଁରପାଳ, ୨୨।୭(ଡି.ଏନ୍‌.ଏ.) ନାଲ୍‌କୋ ଏମ୍ପ୍ଲୋଇଜ ଶ୍ରମିକ ସଂଘ କାର୍ଯ୍ୟାଳୟଠାରେ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ରାଜ୍ୟ ଯୁବ ଶାଖାର କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଯୁବ ଶାଖାର…

ଚାକିରି ନାଁରେ ଠକେଇ: ୟୁଏଇରେ ଫସିଛନ୍ତି ୯ ଭାରତୀୟ

ଦୁବାଇ,୨୨ା୭(ପି.ଟି.): ସୋସିଆଲ୍‌ ମିଡିଆରେ ଜାଲ୍‌ ନିଯୁକ୍ତି ଅଫର ପାଇ ୯ ଭାରତୀୟ ୟୁଏଇରେ ଫସିଛନ୍ତି। ଏମାନେ କେରଳରୁ ଯାଇ ଅଲ୍‌ ଆଇନ୍‌ ଓ ଅଜମାନ୍‌ରେ ଅଟକି ରହିଛନ୍ତି।…

ବ୍ରହ୍ମପୁର ରେଳଷ୍ଟେଶନ ପ୍ରତି ଅବହେଳା ଅଭିଯୋଗ; ଶୀତଳ ଭଣ୍ଡାରରେ ପ୍ରସ୍ତାବିତ ରେଳପଥ

ବ୍ରହ୍ମପୁର ଅଫିସ,୨୨ା୭-ବ୍ରହ୍ମପୁର ଓଡ଼ିଶାର ତୃତୀୟ ବୃହତ୍ତମ ସହର। ତଥାପି ପ୍ରତ୍ୟେକ କ୍ଷେତ୍ରରେ ଏହାକୁ ଅବହେଳା କରାଯାଉଛି। ଗଞ୍ଜାମ, ଫୁଲବାଣୀ, ଗଜପତି ଓ ଆନ୍ଧ୍ରପ୍ରଦେଶର କେତେକ ଅଞ୍ଚଳ ବ୍ରହ୍ମପୁର…

ମାର୍କେଟ କମ୍ପ୍ଲେକ୍ସ ନିର୍ମାଣକୁ ନେଇ ହାଇକୋର୍ଟରେ ମାମଲା: ସମାଧାନ ଲାଗି ଜିଲାପାଳଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ

ପୁରୁଷୋତ୍ତମପୁର,୨୨ା୭(ଡି.ଏନ୍‌.ଏ.)-ପୁରୁଷୋତ୍ତମପୁର ଏନ୍‌ଏସି ମଧ୍ୟ ଦେଇ ଆସିକା-ହୁମ୍ମାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତାର କଲେଜଛକ ନିକଟରେ ବିବାଦୀୟ ଜାଗାରେ ପୁନନିର୍ମାଣ କରାଯାଉଥିବା ମାର୍କେଟ କମ୍ପ୍ଲେକ୍ସକୁ ନେଇ ପୁଣି…

ସେଣ୍ଟ୍ରିଙ୍ଗ୍‌ ଖୋଲିବା ବେଳେ ଦୁର୍ଘଟଣା: ବିଦ୍ୟୁତ୍‌ ଆଘାତରେ ୨ ଘର ମାଲିକଙ୍କ ସମେତ ମିସ୍ତ୍ରି ମୃତ

ବ୍ରହ୍ମପୁର ଅଫିସ/କୁକୁଡ଼ାଖଣ୍ଡି,୨୨ା୭(ଡି.ଏନ.ଏ.)-ବ୍ରହ୍ମପୁର ଅଳକାପୁରୀ ୬ଷ୍ଠ ଲେନ୍‌ରେ ଏକ ନିର୍ମାଣାଧୀନ ଘର ଛାତ ସେଣ୍ଟ୍ରିଙ୍ଗ୍‌ ଖୋଲିବା ବେଳେ ରବିବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ୧୧ କେଭି ବିଦ୍ୟୁତ୍‌…

ହଂକଂରେ ସରକାର ବିରୋଧୀ ବିଶାଳ ର଼୍ୟାଲି

ହଂକଂ,୨୨ା୭(ଏଏଫ୍‌ପି): ହଂକଂରେ ସରକାର ବିରୋଧୀ ଆନ୍ଦୋଳନ ଥମିବା ନାଁ ଧରୁନାହିଁ। ରବିବାର ହଜାର ହଜାର ଲୋକ ସରକାର ବିରୋଧୀ ସ୍ଲୋଗାନ ଦେଇ ଶୋଭାଯାତ୍ରାରେ ବାହାରିଥିଲେ। ଚାଇନା ଶାସନ…

ମାଷ୍ଟରମାଇଣ୍ଡ ଗିରଫ, ଅଳଙ୍କାର, ଟଙ୍କା ଜବତ

ବ୍ରହ୍ମପୁର ଅଫିସ,୨୨ା୭-ସଦର ଥାନା ପୋଲିସ ଫେରାର ଥିବା ଜଣେ ଅଭିଯୁକ୍ତ ତଥା ସିରିଜ ଚୋରି ଘଟଣାର ମାଷ୍ଟରମାଇଣ୍ଡ ରାମ ବେଲମା (୧୯)ଙ୍କୁ ଶନିବାର ଗିରଫ କରିଛି। ତାଙ୍କ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଉଚ୍ଚଶିକ୍ଷା ନିର୍ଦ୍ଦେଶକଙ୍କୁ ସଚିବଙ୍କ ଚିଠି; ଜୟନ୍ତଙ୍କୁ ସିଣ୍ଡିକେଟରୁ ବାଦ ଦେବାକୁ ପରାମର୍ଶ

ବ୍ରହ୍ମପୁର ଅଫିସ,୨୨ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସିଣ୍ଡିକେଟକୁ ମନୋନୀତ ହୋଇଥିବା ପୂର୍ବତନ କୁଳପତି ପ୍ରଫେସର ଜୟନ୍ତ କୁମାର ମହାପାତ୍ରଙ୍କ ସଦସ୍ୟତା ବାତିଲ ହୋଇପାରେ। ଏହାକୁ ବାତିଲ କରିବାକୁ ଉଚ୍ଚଶିକ୍ଷା ବିଭାଗ…

୩ ମାସରେ ଜନ୍ମ ହୋଇନାହାନ୍ତି ଝିଅ

ଡେରାଡୁନ୍‌,୨୨ା୭: ଉତ୍ତରାଖଣ୍ଡ ଉତ୍ତରକାଶୀ ଜିଲାର ୧୩୨ ଗାଁରେ ୩ମାସ ମଧ୍ୟରେ ଆଦୌ ଝିଅ ଜନ୍ମ ହୋଇନାହାନ୍ତି। ଏହି ସମୟ ମଧ୍ୟରେ ଜନ୍ମିତ ସମସ୍ତ ୨୧୬ ଶିଶୁ ପୁଅ।…