ମଦ ସହ ବାଇକ ଜବତ କରି ପୋଲିସ ଜିମାଦେଲେ ଏସ୍‌ଏଚ୍‌ଜି ମହିଳା

ଦେଓଗାଁ,୨୧ା୭(ଡି.ଏନ.ଏ.)ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ କେନ୍ଦୁଘାଟ ଗ୍ରାମର ମହିଳା ଗୋଷ୍ଠୀର ସଦସ୍ୟାମାନେ ରବିବାର ଜଣେ ବେପାରୀଙ୍କଠାରୁ ମଦ ଓ ବାଇକ ଜବତ କରି ପୋଲିସ ଜିମା ଦେଇଛନ୍ତି।…

ଇତିହାସ ରଚିବାକୁ ଯାଉଛି ଇସ୍ରୋ: ‘ଚନ୍ଦ୍ରଯାନ-୨’ର କାଉଣ୍ଟଡାଉନ୍‌ ଆରମ୍ଭ

ନୂଆଦିଲ୍ଲୀ, ୨୧।୦୭: ମହାକାଶ ଇତିହାସରେ ଭାରତ ଆଉ ଏକ ସଫଳ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଜୁଲାଇ ୨୨ ତାରିଖ ଅପରାହ୍ନ ୨ଟା ୪୩ ମିନିଟରେ ମହାକାଶକୁ ଯିବ…

ଏସ୍‌ବିଆଇ ସମନ୍ବୟ ମେଳା:୪୧ ଏସ୍‌ଏଚ୍‌ଜିକୁ ଦିଆଯିବ ବିନା ସୁଧରେ ଋଣ

ଭୁବନ,୨୧।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ବ୍ଲକ ସଭାଗୃହରେ ରବିବାର ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ନେଇ ସମନ୍ବୟ ମେଳା ଅନୁଷ୍ଠିତ…

ଟେଲିଭିଜନ ଜଗତରେ ଚହଳ ପକାଇଲେ କରିନା: ଗୋଟିଏ ଏପିସୋଡ ପାଇଁ ନେଉଛନ୍ତି ଏତିକି ପାରିଶ୍ରମିକ

ବଲିଉଡ ଅଭିନେତ୍ରୀ କରିନା କପୁର ଖାନ ରିଆଲିଟି ଶୋ’ ‘ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ’ରେ ଜଜ ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି। ଏହି ଶୋ’ର ପ୍ରତି ଏପିସୋଡ ପାଇଁ ସେ…

ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ବଇଣ୍ଡା,୨୧।୭(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ହଣ୍ଡପା ରେଞ୍ଜ ଅଧୀନରେ ଥିବା ରାଇନାଳୀ, ହେମାମୁରା, ବାତ୍ରାଖୋଳ, ଲକ୍ଷ୍ମୀପୁର, ଟେଣ୍ଟୁଲୀ ଗ୍ରାମ ଗୁଡ଼ିକରେ ଗତ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି।…

ଡାକ୍ତରଖାନା ବାହାରେ ମହିଳା ଆତଙ୍କବାଦୀଙ୍କ ଆତ୍ମଘାତୀ ବିସ୍ଫୋରଣ: ୯ ମୃତ, ୩୦ ଆହତ

ଇସଲମାବାଦ, ୨୧।୭: ପାକିସ୍ତାନରେ ଡାକ୍ତରଖାନା ବାହାରେ ରବିବାର ଜଣେ ମହିଳା ଆତ୍ମଘାତୀ ଆତଙ୍କବାଦୀ ବିସ୍ଫୋରଣରେ ୯ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୦ ଆହତ ହୋଇଛନ୍ତି। ତେହରିକ-ଇ-ତାଲିବାନ-ପାକିସ୍ତାନ ଏହି ବିସ୍ଫୋରଣ…

ଇନ୍‌ଷ୍ଟାଗ୍ରାମରେ ବିକ୍ରି ହେଉଛି ମଣିଷ ଅସ୍ଥି ଓ ଖପୁରି

ଲଣ୍ଡନ, ୨୧।୭: ବ୍ରିଟେନରେ ମଣିଷ ଅସ୍ଥି ଓ ଖପୁରି ବିକ୍ରି ହେଉଛି। ଆଶ୍ଚର୍ଯ୍ୟର କଥା ଲୋକମାନେ ବି ଏହାକୁ କିଣୁଛନ୍ତି। ମେଡିକାଲ ସାଇନ୍ସ ଓ ଗବେଷଣା ଲାଗି…

ଭାଜପା ୨ କୋଟି ଟଙ୍କାରେ ଟିଏମସି ବିଧାୟକଙ୍କୁ କିଣିବାକୁ ଚାହୁଁଛି: ମମତା

କୋଲକାତା, ୨୧।୭: ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି। ୨୦୧୯ ଲୋକ ସଭା ନିର୍ବାଚନ ପରେ ପ୍ରଥମଥର ପାଇଁ ଏକ ରାଲିକୁ…

ବାଘୁଆ ପ୍ରକଳ୍ପରୁ ପାଣି ଛଡାଗଲା

ବୁଗୁଡ଼ା,୨୧ା୭(ଡି.ଏନ.ଏ.)- ବୁଗୁଡ଼ା ଜଳସେଚନ କାର୍ଯ୍ୟାଳୟ ପରିସରରେ ଜୁଲାଇ ୧୩ରେ ଅନୁଷ୍ଠିତ ବାଘୁଆ ପାଣି ପଞ୍ଚାୟତ ପ୍ରକଳ୍ପ କମିଟିର ନିଷ୍ପତ୍ତି ଅନୁଯାୟୀ ରବିବାର ଅପରାହ୍ନ ୪ଟାରେ ବାଘୁଆ ଡ୍ୟାମରୁ…

ଏହି ବୌଦ୍ଧ ମଠରେ ଥିବା ଅଷ୍ଟଧାତୁ ମୂର୍ତ୍ତି ମୁଣ୍ଡରେ ବଢୁଛି କେଶ…

ହିମାଚଳପ୍ରଦେଶ କିନୌରରେ ରହିଛି ରୋପା ଗାଁ। ଏଠାରେ ଥିବା ବୌଦ୍ଧ ମଠରେ ଅଛି ଭଗବାନ ମେଲାରୋପାଙ୍କ ଅଷ୍ଟଧାତୁ ମୂର୍ତ୍ତି। ମେଲାରୋପାଙ୍କୁ ବୁଦ୍ଧଙ୍କ ଅବତାର ଭାବେ ଶ୍ରଦ୍ଧାଳୁମାନେ ଗ୍ରହଣ…