ରାଶିଫଳ: ସୋମବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆପଣଙ୍କ ରାଶିପାଇଁ ଆଜି କୃଷ୍ଣପକ୍ଷର ଦ୍ୱାଦଶଚନ୍ଦ୍ର କଲ୍ୟାଣ ଚନ୍ଦ୍ର ହେତୁ ଯାତ୍ରାରେ ସଫଳତା, କାର୍ଯ୍ୟସିଦ୍ଧି ସଙ୍ଗକୁ ସତ୍‌କାର୍ଯ୍ୟରେ ଅର୍ଥ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟରେ ଉନ୍ନତି…

ହାତକାଟି ପ୍ରେମିକାଙ୍କ ମୁଣ୍ଡରେ ଲଗାଇଲେ ରକ୍ତସିନ୍ଦୁର, ସେଲ୍ଫି ନେବା ପରେ କଲେ ହତ୍ୟା

ପୁଣେ, ୨୧।୭: ମହାରାଷ୍ଟ୍ର କଲ୍ୟାଣ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ହାତକାଟି ନିଜ ପ୍ରେମିକାଙ୍କ ମୁଣ୍ଡରେ ରକ୍ତସିନ୍ଦୁର ଲଗାଇ ସେଲ୍ଫି ନେବା ପରେ…

ମହାକାଶ ବୈଜ୍ଞାନିକଙ୍କ ଅନ୍ଧବିଶ୍ୱାସ: ରାହୁ କାଳ ଓ ୧୩ ଅଶୁଭ

ଚେନ୍ନାଇ, ୨୧।୭: ଇଣ୍ଡିଆନ ସ୍ପେସ୍‌ ଏଜେନ୍ସି ମହାକାଶକୁ ରକେଟ୍‌ ଓ ସାଟେଲାଇଟ ପଠାଉଛି , କିନ୍ତୁ ଏହା ପଛରେ କିଛି ଅନ୍ଧବିିଶ୍ୱାସ ଯୋଡ଼ିି ହୋଇ ରହିଛି ବୋଲି…

ମଇଁଷି ଗର୍ଭବତୀ ହେବାରୁ ଗାଁରେ ପାଳନ ହେଲା ଉତ୍ସବ

ଛତିଶଗଡ଼ରେ ଏବେ ପଶୁପ୍ରେମୀଙ୍କ ଉତ୍ସାହ ଦେଖିବାକୁ ମିଳିଛି। କାରଣ ଏଠାରେ ଥିବା ଉଦନ୍ତି ଅଭୟାରଣ୍ୟର ଗୋଟିଏ ବଣୁଆ ମଇଁଷି ଗର୍ଭବତୀ ହୋଇଛି। କଥାଟା ଟିକେ ଅଡୁଆ ଲାଗୁଥିଲେ…

ଇ-କାର୍‌ରେ ୩ ବର୍ଷରେ ୩୦ ଦେଶ ବୁଲିଲେ

ନୂଆଦିଲ୍ଲୀ, ୨୧/୭: ହଲାଣ୍ଡର ପରିବେଶ ପ୍ରେମୀ ବାଇବ ବେକର ଇ-କାର୍‌ରେ ୩ ବର୍ଷରେ ୩୦ଟି ଦେଶ ଭ୍ରମଣ କରିବା ପରେ ନ୍ୟୁଜିଲାଣ୍ଡରେ ପହଞ୍ଚତ୍ଛନ୍ତି। ବେକର ମୋଟ୍‌ରେ ୧,…

ପିମ୍ପୁଡ଼ିିଠୁ ଛୋଟ ରୋବଟ୍‌ ଶରୀର ଭିତରେ ଚିକିତ୍ସା କରିବ

ଓ୍ବାଶିଂଟନ,୨୧।୭: ଚିକିତ୍ସା କ୍ଷେତ୍ରରେ ରୋବଟ୍‌ର ଉପଯୋଗ ବୃଦ୍ଧି ପାଉଥିବାରୁ ଏବେ ବୈଜ୍ଞାନିକମାନେ ନୂଆ ନୂଆ ରୋବଟ ବିକାଶ କରିବାରେ ଲାଗିଛନ୍ତି। ଏବେ ବୈଜ୍ଞାନିକମାନେ ବିକାଶ କରିଥିବା ଛୋଟ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ସମ୍ପନ୍ନ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ କରାଯାଇଛି। ଦିଲ୍ଲୀର ଯମୁନା ନଦୀ କୂଳରେ ଥିବା…

କେବେ ଆଥଲେଟ୍‌ ହେବାକୁ ଚାହୁଁ ନ ଥିବା ହିମା ୧୮ ଦିନ ଭିତରେ ଜିତିଲେଣି ୫ଟି ସ୍ବର୍ଣ୍ଣପଦକ

ନୋଭେ ମେଷ୍ଟୋ (ଚେକ ରିପବ୍ଲିକ), ୨୧।୭:ଭାରତୀୟ ମହିଳା ସ୍ପ୍ରିଣ୍ଟର ହିମା ଦାସ ତାଙ୍କ ସ୍ବର୍ଣ୍ଣିମ ସଫଳତା ଧାରା ଜାରି ରଖିଛନ୍ତି। ଶନିବାର ଏଠାରେ ଅନୁଷ୍ଠିତ ଏକ ପ୍ରତିଯୋଗିତାର…

ଚୁଟିଆପଶିର ବିବାଦୀୟ ଜମିରେ ୧୪୪ ଧାରା ଜାରି କଲା ପ୍ରଶାସନ

ପାଟଣା,୨୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆପଶି ମୌଜାର ଏକ ସରକାରୀ ଜମିରେ ଉକ୍ତ ଗ୍ରାମର କୁମ୍ଭାରସାହି ପକ୍ଷରୁ ପାଲାମଣ୍ଡପ ନିର୍ମାଣ ଓ ଗୋପାଳସାହି ପକ୍ଷରୁ…

ଶୀଲା ମୋ ବଡ ଭଉଣୀ ପରି ଥିଲେ: ସୋନିଆ

ନୂଆଦିଲ୍ଲୀ, ୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହାପୂର୍ବରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି କଂଗ୍ରେସ ମୁଖ୍ୟାଳୟରେ ପହଞ୍ଚି ତାଙ୍କ ପାର୍ଥିବ ଶରୀର…