ଶେରଗଡରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ

ଶେରଗଡ଼,୨୧।୭(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକର ଦୁଇ ପଞ୍ଚାୟତକୁ ରବିବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଦିଲ୍ଲୀପ କୁମାର ମହାନ୍ତି ପରିଦର୍ଶନ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମେ…

ନିଶାସକ୍ତ ଅବସ୍ଥାରେ ଡାକ୍ତରଙ୍କୁ ମାଡ଼ ମାରିବା ପ୍ରତିବାଦ: ଧାରଣାରେ ବସିଲେ ଉଦଳା ଡାକ୍ତରଖାନା ଡାକ୍ତର, ରୋଗୀ ସେବା ବାଧାପ୍ରାପ୍ତ

ଉଦଳା,୨୧।୭(ଡି.ଏନ୍‌.ଏ.):ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ରବିବାର ଡାକ୍ତରମାନେ ଆଉଟ୍‌ ଡୋର ସେବା ବନ୍ଦ କରିବା ସହ ଧାରଣାରେ ବସିଛିନ୍ତି। ଫଳରେ ଡାକ୍ତରଖାନାରେ ରୋଗୀ ସେବା ଠପ୍‌ ହୋଇଯାଇଛି।…

ବସ୍‌କୁ ଧକ୍କା ଦେଲା ଅଟୋ, ୩ ଗୁରୁତର

ଉଦଳା,୨୧।୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଉଦଳା-ବାଲେଶ୍ୱର ରାସ୍ତାର ରଙ୍ଗାମାଟିଆ ଛକ ନିକଟରେ ରବିବାର ଦୁର୍ଘଟଣା ଘଟିଛି। ବସ୍‌କୁ ଅଟୋ ଧକ୍କା ଦେବାରୁ ୩ ଜଣ…

ଝିଅ ଶାଶୁଘରେ ପଶି ଜ୍ୱାଇଁଙ୍କୁ ମାଡ଼, ସ୍ତ୍ରୀଙ୍କ ସମେତ ୪ ଅଟକ

ସଜନାଗଡ଼,୨୧।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବହରମ୍‌ପୁର ଥାନା ଅଧୀନ ଗରଡ଼ିହି ପଞ୍ଚାୟତ କଳାକାତ ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁରଘର ଲୋକଙ୍କ ମାଡ଼ରେ…

ଇଣ୍ଡୋନେସିଆ ଓପନ୍‌ ବ୍ୟାଡମିଣ୍ଟନ : ଫାଇନାଲରେ ହାରିଲେ ସିନ୍ଧୁ

ଜାକର୍ତ୍ତା,୨୧।୭(ପି.ଟି.): ଅଲିମ୍ପିକ୍ସ ରୌପ୍ୟପଦକ ବିଜୟିନୀ ତଥା ମହିଳା ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ ଆଉ ଏକ ଫାଇନାଲରେ ପରାସ୍ତ ହୋଇଛନ୍ତି। ଏଠାରେ ଅନୁଷ୍ଠିତ ବିଡବ୍ଲ୍ୟୁଏଫ୍‌ ଟୁର ସୁପର…

ଛେଣ୍ଡିପଦାରେ ବିଚାର ବିଭାଗୀୟ ଅଦାଲତ ଉଦ୍‌ଘାଟିତ: ମହିକିଲଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱ

ଛେଣ୍ଡିପଦା,୨୧।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦରମହକୁମାରେ ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଦେୱାନୀ ବିଚାରପତି (କନିଷ୍ଠ ବିଭାଗ) ତଥା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ରବିବାର…

୧୦ ଫୁଟ ତଳକୁ ଖସିଲା ଆମ୍ବୁଲାନ୍ସ : ଅଳ୍ପକେ ବର୍ତ୍ତିଲେ ରୋଗୀ

ବାଲିଗୁଡ଼ା,୨୧।୭(ଡି.ଏନ୍‌.ଏ.): ଫୁଲବାଣୀ ଜିଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରୁ ଜଣେ ରୋଗୀଙ୍କୁ ଅଧିକ ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସରେ ଜିଲା ଚିକିତ୍ସାଳୟକୁ ନିଆଯାଉଥିବା ସମୟରେ ଆମ୍ବୁଲାନ୍ସଟି ଦୁର୍ଘଟଣାଗ୍ରସ୍ତ ହୋଇଛି।…

ଆମେରିକାରେ ହିନ୍ଦୁ ପୂଜାରୀଙ୍କ ଉପରକୁ ଆକ୍ରମଣ

ନ୍ୟୁୟର୍କ, ୨୧।୭: ନ୍ୟୁୟର୍କର ଫ୍ଲୋରା ପାର୍କରେ ଜଣେ ହିନ୍ଦୁ ପୂଜାରୀଙ୍କ ଉପରେ ଆକ୍ରମଣ ହୋଇଛି। ସ୍ବାମୀ ହରିଶ ଚନ୍ଦ୍ର ପୁରୀ(୫୨) ଶିମ ମନ୍ଦିରରେ ପୂଜା ସାରି ଫେରୁଥିବାବେଳେ…

ସୋନଭଦ୍ରା ପୀଡିତଙ୍କ ପାଇଁ ସାହାଯ୍ୟର ହାତ ବଢାଇଲେ ଯୋଗୀ

ସୋନଭଦ୍ରା,୨୧।୭: ଜମି ବିବାଦକୁ ନେଇ ଉତ୍ତର ପ୍ରଦେଶର ସୋନଭଦ୍ରାରେ ୧୦ ଜଣଙ୍କୁ ଗୁଳିକରି ହତ୍ୟା କରାଯିବା ପରେ ରାଜନୀତି ହୋଇଛି ଉଷ୍ମ। ଏହି ଘଟଣାକୁ ନେଇ ଉତ୍ତର…

ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ଦଳ ଘୋଷିତଧାଓ୍ବନ, ଶାହଙ୍କ ପ୍ରତ୍ୟାବର୍ତ୍ତନ : ଚହର ନୂଆ ମୁହଁ, ୩ ଫର୍ମାଟରେ ନେତୃତ୍ୱ ବଜାୟ ରଖିଲେ କୋହଲି

ମୁମ୍ବାଇ,୨୧।୭(ପି.ଟି.)- ଆଗାମୀ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ୩ଟି ଯାକ ଫର୍ମାଟ ଲାଗି ଭାରତୀୟ ଦଳ ଘୋଷଣା କରାଯାଇଛି। ମୁଖ୍ୟ ଚୟନକର୍ତ୍ତା ଏମ୍‌.ଏସ୍‌.କେ. ପ୍ରସାଦଙ୍କ ଅଧ୍ୟକ୍ଷତାରେ ରବିବାର ବୈଠକରେ…