ପ୍ରଥମ ଥର ଆମେରିକା ଗଲେ ଇମ୍ରାନ

ଇସଲାମାବାଦ,୨୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ୩ ଦିନିଆ ଆମେରିକା ଗସ୍ତ କାର୍ଯ୍ୟକ୍ରମରେ ରବିବାର ଓ୍ବାଶିଂଟନ ପହଞ୍ଚିଛନ୍ତି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଦାୟିତ୍ୱ ବହନ କରିବା ପରେ ଏହା…

ଅଜବ ଓ୍ବାଟରିଂ କ୍ୟାନ୍‌

ଫୁଲଗଛରେ ଜଳସିଞ୍ଚନ ପାଇଁ ସାଧାରଣତଃ ଓ୍ବାଟରିଂ କ୍ୟାନ୍‌ର ବ୍ୟବହାର କରାଯାଇଥାଏ। ହେଲେ ଏବେ ମାର୍କେଟ୍‌ରେ ଏମିତି କିଛି ଅଜବ ଡିଜାଇନ୍‌ର ଓ୍ବାଟରିଂ କ୍ୟାନ୍‌ ମିଳିଲାଣି, ଯାହା ଗଛରେ…

ଅପରାହ୍ନ ୩ଟାରେ ହେବ ଶୀଲାଙ୍କ ଶେଷକୃତ୍ୟ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କର ଶେଷକୃତ୍ୟ ରବିବାର ଅପରାହ୍ନ ୩ଟାରେ ଦିଲ୍ଲୀର ନିଗମବୋଧ ଘାଟରେ ସମ୍ପନ୍ନ କରାଯିବ ବୋଲି ସୂଚନା ରହିଛି। ଅପରାହ୍ନ ୨ଟା…

ଭିଟା ମାଟିକୁ ଫେରିବେ କଶ୍ମୀର ପଣ୍ଡିତ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କରିଛି ଯୋଜନା

ଶ୍ରୀନଗର,୨୧।୭: ଜମ୍ମୁ-କଶ୍ମୀରକୁ ପୁଣି କଶ୍ମୀର ପଣ୍ଡିତ ଫେରାଇ ଆଣିବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଯୋଜନା ଆରମ୍ଭ ହୋଇଛି। ଗତ ଏକମାସ ଧରି ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ…

ବ୍ୟକ୍ତିତ୍ୱ: ସମାଜ ସଚେତକ ସ୍ରଷ୍ଟା ମୁଲକ ରାଜ ଆନନ୍ଦ

କେବଳ ଏହି ଗୋଟିଏ ଉପନ୍ୟାସ ନୁହେଁ; ସେ ତାଙ୍କ ପ୍ରତ୍ୟେକ ରଚନାରେ ସମାଜର ଅବ୍ୟବସ୍ଥାକୁ ଆଗକୁ ଆଣିଛନ୍ତି। ସେଥିଲାଗି ଯଥାର୍ଥରେ ତାଙ୍କୁ ଜଣେ ସମାଜ ସଚେତକ ସ୍ରଷ୍ଟା…

ଏମିତି ନାଁରେ ସ୍କୁଲ୍‌: ମଜାଳିଆ ନାଁ ପଛରେ ରହିଛି କିଛି କଥା ଓ କାହାଣୀ; ଯେମିତି ଗାଲୁଆ,ମାଇଛେଳି..

ଓଡ଼ିଶାରେ ଏମିତି କେତେକ ଶିକ୍ଷାନୁଷ୍ଠାନ ରହିଛି, ଯାହାର ନାଁ ଶୁଣିବାକୁ ମଜାଳିଆ ଲାଗିଥାଏ। ହେଲେ ଏପରି ନାମକରଣ ପଛରେ ରହିଥାଏ କିଛି କଥା ଓ କାହାଣୀ। ସେମିତି…

ଡ୍ରୋନ୍‌ ଆକ୍ରମଣରେ ଆତଙ୍କବାଦୀ ହୁଜୈଫା ନିହତ: ଅନ୍‌ଲାଇନ୍‌ରେ କଶ୍ମୀର ଯୁବକଙ୍କୁ ଆଇଏସ୍‌ ସଂଗଠନରେ କରୁଥିଲେ ଭର୍ତ୍ତି

ଶ୍ରୀନଗର,୨୧।୭: କଶ୍ମୀର ଯୁବକଙ୍କୁ ଅନ୍‌ଲାଇନ୍‌ରେ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ଆତଙ୍କବାଦୀ ସଂଗଠନରେ ଭର୍ତ୍ତି କରୁଥିବା ହୁଜୈଫା ଅଲ୍‌-ବାକିସ୍ତାନୀଙ୍କ ମୃତ୍ୟୁ ଘଟିଛି। ଆଫଗାନିସ୍ତାନର ନରଗରହର ପ୍ରଦେଶରେ ହୋଇଥିବା ଏକ ଡ୍ରୋନ୍‌…

ଆଜିଠୁ ପ୍ରଣାମ ମହାନଦୀ କାର୍ଯ୍ୟକ୍ରମ

କଟକ ଅଫିସ, ୨୧।୭: ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ମହାନଦୀର ନିର୍ମଳ ଓ ନିରନ୍ତର ପ୍ରବାହ ପାଇଁ ରବିବାର ପ୍ରଣାମ ମହାନଦୀ କାର୍ଯ୍ୟକ୍ରମ ଆରମ୍ଭ ହେବ। ସମୁଦ୍ର…

କମଳା, ଦୈତାରି, ଡି. ପ୍ରକାଶଙ୍କୁ ରୁଚି ଦେଶଜ୍ୟୋତି ସମ୍ମାନ

କଟକ ଅଫିସ,୨୧।୭: କଟକ ଶହୀଦଭବନଠାରେ ୨୩ତମ ରୁଚି ପ୍ରତିଭା ସମ୍ମାନ ସମାରୋହ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ରୁଚି ପ୍ରତିଭା ପାଉଣ୍ଡେଶନ ପକ୍ଷରୁ ଅନୁଷ୍ଠିତ ଏହି ସମାରୋହକୁ…

ପ୍ରିୟଙ୍କାଙ୍କୁ ଅଟକ ପ୍ରତିବାଦରେ ବିକ୍ଷୋଭ: ୟୁପି ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

କଟକ ଅଫିସ,୨୧।୭: କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଉତ୍ତର ପ୍ରଦେଶ (ୟୁପି) ପୋଲିସ ଅଟକ ରଖିବା ପ୍ରତିବାଦରେ କଟକ ଜିଲା କଂଗ୍ରେସ କମିଟି ପକ୍ଷରୁ…