ଅକ୍ସିଜେନ ଯୋଗାଇବାରେ ଅସୁବିଧା ହେଉଥିବା ଜଣାଇଲା ସଂସ୍ଥା: ଏସ୍‌ସିବିରେ ଉପୁଜିପାରେ ଗୋରଖପୁର ମେଡିକାଲ ସ୍ଥିତି

କଟକ ଅଫିସ,୨୧।୭: ଏସ୍‌ସିବି ମେଡିକାଲରେ ଉପୁଜିପାରେ ଗୋରଖପୁର ମେଡିକାଲ ଭଳି ସ୍ଥିତି। କାରଣ ମେଡିକାଲକୁ ଅକ୍ସିଜେନ ଯୋଗାଉଥିବା ସଂସ୍ଥା ୪ମାସର ଟଙ୍କା ପାଇନାହିଁ। ବିଲ୍‌ ପାଇ ନ…

ଟଙ୍କା ଭର୍ତ୍ତି ପର୍ସ ପାଇ ଫେରାଇଲେ ମହିଳା କନଷ୍ଟେବଳ ଲକ୍ଷ୍ମୀପ୍ରିୟା

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରେ ଶନିବାର ଏକ ପ୍ରଶଂସନୀୟ ଘଟଣା ଦେଖିବାକୁ ମିଳିଛି। ଟଙ୍କା ଭର୍ତ୍ତି ପର୍ସ ପାଇ ଜଣେ ଆରପିଏଫ କନ୍‌ଷ୍ଟେବଳ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଫେରାଇଛନ୍ତି।…

୨୨ରୁ ଜୀ ସାର୍ଥକ ରେ ‘ସୌଭାଗ୍ୟବତୀ’

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ମନୋରଞ୍ଜନ ଯୋଗାଉଥିବା ଜୀ ସାର୍ଥକ ଆଉ ଏକ ନୂଆ ମେଗା ଧାରାବାହିକ ଆରମ୍ଭ କରିବାକୁ ଯାଉଛି। ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଥିବା…

ଦିଲ୍ଲୀର ପୂର୍ବତନ ଭାଜପା ଅଧ୍ୟକ୍ଷ ମାନଗେ ରାମ ଗର୍ଗଙ୍କ ପରଲୋକ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀର ପୂର୍ବତନ ଭାଜପା ଅଧ୍ୟକ୍ଷ ଥିବା ମାନଗେ ରାମ ଗର୍ଗଙ୍କ ପରଲୋକ ହୋଇଛି। ରବିବାର ସକାଳ ୭ଟା ୩୦ରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି।…

ମଦ ବ୍ୟବସାୟୀଙ୍କୁ ସାବାଡ଼ ପାଇଁ ଶପଥ: ଠେଙ୍ଗା, ଟର୍ଚ୍ଚ ଧରି ବାହାରିଲେ ମହିଳା

ବେଗୁନିଆ, ୨୧।୭(ଡି.ଏନ.ଏ.):  ମଦ ପିଇ ଘରର ପୁରୁଷ ବ୍ୟକ୍ତିମାନେ ଘରକୁ ଆସି ଶାନ୍ତିଶୃଙ୍ଖଳା ଭଙ୍ଗ କରିବା ସହ ମହିଳାଙ୍କୁ ମାଡ ମାରୁଛନ୍ତି। ଏଥିଯୋଗୁ ଅଧିକାଂଶ ଘରେ ମଦ…

ବନ୍ଦ ହୋଇଯିବ ଆଦିତ୍ୟ ବିର୍ଲା ଆଇଡିଆ ପେମେଣ୍ଟସ ବ୍ୟାଙ୍କ

ନୂଆଦିଲ୍ଲୀ,୨୧-୭: ନୂଆ ଯୁଗର ପେମେଣ୍ଟ ବ୍ୟାଙ୍କ ପ୍ରଦର୍ଶନ ଅତ୍ୟନ୍ତ ଖରାପ ରହିଛି। ଭୋଡ଼ାଫୋନର ଏମ୍‌ ପୈସା ପରେ ଆଦିତ୍ୟ ବିର୍ଲା ଆଇଡିଆ ପେମେଣ୍ଟସ ବ୍ୟାଙ୍କ ବନ୍ଦ ହୋଇଯିବ।…

ରୋଗ ଶଯ୍ୟାରେ ବାପା: ପଢ଼ା ଛାଡି ୨ ଶିଶୁ ଚଳାଉଛନ୍ତି ପରିବାର

ଖୋର୍ଦ୍ଧା ଅଫିସ,୨୧।୭: ରୋଜଗାରରେ ବାଧକ ସାଜିଲା ରୋଗ। କାମ ନ କରି ଫେରି ଆସିଲେ ଘରକୁ। ୬ମାସ ଧରି ରୋଗଶଯ୍ୟାରେ ପଡି ଅଭିଶପ୍ତ ଜୀବନଯାପନ କରୁଛନ୍ତି ଖୋର୍ଦ୍ଧା…

ଲୟୋଲା ସିନର୍ଜି-୨୦୧୯ରେ ଛାତ୍ରୀଛାତ୍ରଙ୍କ ପ୍ରତିଭା ପ୍ରଦର୍ଶନ: ଭୟଭୀତ କଲା ‘ହଣ୍ଟେଡ୍‌ ହାଉସ୍‌’

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଘର ପୂରା କିଟ୍‌ କିଟ୍‌ ଅନ୍ଧାର ଥିଲା। କଟା ମୁଣ୍ଡ ସହିତ ସଂରକ୍ଷିତ ଶବ ସେହି ଘରେ ଥିଲା। ଆଉ ଠାଏ ଠାଏ ରକ୍ତ ଛିଟା…

କ୍ରମାଗତ ୧୧ ବର୍ଷ ଧରି ନିଜ ଦରମା ବଢ଼ାଇଲେନି ମୁକେଶ

ନୂଆଦିଲ୍ଲୀ,୨୧-୭: ଦେଶର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ କ୍ରମାଗତ ୧୧ ବର୍ଷ ଧରି ନିଜ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜରେ ନିଜର ଦରମା ନ ବଢ଼ାଇ ୧୫…

ଜୁଲାଇ ସୁଦ୍ଧା ପିଏମ୍‌ କିଷାନରେ ୭୦ ମିଲିୟନ ଚାଷୀ ଯୋଡି ହେବେ

ନୂଆଦିଲ୍ଲୀ,୨୧-୭: କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଘୋଷଣା ହୋଇଛି। ତେବେ ଏହି ଯୋଜନାରେ ଏବେ ଅଧିକ ଜମି…