ଆସାମ, ବିହାର ବନ୍ୟା ମୃତ୍ୟୁସଂଖ୍ୟା ୧୫୦

ନୂଆଦିଲ୍ଲୀ,୨୦ା୭(ପି.ଟି.): ବିହାର ଓ ଉତ୍ତରପୂର୍ବାଞ୍ଚଳ ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ଉନ୍ନତି ଦେଖାଦେଇଥିବାବେଳେ ୧ କୋଟି ୧୫ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ବର୍ଷା ଓ ବନ୍ୟାଜନିତ…

ସ୍ମାର୍ଟ ସିଟି ସର୍ବସାଧାରଣ ସ୍ଥାନର ଜାତୀୟ ମାନ ନିର୍ଦ୍ଧାରଣ ହେବ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ମୋବାଇଲରେ ଜାଣିହେବ ଦେଶରେ ଥିବା ସ୍ମାର୍ଟସିଟିଗୁଡ଼ିକର ସବିଶେଷ ତଥ୍ୟ। ବିଶେଷକରି ପାର୍କ, ମାର୍କେଟ, ଐତିହ୍ୟସ୍ଥଳ, ଜଳାଶୟ, ରାସ୍ତା ଆଦି ସର୍ବସାଧାରଣ ସ୍ଥାନ ସଂକ୍ରାନ୍ତରେ ଜାଣିବା…

ସରକାରୀ ସ୍କୁଲରେ ପଡୁଛି ତାଲା, ଘରୋଇ ସ୍କୁଲକୁ ପ୍ରୋତ୍ସାହନ

ଜଗତ୍‌ସିଂହପୁର ଅଫିସ,୨୦ା୭: ଶିକ୍ଷାନୁଷ୍ଠାନଗୁଡିକ ପାଇଁ ରାଜ୍ୟ ସରକାରଙ୍କ ଅଜବ ନୀତିକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଗୋଟିଏ ପଟେ ସରକାର ଆବଶ୍ୟକ ସଂଖ୍ୟକ ଛାତ୍ରୀଛାତ୍ର ନ…

ରହିଲାନି ମହଲତ ମୂଲ୍ୟ

ବେଙ୍ଗାଲୁରୁ,୨୦ା୭(ପି.ଟି.): କର୍ନାଟକ ବିଧାନସଭାରେ ଆସ୍ଥାଭୋଟ ପାଇଁ ଦୁଇଦିନ ଧରି ଚାଲିଥିବା କସରତ ଶେଷରେ ଅମୀମାଂସିତ ହୋଇ ରହିଯାଇଛି। ବାଚସ୍ପତି କେ.ଆର୍‌. ରମେଶ କୁମାର ସୋମବାର ଯାଏ ଗୃହକୁ…

ପିଅନ୍ତୁ ଗୋଲାପ ସର୍ବତ, ମିଳିବ ଅନେକ ଫାଇଦା

ଥଣ୍ଡାପାଣି ପିଇବାକୁ ପ୍ରାୟ ସମସ୍ତଙ୍କୁ ପସନ୍ଦ। ତେବେ ତାହା କେବଳ ପାଣି ନ ହୋଇ ଯଦି ସର୍ବତ ହୋଇଥାଏ, ଖୁସି ଦ୍ୱିଗୁଣ ହୋଇଯାଏ। ତେବେ  ଗୋଲାପ ଫୁଲରେ…

ବର୍ଷା ଉଭାନ, ଚାଷୀ ଚାତକ: ଫାଟିଲାଣି ତଳି ଘେରା

ନାଉଗଁ।,୨୦ା୭(ସ୍ବ.ପ୍ର.): ବିଗତ ବର୍ଷଗୁଡିକ ଅପେକ୍ଷା ଚଳିତବର୍ଷ ନାଉଗଁ। ବ୍ଲକ ଅଞ୍ଚଳରେ କମ୍‌ ବର୍ଷା ହୋଇଛି। ଫଳରେ ଚାଷ କାର୍ଯ୍ୟ ଏ ପର୍ଯ୍ୟନ୍ତ ଠିକ୍‌ ଭାବେ ହୋଇପାରିନାହିଁ। ଯେଉଁ…

ରଣପୁର ବ୍ଲକ୍‌ରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ବାଟବଣା: ଶ୍ରମିକ ବଦଳରେ ମେଶିନ କରୁଛି କାମ

ରଣପୁର,୨୦ା୭ (ସ୍ବ.ପ୍ର.): ଗ୍ରାମାଞ୍ଚଳରେ ଲୋକମାନଙ୍କୁ କାମ ଯୋଗାଇଦେବା ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରଣୟନ କରାଯାଇଛି। ଏହା ଦ୍ୱାରା ଗ୍ରାମ ଓ ସହରର ଶ୍ରମିକ ନିଜ…

ଗୋରୁ ଚୋରି ସନ୍ଦେହ: ୩ ଜଣଙ୍କୁ ପିଟି ହତ୍ୟା

ପାଟନା,୨୦ା୭: ବିହାରର ସରନ୍‌ ଜିଲାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁଚୋରି ସନ୍ଦେହରେ ୩ ଜଣଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟିପିଟି ମାରିଦେଇଛନ୍ତି। ଏହି ଭିଡ଼ହିଂସାରେ ଅନ୍ୟ ଜଣେ ଗୁରୁତର…

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଅଭିଯୁକ୍ତ ଯୁବକ ଗିରଫ

ନୟାଗଡ଼ ଅଫିସ/ରଣପୁର,୨୦ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରୁ ଅପହୃତ ଜଣେ ନାବାଳିକାଙ୍କୁ ପୋଲିସ ଶୁକ୍ରବାର ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପରିସରରୁ ଉଦ୍ଧାର କରିଛି। ଏଥିସହିତ ଅପହରଣକାରୀ…

କାହିଁ ଏତେ ଅନୁକମ୍ପା

ଭୁବନେଶ୍ୱର,୨୦।୭: ଗ୍ରାମାଞ୍ଚଳ କଥା ଛାଡ଼ନ୍ତୁ, ଖୋଦ୍‌ ରାଜଧାନୀ ଭୁବନେଶ୍ୱରର ସବୁ ଅଞ୍ଚଳରେ ୨୪ ଘଣ୍ଟା ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ହୋଇପାରୁନାହିଁ। ଏନେଇ ପ୍ରତିକ୍ରିୟା ପ୍ରକାଶ ପାଇଲେ ରାଜ୍ୟରେ…