କଟକ ଅଫିସ,୨୦ା୭- ରାଜ୍ୟ ଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ାର ୨୧ ତମ ସଂସ୍କରଣରେ ଭାରତ ଦଳଗତ ଇଭେଣ୍ଟରେ ଡବଲ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛି । ଜବାହରଲାଲ…
ଭୁବନେଶ୍ୱର, ୨୦।୭(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ମେଣ୍ଢାଶାଳସ୍ଥିତ ଗୁରୂକୁଳ ରିସର୍ଟ ଟେନିସ କମ୍ପ୍ଲେକ୍ସରେ ଏଆଇଟିଏ-ଓଟିଏ ପୁରୁଷ ଟେନିସ ଟୁର୍ନାମେଣ୍ଟ ଶୁକ୍ରବାର ଶେଷ…
ନୂଆଦିଲ୍ଲୀ,୨୦।୭(ପି.ଟି.)- ଭାରତୀୟ ପୂର୍ବତନ ଅଧିନାୟକ ତଥା ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କର ଏବେ ଅବସର ନେଇ କୌଣସି ଯୋଜନା ନାହିଁ। ଏ ସଂକ୍ରାନ୍ତରେ ସୂଚନା…
ନୂଆଦିଲ୍ଲୀ,୨୦।୭(ପି.ଟି.)- ଆଇସିସି ଜିମ୍ବାଓ୍ବେକୁ ବାସନ୍ଦ କରିବା ପରେ ଏହାର ପ୍ରଭାବ କ୍ରିକେଟ ପାଓ୍ବାର ହାଉସ୍ କୁହାଯାଉଥିବା ଭାରତରେ ମଧ୍ୟ ଦେଖିବାକୁ ମିଳିଛି। ଅଭିଜ୍ଞ ଅଫ୍ ସ୍ପିନର ରବିଚନ୍ଦ୍ରନ…
ନୂଆଦିଲ୍ଲୀ,୨୦।୭(ପି.ଟି.)- ଜିମ୍ବାଓ୍ବେକୁ ଆଇସିସି ବାସନ୍ଦ କରିବା ପରେ ଆସନ୍ତା ଜାନୁୟାରୀରେ ଖେଳାଯିବାକୁ ଥିବା ଭାରତ- ଜିମ୍ବାଓ୍ବେ ସୀମିତ ଓଭର ସିରିଜ ନେଇ ଆଶଙ୍କା ପ୍ରକାଶ ପାଇଛି। ତେବେ…
ହରାରେ, ୨୦।୭(ପି.ଟି.)- କ୍ରିକେଟ ବ୍ୟାପାରରେ ସରକାରଙ୍କ ଅବାଞ୍ଚିତ ହସ୍ତକ୍ଷେପ କାରଣରୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଜିମ୍ବାଓ୍ବେକୁ ବାସନ୍ଦ କରିଛି। ଆଇସିସିର ଏହି କଠୋର ପଦକ୍ଷେପରେ ଜିମ୍ବାଓ୍ବେ…
ଅନୁଗୋଳ,୨୦ା୭(ଡି.ଏନ.ଏ.)- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ଘଟିଛି ଏକ ଅଭାବନୀୟ ଘଟଣା। ବ୍ୟବଚ୍ଛେଦ ପାଇଁ ଶବ ସଂରକ୍ଷଣ ଗୃହରେ ରଖାଯାଇଥିବା ଜଣେ ଶିଶୁକନ୍ୟାର ମୃତଦେହରୁ ଦୁଇ…
ତୁମୁଡିବନ୍ଧ,୨୦ା୭(ଡି.ଏନ୍.ଏ.) -କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବେଲଘର ରାଙ୍ଗାପାରୁ ଏଜୁକେଶନ କମ୍ପ୍ଲେକ୍ସରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ କୋର୍ଟ ଚାଲାଣ…
ଛତ୍ରପୁର,୨୦ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି ା ଜିଲାରେ ଗତ ୬ ମାସ ମଧ୍ୟରେ ହୋଇଥିବା ୪୧୧ ଦୁର୍ଘଟଣାରେ ୨୩୧ ଜଣଙ୍କ…
ଫିରିଙ୍ଗିଆ,୨୦ା୭-କିଛି ଦିନ ବ୍ୟବଧାନ ପରେ ପୁଣି ଫିରିଙ୍ଗିଆ ବ୍ଲକର ବିଭିନ୍ନ ସ୍ଥାନରେ ମାଓବାଦୀ ଶୁକ୍ରବାର ପୋଷ୍ଟର ଲଗାଇଛନ୍ତି। ଫିରିଙ୍ଗିଆ ଅଞ୍ଚଳର ସାଡିଙ୍ଗିଆ, ସୁମେରୁବନ୍ଧ, ଲେଣ୍ଡ୍ରିଗୁଡା, ମାଲା ଓ…