ଜଳେଶ୍ୱର, ୨୦।୭(ଡି.ଏନ.ଏ.)-ଏଟିଏମ୍ରୁ ଚଞ୍ଚକତା କରି ଟଙ୍କା ଗାଏବ ଘଟଣାରେ ଛତିଶଗଡ଼ ରାଜ୍ୟ ରାଜନନ୍ଦଗାଁଓ ଜିଲା ଲାଲବାଗ ଥାନାର ଏକ ପୋଲିସ ଟିମ୍ ଜଳେଶ୍ୱର ବ୍ଲକ ରାଇବଣିଆ ଥାନା…
ଦାରିଙ୍ଗବାଡ଼ି,୧୯।୭(ଡି.ଏନ.ଏ)- ଦାରିଙ୍ଗବାଡ଼ିଠାରୁ ବ୍ରାହ୍ମଣୀଗଁାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ଦବି ଯାତାୟାତରେ ସମସ୍ୟା ଦେଖାଯାଇଛି। ଦାରିଙ୍ଗବାଡ଼ି ଚାରିଛକଠାରୁ ପ୍ରାୟ ଦେଢ଼ କିମି ଦୂର କଲେଜ ନିକଟ…
ଫିରିଙ୍ଗିଆ,୧୯ା୭-କିଛି ଦିନ ବ୍ୟବଧାନ ପରେ ପୁଣି ଫିରିଙ୍ଗିଆ ବ୍ଲକର ବିଭିନ୍ନ ସ୍ଥାନରେ ମାଓବାଦୀ ଶୁକ୍ରବାର ପୋଷ୍ଟର ଲଗାଇଛନ୍ତି। ଫିରିଙ୍ଗିଆ ଅଞ୍ଚଳର ସାଡିଙ୍ଗିଆ, ସୁମେରୁବନ୍ଧ, ଲେଣ୍ଡ୍ରିଗୁଡା, ମାଲା ଓ…
ଢେଙ୍କାନାଳ ଅଫିସ,୧୯ା୭-ଢେଙ୍କାନାଳ ଜିଲା ସଦର ଥାନା ଝାରଗାଡିଆ ଫାଣ୍ଡି କାଉଁରିଆପାଳ ଗ୍ରାମରେ ଶୁକ୍ରବାର ସକାଳେ ହାତୀ ଆକ୍ରମଣରେ ଉର୍ମିଳା ନାଏକ(୪୦)ଙ୍କ ମୃତ୍ୟୁ ଘଟିଛି। ସେ ଶୌଚ ପାଇଁ…
ବନ୍ତଳା,୧୯ା୭(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ଥାନା ପମ୍ପାସର ରେଞ୍ଜ ବଡ଼ଖେତା ଗ୍ରାମ ନିକଟ କୁରୁ ରିଜର୍ଭ ଜଙ୍ଗଲ ୫ ନମ୍ବର କମ୍ପାର୍ଟମେଣ୍ଟରେ ଶୁକ୍ରବାର ଏକ…
ସୋନପୁର,୧୯।୭(ନି.ପ୍ର.): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଡେଙ୍ଗୁ ନିରାକରଣ ମାସ ଉପଲକ୍ଷେ ଜିଲାସ୍ତରୀୟ ସଚେତନତା ସଭା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସଭାରେ ଅଧ୍ୟକ୍ଷତା କରି ଜିଲାପାଳ…
କେସିଙ୍ଗା,୧୯।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ବିଭିନ୍ନ କ୍ରଷ୍ଟରେ ନିୟୋଜିତ ନକଲି ଶିକ୍ଷକଙ୍କ ଯାଞ୍ଚ ପ୍ରକ୍ରିୟା ଗୋଷ୍ଠୀ ଶିକ୍ଷାକେନ୍ଦ୍ର ପରିସରରେ ଶୁକ୍ରବାର ଆରମ୍ଭ ହୋଇଯାଇଛି । ଏହା…
ବାହାନଗା/ରେମୁଣା, ୧୯।୭(ଡି.ଏନ.ଏ.)-ରେମୁଣା ବ୍ଲକ ଗାଞ୍ଜିଆ ମଙ୍ଗଳା ଛକ ନିକଟରେ ଗତ ଗୁରୁବାର ଅପରାହ୍ନରେ ଏକ ପରିତ୍ୟକ୍ତ ଅମରିବୁଦା ସ୍ଥାନରୁ ଏକ ଛିଣ୍ଡା ବସ୍ତାରୁ ମଣିଷର ଖପୁରୀ ଓ…
ଉଦଳା,୧୯ା୭(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ଜଣେ ଯୁବକଙ୍କ ଚିକିସତ୍ା ଅବହେଳାରୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଗୁରୁବାର ସନ୍ଧ୍ୟାରେ ଭଣ୍ଡାରୀପୋଖରୀ ଥାନା ଅଞ୍ଚଳର ଦିଲ୍ଲୀପ ଘଡେଇ(୨୬)…