୩୭ ବର୍ଷରେ ପାଦ ଦେଲେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ୍‌ ଗୁରୁବାର ୩୭ବର୍ଷରେ ପାଦ ଦେଇଛନ୍ତି। ତାଙ୍କ ଜନ୍ମଦିନରେ ଅନିଲ କପୁର, ବରୁଣ ଧାଓ୍ବନ, ଆଲିଆ ଭଟ୍ଟ, ମାଧୁରୀ ଦୀକ୍ଷିତ…

ଭାଜପାରେ ମିଶିଲେ ଅଳ୍ପେଶ ଠାକୁର

ଗାନ୍ଧୀନଗର,୧୯ା୭ (ପି.ଟି.):ଗୁଜରାଟରେ କଂଗ୍ରେସର ପୂର୍ବତନ ବିଧାୟକ ଅଳ୍ପେଶ ଠାକୁର ଓ ଧବଳସିଂ ଜାଲା ଭାଜପାରେ ସାମିଲ ହୋଇଛନ୍ତି। ଦଳର ମୁଖ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଏମାନେ ଗୁଜରାଟ…

ନେପାଳରେ ୫ ବୁଦ୍ଧମୂର୍ତ୍ତି ଭାଙ୍ଗିଦେଲେ

କାଠମାଣ୍ଡୁ, ୧୯ା୭  (ପି.ଟି.): ନେପାଳର ରୁପନ୍‌ଦେହୀ ଜିଲାର ତିିଳୋତ୍ତମା ମ୍ୟୁନିସିପାଲିଟି ଅଞ୍ଚଳ ଅନ୍ତର୍ଗତ ଲୁମ୍ବିନୀ ନିକଟରେ ଦୁର୍ବୃତ୍ତମାନେ ୫ଟି ବୁଦ୍ଧମୂର୍ତ୍ତିକୁ ଭାଙ୍ଗିଦେଇଛନ୍ତି। ବାଲି, ସିମେଣ୍ଟ ଓ ଚୂନପଥରରେ…

ଭାଜପାରେ ମିଶିଲେ ୧୩ ବଙ୍ଗାଳୀ ଫିଲ୍ମଷ୍ଟାର

ନୂଆଦିଲ୍ଲୀ,୧୯ା୭ (ପି.ଟି.):ବଙ୍ଗାଳୀ ଚଳଚ୍ଚିତ୍ର ଓ ଟେଲିଭିଜନର ୧୩ ଜଣ ଅଭିନେତା ଅଭିନେତ୍ରୀ ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବ ବେଳେ ପଶ୍ଚିମବଙ୍ଗ ଭାଜପା ସଭାପତି ଦିଲୀପ…

ଅନନ୍ତ ବାସୁଦେବ ମନ୍ଦିର ପରିସରରେ ବେଆଇନ ନିର୍ମାଣ : ବିରୋଧ କରିବାରୁ ଏଏସ୍‌ଆଇ କର୍ମଚାରୀଙ୍କୁ ନାଲିଆଖି

ପୁରୁଣା ଭୁବନେଶ୍ୱର,୧୯।୭(ଡି.ଏନ.ଏ.) : ଏକାମ୍ର କ୍ଷେତ୍ରର ବିଭିନ୍ନ ମଠ ମନ୍ଦିର ନିକଟରେ ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ଚାଲିଛି। ଏହି ପରିପ୍ରେକ୍ଷୀରେ ଐତିହ୍ୟ ଅନନ୍ତବାସୁଦେବ ମନ୍ଦିର ମଧ୍ୟ…

କୁଳଭୂଷଣଙ୍କୁ ଧରିଥିବା କ୍ୟାପ୍‌ଟେନ୍‌ଙ୍କୁ ପାକ୍‌ରେ ପ୍ରଶଂସା

ଇସ୍‌ଲାମାବାଦ୍‌,୧୯ା୭ :ପାକିସ୍ତାନର ସାମରିକ ଗୋଇନ୍ଦା ସଂସ୍ଥାର ଜଣେ କ୍ୟାପଟେନ୍‌ଙ୍କୁ ଭିକାରି ବେଶରେ ଅଶାନ୍ତ ବେଲୁଚିସ୍ତାନ ପ୍ରଦେଶରେ ମୁତୟନ କରାଯାଇଥିଲା। ଗୁପ୍ତଚର ବୃତ୍ତି ଅଭିଯୋଗରେ ପୂର୍ବତନ ନୌସେନା ଅଫିସର କୁଳଭୂଷଣ…

ଅସରାଏ ବର୍ଷାରେ ସହରାଞ୍ଚଳ ରାସ୍ତାରେ ବନ୍ୟା

କଟକ ରୋଡ,୧୯।୭(ଡି.ଏନ୍‌.ଏ.) :ରାଜଧାନୀରେ ଅସରାଏ ବର୍ଷାରେ ଅଧିକାଂଶ ଅଞ୍ଚଳ ଜଳମଗ୍ନ ହେଉଛି। ସ୍ମାର୍ଟ ସିଟି ଘୋଷଣା ହେବା ସତ୍ତ୍ୱେ କେତେକ ସ୍ଥାନରେ ସୃଷ୍ଟି ହେଉଥିବା ଏଭଳି ପରିସ୍ଥିତି…

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ମେଥି ଶାଗ

ଆଣ୍ଠୁଗଣ୍ଠିରେ ଅତ୍ୟଧିକ ଯନ୍ତ୍ରଣା କାରଣରୁ ଅନେକ ସମୟରେ ଲୋକେ ଚାଲିବା ବୁଲିବାରେ ବି ଅସମର୍ଥ ହୋଇପଡ଼ନ୍ତି। ତେବେ ଏହି ଯନ୍ତ୍ରଣା ବିଭିନ୍ନ କାରଣରୁ ହୋଇଥାଏ। ଯେମିତିକି; ଆର୍ଥ୍ରାଇଟ୍ସ,…

ଉଠାଦୋକାନୀଙ୍କ କବ୍‌ଜାରେ ଫୁଟ୍‌ପାଥ୍‌

ଭୁବନେଶ୍ୱର,୧୯।୭(ବ୍ୟୁରୋ) : ରାଜଧାନୀର ଫୁଟପାଥ୍‌ଗୁଡ଼ିକ ପଥଚାରୀ ଏବଂ ସାଇକେଲ ଚାଳକଙ୍କ ପାଇଁ ଉଦ୍ଦିଷ୍ଟ। କେହି ବି ଫୁଟପାଥ୍‌ ଉପରେ ଦୋକାନ କରି କିମ୍ବା ଗାଡ଼ି ପାର୍କିଂ କରି…

ଷ୍ଟୁଡିଓରେ ନିଆଁ ଲଗାଇଦେଲେ: ୩୩ ଦଗ୍ଧ

ଟୋକିଓ,୧୯ା୭(ଏଏଫ୍‌ପି):ଜାପାନର କ୍ୟୋଟୋ ଆନିମେଶନ୍‌ କମ୍ପାନୀ ଉପରେ ଗୁରୁବାର ଆକ୍ରମଣ ହୋଇଛି। ଏଥିରେ ୩୩ ଜଣଙ୍କ ମୃତ୍ୟୁ ହେବା ସହ ୩୬ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦…