ଧାରଣାସ୍ଥଳରେ କର୍ମଚାରୀଙ୍କର ହେଲା ବିବାହ କର୍ମ

ଠାଣେ,୧୮।୭: ଅମରାବତି ଜିଲାରେ ନିଖିଲ ତେଖି ନାମକ ଜଣେ ବ୍ୟକ୍ତି ନିଜ ବଦଳିକୁ ନେଇ ଧାରଣାରେ ବସିଥିଲେ। ମହାରାଷ୍ଟ୍ର ରାଜ୍ୟ ବିଦ୍ୟୁତ କର୍ମଚାରୀ ଫେଡରେଶନର କେତେଜଣ କର୍ମଚାରୀ…

ପ୍ରାକୃତିକ ବିପର୍ଯ୍ୟୟ ସୂଚନା ଦେବ ‘ସତର୍କ’ ଆପ୍‌: ବ୍ଲକ, ପଞ୍ଚାୟତରେ ଲାଗିବ ପାଣିପାଗ ଓ ବୃଷ୍ଟିମାପକ ଯନ୍ତ୍ର

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଚିର ସହଚର ହୋଇ ରହିଛି। କେତେବେଳେ ବନ୍ୟା ତ କେତେବେଳେ ବାତ୍ୟା, ମରୁଡ଼ି, ବଜ୍ରପାତ, ଅଂଶୁଘାତ ଭଳି ବିପତ୍ତି ରାଜ୍ୟବାସୀଙ୍କୁ…

ଏକାଧିକ ମହିଳାଙ୍କ ସହ ସମ୍ପର୍କ ରଖିଥିବା ସ୍ବୀକାର କଲେ ରଜାକ

ନୂଆଦିଲ୍ଲୀ, ୧୮।୭- ଆଇସିସି ବିଶ୍ୱକପ୍‌ ସମୟରେ ଭାରତୀୟ କ୍ରିକେଟର୍‌ ହାର୍ଦ୍ଦିକ ପାଣ୍ଡ୍ୟାକୁ ପ୍ରଶିକ୍ଷଣ ପ୍ରଦାନ କରିବାକୁ ଅଫର୍‌ କରି ଚର୍ଚ୍ଚାକୁ ଆସିଥିଲେ ପୂର୍ବତନ ପାକିସ୍ତାନ ଅଲ୍‌ରାଉଣ୍ଡର ଅବଦୁଲ…

ରାଶିଫଳ: ଶୁକ୍ରବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରୁଥିବାରୁ ଅଭିଳଷିତ କାର୍ଯ୍ୟ ହାସଲ କରିପାରିବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର…

ବୃଦ୍ଧାବସ୍ଥାରେ ଏମିତି ଦେଖାଯିବେ ସ୍ମୃତି ଇରାନୀ

ସୋସିଆଲ ମିଡିଆରେ ଆଜିକାଲି ବୃଦ୍ଧା ହେବାର ଏକ ନୂଆ ଟ୍ରେଣ୍ଡ ଚାଲିଛି। ‘ଫେସ୍‌ ଆପ୍‌’ ନାମକ ଏକ ଆପ୍‌ ବ୍ୟବହାର କରି ସେଲିବ୍ରିଟିମାନେ ବୃଦ୍ଧାବସ୍ଥାରେ କେମିତି ଦେଖାଯାଉଥିବେ…

ଖାଲି ପାଦରେ ବିଧାନସଭା ଆସିଲେ ଦେବେ ଗୌଡାଙ୍କ ପୁଅ

ବେଙ୍ଗାଲୁରୁ,୧୮।୭: କର୍ନାଟକର ମନ୍ତ୍ରୀ ଏଚ୍‌ଡି ରେଭାନ୍ନା ଗୁରୁବାର ଖାଲି ପାଦରେ ବିଧାନସଭା ଆସିଥିବା ଦେଖିବାକୁ ମିଳିଛି। ଏବେ ତାଙ୍କର ସେହି ସମୟର ଏକ ଫଟୋ ଭାଇରାଲ ହେବାରେ…

କୋରାପୁଟ ଜିଲାରେ ୨୬୧.୫ ମି.ମି. ବର୍ଷା ରେକର୍ଡ

କୋରାପୁଟ,୧୮।୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଗୁରୁବାର ୨୬୧.୫ ମି.ମି. ବର୍ଷା ହୋଇଥିବାବେଳେ ଦଶମନ୍ତପୁର ବ୍ଲକରେ ସର୍ବାଧିକ ୫୦ମି.ମି. ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି ା…

ସ୍ବଦେଶ ଫେରିଲା ନ୍ୟୁଜିଲାଣ୍ଡ ଟିମ୍‌

ଅକ୍‌ଲାଣ୍ଡ, ୧୮।୭- ଆଇସିସି ବିଶ୍ୱକପ୍‌ର ସଂଘର୍ଷପୂର୍ଣ୍ଣ ଫାଇନାଲ ମ୍ୟାଚ୍‌ରେ ଆୟୋଜକ ଇଂଲଣ୍ଡ ନିକଟରୁ ବାଉଣ୍ଡାରୀ ବ୍ୟବଧାନରେ ହାରି ରନର୍ସଅପ୍‌ରେ ସନ୍ତୁଷ୍ଟ ରହିଥିବା ନ୍ୟୁଜିଲାଣ୍ଡ ଦଳ ଗୁରୁବାର ସ୍ବଦେଶ…

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଖକ୍କାନ ଆବ୍ବାସି ଗିରଫ

ଲାହୋର,୧୮।୭: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ମୁସଲିମ ଲିଗ-ନଓ୍ବାଜ(ପିଏମ୍‌ଏଲ୍‌-ଏନ୍‌)ମୁଖ୍ୟ ସହିଦ ଖକ୍କାନ ଆବ୍ବାସିଙ୍କୁ ପାକିସ୍ତାନର ନ୍ୟାଶନାଲ ଆକାଉଣ୍ଟବିଲିଟି ବ୍ୟୁରୋ(ଏନ୍‌ଏବି) ଟୋଲ୍‌ ପ୍ଲାଜା ନିକଟରୁ ଗୁରୁବାର ଗିରଫ…

ପିକ୍‌ଅପ୍‌-କାର ମୁହାଁମୁହିଁ : ପୁଅ ମୃତ, ମାଆ ଗୁରୁତର

କୋରାପୁଟ,୧୮।୭(ସ୍ବ.ପ୍ର.): କୋରାପୁଟ ସହର ଉପକଣ୍ଠ ବାଗ୍ରାଛକଠାରେ ପିକ୍‌ଅପ୍‌ ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ପୁଅର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ମାଆ ଗୁରୁତର ହୋଇଛନ୍ତି। ମିଳିଥିବା…