ମଧୁବାବୁ ଆଇନ ସହାୟତା ଯୋଜନା ବାଟବଣା

ପୁରୁଷୋତ୍ତମପୁର, ୧୮ା୭(ଡି.ଏନ୍‌.ଏ.)-ରାଜ୍ୟ ସରକାର ଗରିବ ଲୋକଙ୍କୁ ଆଇନ ସହାୟତା ଯୋଗାଇ ଦେବାକୁ ମଧୁବାବୁ ଆଇନ ସହାୟତା ଯୋଜନା ପ୍ରଣୟନ କରିଥିଲେ। ମାତ୍ର ଏହି ଯୋଜନା ଏବେ ସରକାରୀ…

ସେବା ମହାବିଦ୍ୟାଳୟ ଛାତ୍ରଙ୍କୁ ଛାତ୍ରାବାସ ପ୍ରଦାନ ଦାବି : ଉଦ୍‌ଘାଟନ ପରେ ବି ଛାତ୍ରଙ୍କୁ ରହିବାକୁ ମିଳୁନି ଅନୁମତି

ବ୍ରହ୍ମପୁର ଅଫିସ,୧୮ା୭-ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ପରିସରରେ ଥିବା ସରକାରୀ ସେବା(ନର୍ସିଂ) ମହାବିଦ୍ୟାଳୟର ଛାତ୍ରଙ୍କୁ ଛାତ୍ରାବାସ ପ୍ରଦାନ କରାଯିବାକୁ ଦାବି ହୋଇଛି ା…

ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ : କଲ୍ୟାଣମଣ୍ଡପକୁ ସ୍ଥାନାନ୍ତରଣର ବିରୋଧ

ବ୍ରହ୍ମପୁର ଅଫିସ,୧୮ା୭-ବ୍ରହ୍ମପୁର ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ଉପକଣ୍ଠ ତଥା କନିଷିସ୍ଥିତ ଏକ ଘରୋଇ କଲ୍ୟାଣ ମଣ୍ଡପକୁ ସ୍ଥାନାନ୍ତର କରାଯିବା ଘୋଷଣା ପରେ ବିଭିନ୍ନ ସଂଗଠନ ପକ୍ଷରୁ…

ଜାତୀୟ ରାଜପଥରେ ଅଟକିଛି ଶତାଧିକ ଟ୍ରକ : ୫ ଦିନ ହେଲା ଟ୍ରାଫିକ ବିପର୍ଯ୍ୟସ୍ତ

ଛତ୍ରପୁର,୧୮ା୭(ଡି.ଏନ.ଏ)-ଗଞ୍ଜାମରୁ ଆରମ୍ଭ କରି ଛତ୍ରପୁର- କାଳିବାଲି ଛକ ପର୍ଯ୍ୟନ୍ତ ଜାତୀୟ ରାଜପଥ ଉପରେ ଶତାଧିକ ଆଇରନ୍‌ ଓର୍‌ ବୋଝେଇ ଟ୍ରକ୍‌ ୫ ଦିନ ହେଲା ଅଟକି ରହିଛି।…

କାଖରେ ଶିଶୁ, ମୁଣ୍ଡରେ ବୋଝ : ଏମିତି ବିତୁଛି ଜୀବନ

କେନ୍ଦୁଝର, ୧୮ା୭ (ସ୍ବ.ପ୍ର.)-କେନ୍ଦୁଝର ସହରକୁ ଦୈନିକ ବହୁ ସଂଖ୍ୟାରେ ବନବାସୀ ବିଭିନ୍ନ ପ୍ରକାର ପନିପରିବା, ବନଜାତ ଦ୍ରବ୍ୟ ଧରି ବିକିବାକୁ ଆସିଥାନ୍ତି। ବିକିବା ପରେ ମିଳୁଥିବା ପଇସାରେ…

ଲୁହାପଥର ଗୁଣ୍ଡରେ ହେଉଛି ରାସ୍ତା ମରାମତି : ସରକାର ହରାଉଛନ୍ତି ରାଜସ୍ବ

ଯୋଡ଼ା,୧୮।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳରେ ରାସ୍ତାରେ ଥିବା ଖାଲଢିପକୁ ପୋତିବା ପାଇଁ ଖଣିଜ ପଦାର୍ଥ ବ୍ୟବହାର କରାଯାଉଛି। ଯୋଡ଼ା ଖଣିମଣ୍ଡଳର ଜୁରୁଡ଼ି-ବାମେବାରୀ ରାଜ୍ୟ ରାଜପଥ ନଂ ୨ରେ…

ଜବରଦଖଲ ରାସ୍ତା ନିର୍ମାଣରେ ବାଧକ : ପ୍ରଶାସନ ଚୁପ

କେନ୍ଦୁଝର, ୧୮ା୭ (ସ୍ବ.ପ୍ର.)- କେନ୍ଦୁଝର ସହରରେ ଜବରଦଖଲ ସମସ୍ୟା ଦିନକୁ ଦିନ ଜଟିଳ ହୋଇ ପଡୁଛି । କିଏ ସରକାରୀ ଜମିରେ ଘରବାଡି ଜବରଦଖଲ କରିଛି ତ…

ଚୋରାମଦ ବିକ୍ରିକୁ ମହିଳାଙ୍କ ବିରୋଧ

ପଦ୍ମପୁର, ୧୮।୭ (ଡି.ଏନ.ଏ.) - ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତ କୁସୁନବିନ୍ଧା ଗ୍ରାମରେ ମଦବିରୋଧୀ ଅଭିଯାନ ଜୋର ଧରିଛି। ବୁଧବାର ସ୍ବୟଂସହାୟକ ଗୋଷ୍ଠୀର…

କପାଳୀ, ସରୁସାଗରକୁ ମିଳୁନି ନଦୀର ମାନ୍ୟତା

ବନ୍ତ,୧୮।୭ (ସ୍ବ.ପ୍ର.) - ଭଦ୍ରକ ଜିଲା ବନ୍ତ ବ୍ଲକ ଦେଇ ସାଳନ୍ଦୀ, କପାଳୀ ଓ ସରୁସାଗର ନଦୀ ପ୍ରବାହିତ ା ସାଳନ୍ଦୀକୁ ବାଦ୍‌ ଦେଲେ ସରୁସାଗର ଓ…

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ