ଟିଏମ୍‌ସି-ଏନ୍‌ସିପି-ସିପିଆଇର ରାଷ୍ଟ୍ରୀୟ ମାନ୍ୟତା ହୋଇପାରେ ରଦ୍ଦ

ନୂଆଦିଲ୍ଲୀ,୧୭।୭: ନିର୍ବାଚନରେ କରାଯାଇଥିବା ପ୍ରଦର୍ଶନ ଆଧାରରେ ଟିଏମ୍‌ସି, ଏନ୍‌ସିପି ଏବଂ ସିପିଆଇର ରାଷ୍ଟ୍ରୀୟ ମାନ୍ୟତା ରଦ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ଏହି ୩ ରାଜନୈତିକ ଦଳଙ୍କୁ…

ପଦ୍ମଶ୍ରୀ ପ୍ରକାଶ ରାଓ ଅସୁସ୍ଥ: ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ, ମାଗଣାରେ ଆବଶ୍ୟକ ଚିକିତ୍ସା ଯୋଗାଇଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୧୭।୭: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଅସୁସ୍ଥ। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲର ମେଡିସିନ ଆଇସିୟୁରେ ରଖାଯାଇ ଚିକିତ୍ସା…

କେକେଆର କୋଚ୍‌ ହେଲେ ଟ୍ରେଭର ବାଇଲିସ

ମୁମ୍ବାଇ,୧୭।୭- ବଲିଉଡ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ଦୁଇ ଥର ଆଇପିଏଲ ଚାମ୍ପିୟନ ଦଳ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଇଂଲଣ୍ଡ ବିଶ୍ୱକପ୍‌ ଚାମ୍ପିୟନ ଦଳର କୋଚ୍‌ ଟ୍ରେଭର…

ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ, ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ଧାମନଗର, ୧୭।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ପନ୍ଦରବାଟିଆ ନୋଡାଲ ବିଦ୍ୟାଳୟରେ ଶିକ୍ଷକଙ୍କ ମାଡ଼ରେ ୭ମ ଶ୍ରେଣୀ ଛାତ୍ର ସେକ୍‌ ଅବଦୁଲ ଖଲିଫ ଆହତ ହୋଇଛନ୍ତି। ଚିକିତ୍ସା…

କେନ୍ଦ୍ରାପଡ଼ାରେ ୮ ଘଣ୍ଟିଆ ବନ୍ଦ ଡାକରା: ମହାକାଳପଡ଼ା, ରାଜନଗରରେ ଏହାର ପ୍ରଭାବ

କେନ୍ଦ୍ରାପଡ଼ା ଅଫିସ/ମହାକାଳପଡ଼ା/ରାଜନଗର ୧୭।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗୁଲାମୁଣ୍ଡାରେ ବ୍ୟବସାୟୀଙ୍କୁ ଗୁଳିମାଡ଼ ଘଟଣାରେ ବୁଧବାର ଜିଲାବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ସମସ୍ତ ଦୋକାନବଜାର ଓ ଗାଡ଼ି ଚଳାଚଳ ବନ୍ଦ…

‘ସ୍ମାଇଲ୍‌’ ବହୁଳ ବ୍ୟବହୃତ ଇମୋଜି: ନିର୍ମାତା କିଏ ଜାଣନ୍ତୁ

ପ୍ରତିବର୍ଷ ଜୁଲାଇ ୧୭କୁ ‘ଇମୋଜି ଡେ’ ଭାବେ ପାଳନ କରାଯାଏ । ୨୦୧୪ରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜିକାଲିର ସମୟରେ ମେସେଜର ବହୁଳ ବ୍ୟବହାର ତଥା…

ଭୂକମ୍ପରେ ଫଶିଗଲେ ସଲମାନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡର ଭାଇଜାନ ସଲମାନ ଖାନଙ୍କ ତଥାକଥିତ ଗର୍ଲଫ୍ରେଣ୍ଡ ଲୁଲିଆ ଭନ୍ତୁର ଭୂକମ୍ପରେ ଫଶିଯାଇଛନ୍ତି। ମଙ୍ଗଳବାର ଇଣ୍ଡୋନେସିଆରେ ୫.୭ ତିବ୍ରତାର ଭୂକମ୍ପ ହୋଇଥିଲା। ଏହି ସମୟରେ ଲୁଲିଆ ସେଠାରେ…

ହାଫିଜ୍‌ ସଇଦ୍‌ଙ୍କୁ ଗିରଫ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ୍‌,୧୭।୭: ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ୍‌ ତଥା ବିଶ୍ୱଆତଙ୍କବାଦୀ ହାଫିଜ୍‌ ସଇଦ୍‌ଙ୍କୁ ପାକିସ୍ତାନ ଗିରଫ କରିଛି। ପାକିସ୍ତାନର ପଞ୍ଜାବ ପ୍ରଦେଶର ଆତଙ୍କବାଦୀ ନିରୋଧୀ ବିଭାଗର ଏକ ସ୍ବତନ୍ତ୍ର…

ମାତାପିତାଙ୍କ ଝଗଡ଼ା ଯୋଗୁ ରାଷ୍ଟ୍ରପତିଙ୍କୁ ଇଛାମୃତ୍ୟୁ ପାଇଁ ଚିଠି ଲେଖିରେ ନାବାଳକ ପୁତ୍ର

ପାଟନା,୧୭।୭: ଦମ୍ପତିଙ୍କ ମଧ୍ୟରେ ଝଗଡ଼ା ଯୋଗୁ ସନ୍ତାନଙ୍କ ଉପରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ବିହାରରେ। ଏଠାରେ ବାସ କରୁଥିବା ଜଣେ…

ସ୍ତ୍ରୀ ହେମାମାଳିନୀଙ୍କୁ ଟ୍ରୋଲ କରି ପୁଣି କ୍ଷମା ମାଗିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ, ୧୭।୭: ବଲିଉଉ ଅଭିନେତ୍ରୀ ତଥା ସ୍ତ୍ରୀ ହେମାମାଳିନୀଙ୍କୁ ଟ୍ରୋଲକ କରି ପୁଣି କ୍ଷମା ମାଗିଛନ୍ତି ଅଭିନେତା ଧର୍ମେନ୍ଦ୍ର। ନିକଟରେ ସଂସଦ ପରିସରରେ ଆୟୋଜିତ ଏକ ସଫେଇ…