ପୋଲିସ୍‌ ଏନ୍‌କାଉଣ୍ଟର: କୁଖ୍ୟାତ ଅପରାଧୀ କାବୁଲ ଆହତ

ଜୟପୁର, ୧୭।୭(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ ହାତୀଶାଳ ଛକରେ ବୁଧବାର ଭୋରରେ ପୋଲିସ ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ତଥା ଗଞ୍ଜେଇ ମାଫିଆ କାବୁଲ ଖରା ଆହତ ହୋଇଛନ୍ତି।…

ଆଇଏଏସ୍‌ ଅଫିସର ଶ୍ରୀମନ୍ଦିର ପରିଚାଳନା କରିବା ଠିକ୍‌ ନୁହେଁ: ବାହିନୀପତି

ପୁରୀ ଅଫିସ,୧୭ା୭:  ଶ୍ରୀମନ୍ଦିରକୁ ଆଇଏଏସ୍‌ ଅଫିସର ତଥା ଅମଲାତନ୍ତ୍ର ପରିଚାଳନା କରିବା ଠିକ୍‌ ନୁହେଁ। ଏହି ବ୍ୟବସ୍ଥାକୁ ପରିବର୍ତ୍ତନ କରାଯିବା ଦରକାର ବୋଲି କହିଛନ୍ତି ଜୟପୁର ବିଧାୟକ…

୨୦୩୦ ସୁଦ୍ଧା ଏଡ୍‌ସମୁକ୍ତ ଓଡ଼ିଶା ଲକ୍ଷ୍ୟ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଜିଲା ଏଡ୍‌ସ ପ୍ରତିରୋଧ ଓ ନିୟନ୍ତ୍ରଣ ୟୁନିଟ୍‌ର ସମୀକ୍ଷା ବୈଠକ ମଙ୍ଗଳବାର ଓଡିଶା ରାଜ୍ୟ ଏଡ୍‌ସ ନିୟନ୍ତ୍ରଣ ସମିତି (ଓସାକ୍ସ)ଠାରେ ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ…

ଏଟିଏମ୍‌ରେ କମ୍‌ ଟଙ୍କା ଭର୍ତ୍ତି କରି ୧ କୋଟି ୩୯ ଲକ୍ଷ ହଡ଼ପ: କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଜଟଣୀ, ୧୭ା୭(ଡି.ଏନ.ଏ): ଏଟିଏମ୍‌ରେ ପ୍ରକୃତ ପରିମାଣଠାରୁ କମ୍‌ ଟଙ୍କା ଭର୍ତ୍ତି କରି ପାଖାପାଖି ୧ କୋଟି ୩୯ ଲକ୍ଷ ଟଙ୍କା ହଡପ କରିଥିବା ଏକ ଘରୋଇ କମ୍ପାନୀର…

ବେଟିଂ ଆଡ୍ଡାରେ ଚଢ଼ାଉ, ୩ ଗିରଫ

କଟକ ଅଫିସ,୧୭।୭: ଏକ ବେଟିଂ ଆଡ୍ଡାରେ ଚଢାଉ କରି ଦରଘାବଜାର ପୋଲିସ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ…

ପରିପୂର୍ଣ୍ଣା ନୃତ୍ୟ ଉତ୍ସବ ‘ନାୟିକା- ୨୦୧୯’: ଆଲୋକା କାନୁନ୍‌ଗୋଙ୍କୁ ‘ପରିପୂର୍ଣ୍ଣା’ ସମ୍ମାନ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଗୁରୁ ଦେବପ୍ରସାଦ ଦାସ ଫାଉଣ୍ଡେଶନ ପକ୍ଷରୁ ତୃତୀୟ ପରିପୂର୍ଣ୍ଣା ନୃତ୍ୟ ଉତ୍ସବ ‘ନାୟିକା-୨୦୧୯’ ମଙ୍ଗଳବାର ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଓଡ଼ିଆ…

ଆକର୍ଷିତ କରିପାରିଲାନି ବଡ଼ ବଡ଼ ଇଭେଣ୍ଟ: ବିଦେଶୀ ପର୍ଯ୍ୟଟକ ଆଗମନ ହାର କମିଲା

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଭାରତ ପର୍ଯ୍ୟଟନ ମାନଚିତ୍ରରେ ଓଡ଼ିଶାର ଏକ ବିଶେଷ ସ୍ଥାନ ରହିଛି। ପ୍ରାକୃତିକ ସୌନ୍ଦର୍ଯ୍ୟ ସାଙ୍ଗକୁ ବିସ୍ତୀର୍ଣ୍ଣ ବେଳାଭୂମି ଦେଶ ତଥା ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ…

କାର୍‌ରୁ ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର, ଗୁଳିଭରା ପିସ୍ତଲ ଜବତ: ୩ ଗିରଫ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ଏକ ଆନ୍ତଃରାଜ୍ୟ ଚୋରା ବ୍ରାଉନସୁଗାର ର଼୍ୟାକେଟକୁ ଧରିଛି। ର଼୍ୟାକେଟରେ ସମ୍ପୃକ୍ତ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନେ ବ୍ୟବହାର…

୩ ଜଣଙ୍କୁ କଳିଙ୍ଗ ସାହିତ୍ୟ ପୁରସ୍କାର

ଭୁବନେଶ୍ୱର, ୧୬ା୭(ବ୍ୟୁରୋ): ଖ୍ୟାତନାମା ଲେଖକ ପବନ କୁମାର ବର୍ମା, ରାଜେନ୍ଦ୍ର କିଶୋର ପଣ୍ଡା ଓ ପାରୋ ଆନନ୍ଦଙ୍କୁ ଚଳିତବର୍ଷ କଳିଙ୍ଗ ସାହିତ୍ୟ ପୁରସ୍କାର ପ୍ରଦାନ କରାଯିବ। ସେହିଭଳି…

୨୧ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ଖାତାଦେଖା

କଟକ ଅଫିସ,୧୭।୭: ଆସନ୍ତା ୨୧ ତାରିଖରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷାର ଖାତାଦେଖା ହେବ। ଏଥି ନିମନ୍ତେ ୧୨ଟି ମୂଲ୍ୟାୟନ କେନ୍ଦ୍ର…