ଅଭିନୟରେ ହଜିଯିବାକୁ ହୁଏ

ମୁମ୍ବାଇ: ଅଭିନୟ କରିବା ବେଳେ ନିଜକୁ ଭୁଲିଯିବାକୁ ହୁଏ ବୋଲି ବଲିଉଡ୍‌ ଅଭିନେତ୍ରୀ ସାରା ଅଲି ଖାନ୍‌ ପ୍ରକାଶ କରିଛନ୍ତି। ସାରା ‘କେଦାରନାଥ’ ଏବଂ ‘ସିମ୍ବା’ ଭଳି…

ବିଧାୟକଙ୍କ ସହ କ୍ରିକେଟ ଖେଳିଲେ ୟେଦୁରପ୍ପା

ବେଙ୍ଗାଲୁରୁ, ୧୭ା୭ : କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଥିବାବେଳେ ପ୍ରଦେଶ ଭାଜପା ମୁଖ୍ୟ ବି.ଏସ୍‌. ୟେଦୁରପ୍ପା ଦଳର ବିଧାୟକଙ୍କ ସହିତ ମିଶି ମଙ୍ଗଳବାର ବେଙ୍ଗାଲୁରୁରେ କ୍ରିକେଟ…

ନିର୍ଣ୍ଣାୟକ ହେବ ଆଜିର ରାୟ

ନୂଆଦିଲ୍ଲୀ,୧୭ା୭(ପି.ଟି.): କର୍ନାଟକର ଶାସକ କଂଗ୍ରେସ-ଜେଡିଏସ୍‌ ମେଣ୍ଟର ଇସ୍ତଫା ଦେଇଥିବା ୧୫ ବିଧାୟକଙ୍କ ଆବେଦନର ଶୁଣାଣି ଶେଷ ହେବା ପରେ ସୁପ୍ରିମକୋର୍ଟ ମଙ୍ଗଳବାର ରାୟ ସଂରକ୍ଷିତ ରଖିଛନ୍ତି। ଭାରତର…

ଭାରତରେ ୪୧ ହଜାର ପାକିସ୍ତାନୀ

ନୂଆଦିଲ୍ଲୀ, ୧୭ା୭(ପି.ଟି.): ଭାରତରେ ୪୧,୩୩୧ ପାକିସ୍ତାନୀ ଓ ୪,୧୯୩ ଆଫଗାନିସ୍ତାନ ନାଗରିକ ଦୀର୍ଘଦିନ ହେବ ରହିଆସୁଛନ୍ତି ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ମଙ୍ଗଳବାର ଲୋକ ସଭାରେ…

ଜାକିରଙ୍କୁ ସଂଗୀତ ନାଟକ ଏକାଡେମୀ ଫେଲୋଶିପ୍‌

ନୂଆଦିଲ୍ଲୀ,୧୭ା୭(ପି.ଟି.): ବିଶିଷ୍ଟ ତବଲା ବାଦକ ଜାକିର ହୁସେନ୍‌, ଅହମିୟା ନୃତ୍ୟଶିଳ୍ପୀ ତଥା ନିର୍ଦ୍ଦେଶକ ଯତୀନ ଗୋସ୍ବାମୀ(ସତ୍ରୀୟ) ଏବଂ କେ. କଲ୍ୟାଣସୁନ୍ଦରମ୍‌ ପିଲାଇ(ଭାରତନାଟ୍ୟମ୍‌)ଙ୍କୁ ସଂଗୀତ ନାଟକ ଏକାଡେମୀର ଫେଲୋଶିପ୍‌…

ହାଇଟେକ୍‌ର ୬୩ କୋଟି ୫୫ ଲକ୍ଷ ବଣ୍ଟାଯିବ: ଫେରିପାଇବେ ୨୨ ହଜାର ଜମାକାରୀ

କଟକ ଅଫିସ,୧୭ା୭: ହାଇଟେକ୍‌ ଗ୍ରୁପର ୬୩ କୋଟି ୫୫ ଲକ୍ଷ ୪୯ହଜାର ୨୨୭ ଟଙ୍କା ଜମାକାରୀଙ୍କୁ ଫେରସ୍ତ ଦିଆଯିବ। ଏହି ଟଙ୍କାକୁ ୨୨ ହଜାର ୭୦୦ ଜମାକାରୀ…

କୁଳଭୂଷଣ ଯାଦବ ମାମଲା: ଆଇସିଜେ ରାୟ ଆଜି

ନୂଆଦିଲ୍ଲୀ/ହେଗ୍‌, ୧୭ା୭(ପି.ଟି.) :କୁଳଭୂଷଣ ଯାଦବ ମାମଲାର ଚୂଡାନ୍ତ ରାୟ ଅନ୍ତର୍ଜାତୀୟ ନ୍ୟାୟାଳୟ (ଆଇସିଜେ)ରେ ବୁଧବାର ହେବାକୁ ଯାଉଛି। ମାମଲାର ରାୟ ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ…

କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର: ଓଡ଼ିଶୀରେ ସୁରୂପା, ଛଉରେ ତପନ

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ଘୋଷଣା ହୋଇଛି ବହୁ ପ୍ରତୀକ୍ଷିତ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ୨୦୧୮। ଏହାସହ ଉସ୍ତାଦ୍‌ ବିସ୍‌ମିଲ୍ଲା ଖାନ୍‌ ଯୁବ ପୁରସ୍କାର ଏବଂ ଏକାଡେମୀ ଫେଲୋ(ଏକାଡେମୀ…

ଗରିବଙ୍କୁ ଲୁଟୁଛନ୍ତି ଅଧିକାରୀ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଗତ ୨୦ବର୍ଷ ହେବ ବିଜେଡି ହାତରେ ରହିଛି ରାଜ୍ୟ ଶାସନ ଭାର। ଲୋକମାନଙ୍କୁ ସ୍ବଚ୍ଛ ଓ ଦୁର୍ନୀତିମୁକ୍ତ ଶାସନ ଦେଉଥିବା ସରକାର ଦାବି କରୁଛନ୍ତି। ୩-ଟି/୫-ଟି…

ଆଜି ସରିବ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ବୁଧବାର ଶେଷ ହେବ। ସନ୍ଧ୍ୟାରେ ନାମଲେଖା ସମ୍ପର୍କିତ ଚୂଡ଼ାନ୍ତ ତଥ୍ୟ ଇ-ସ୍ପେସ୍‌ରେ ପ୍ରକାଶ ପାଇବ।…